ପୁଣି ଥରେ ବିଗ୍‌ବସ୍‌ ଘରେ ଏଣ୍ଟ୍ରି କରିବେ ଅବ୍ଦୁ ରୋଜିକ୍‌ !

ବମ୍ବେ: ପୁଣିଥରେ ଲୋକପ୍ରିୟ ରିଆଲିଟି ଶୋ’ ‘ବିଗ୍‌ବସ୍‌’ରେ ଏଣ୍ଟ୍ରି କରିବେ ଲୋକପ୍ରିୟ ପ୍ରତିଯୋଗୀ ଅବ୍ଦୁ ରୋଜିକ୍‌। ନିକଟରେ କାମକୁ ନେଇ ଶୋ’ରୁ ବାହାର ହୋଇଥିଲେ ଅବ୍ଦୁ। ଏହା…

ବାପାଙ୍କ ଜନ୍ମଦିନରେ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ ଫରହାନ୍‌

ବମ୍ବେ: ଅଭିନେତା ତଥା ନିର୍ଦ୍ଦେଶକ ଫରହାନ୍‌ ଅଖତର୍‌ ବାପା ଜାଭେଦ ଅଖତରଙ୍କୁ ଜନ୍ମଦିନରେ ଖାସ ବାର୍ତ୍ତା ଲେଖି ଶୁଭେଚ୍ଛା ଜଣାଇଛନ୍ତି। ଆଜି ଅର୍ଥାତ ମଙ୍ଗଳବାର ୭୮ ବର୍ଷର…

ମୂଳ ଭାରତୀୟ ସମଲିଙ୍ଗୀ ମହିଳା ହେଲେ ଅକଲାଣ୍ଡ ସିଟି କାଉନସିଲ୍‌ ସଦସ୍ୟା…

ଓ୍ବାଶିଂଟନ,୧୭।୧ : ଆମେରିକୀୟ ମୂଳ ଭାରତୀୟ ଆଇନଜୀବୀ ଜନାନି ରାମଚନ୍ଦ୍ରନ କାଲିଫର୍ନିଆ ରାଜ୍ୟ ଅକଲାଣ୍ଡ ସିଟି କାଉନସିଲର ସଦସ୍ୟା ହୋଇଛନ୍ତି। ସେ ହେଉଛନ୍ତି ସର୍ବପ୍ରଥମ ସମଲିଙ୍ଗୀ ମହିଳା…

ସୁଶାନ୍ତଙ୍କୁ ଝୁରି ଝୁରି ଶେଷରେ ଆଖିବୁଜିଲା ପୋଷା କୁକୁର ‘ଫଜ୍‌’

ବମ୍ବେ: ଦିଂବଗତ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ଅଢ଼େଇ ବର୍ଷରୁ ଅଧିକ ସମୟ ବିତିଲାଣି। ତଥାପି ତାଙ୍କୁ ଝୁରୁଛନ୍ତି ପରିବାରଲୋକଙ୍କଠାରୁ ଆରମ୍ଭ କରି ପ୍ରଶଂସକ। ଏମିତିରେ…

ପାକିସ୍ତାନ ନିର୍ବାଚନ ଆୟୋଗଙ୍କ କଡ଼ା ପଦକ୍ଷେପ: ସମ୍ପତ୍ତି ତଥ୍ୟ ନ ଦେବାରୁ ୨୭୧ ସାଂସଦ-ବିଧାୟକ ନିଲମ୍ବିତ…

ଇସଲାମାବାଦ,୧୭।୧ : ପାକିସ୍ତାନର ନିର୍ବାଚନ ଆୟୋଗ ସାଂସଦ ଓ ବିଧାୟକଙ୍କ ବିରୋଧରେ ସେମାନଙ୍କ ସମ୍ପତ୍ତିର ସବିଶେଷ ତଥ୍ୟ ଦାଖଲ ନ କରିବା ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ହା ଅନ୍ନ: ଗିଲଗିଟ୍‌-ବଲ୍ଟିସ୍ତାନରେ ଭୋକ ମୃତ୍ୟୁ ଆଶଙ୍କା…

ଇସଲାମାବାଦ,୧୭।୧ : ପାକିସ୍ତାନ ଅଧିକୃତ କାଶ୍ମୀର ଏବଂ ଗିଲଗିଟ-ବଲ୍ଟିସ୍ତାନରେ ଖାଦ୍ୟ ଅଭାବ ଏବଂ ମୁଦ୍ରାସ୍ଫୀତି ବୃଦ୍ଧି ହେତୁ ସପ୍ତାହେ ଧରି ସରକାରଙ୍କ ବିରୋଧରେ ଲୋକେ ପ୍ରଦର୍ଶନ କରୁଛନ୍ତି।…

ଅଡ଼ୁଆରେ ଫସିଥିବା ବାବରଙ୍କ ସ୍ବତନ୍ତ୍ର ପୋଷ୍ଟ, କହିଲେ ଏମିତି

ନୂଆଦିଲ୍ଲୀ,୧୭।୧: ଦିନକୁ ଦିନ ପାକିସ୍ତାନ କ୍ରିକେଟ ଟିମ୍‌ ଅଧିନାୟକ ବାବର ଆଜମଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ଘରୋଇ ମଇଦାନରେ ଦିନିକିଆ ଏବଂ ଟେଷ୍ଟ ସିରିଜରେ ପରାଜିତ ହେବା…

ସାପ୍ତାହିକ ସଂକ୍ରମଣ-ସକ୍ରିୟ ମାମଲାରେ ବ୍ରେକ୍‌…

ନୂଆଦିଲ୍ଲୀ, ୧୭।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି।ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ…

ହକି ବିଶ୍ୱକପ ଟ୍ରଫି ଗାଡ଼ିରୁ ବିଜେଡି ନେତାଙ୍କୁ ଓହ୍ଲାଇ ଦେଲେ ଅଧିକାରୀ

ସୁନ୍ଦରଗଡ଼ ଅଫିସ, ୧୭।୧: ହକି ବିଶ୍ୱକପ ଟ୍ରଫି ପରିକ୍ରମା ବେଳେ ବିଜେଡି ନେତା ଓ କର୍ମୀଙ୍କୁ ଦୁର୍ବ୍ୟବହାର ହୋଇଛି। ଏପରିକି ଗାଡ଼ିରୁ ଓହ୍ଲାଇ ଦିଆଯାଇଛି। ସୁନ୍ଦରଗଡ଼ ପିଡିଡିଆର୍ଡିଏଙ୍କ…

ମୋଦି ସରକାର ବିଶ୍ୱସ୍ତରରେ ଦେଶର ଭାବମୂର୍ତ୍ତି ପରିବର୍ତ୍ତନ କରିଛନ୍ତି…

ନୂଆଦିଲ୍ଲୀ,୧୭।୧ : ମଙ୍ଗଳବାର ଦଳର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଭାରତର ଜି-୨୦ର ଅଧ୍ୟକ୍ଷତା ଉପରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି…