‘ଜଣେ ଚମତ୍କାର ବ୍ୟକ୍ତିଙ୍କୁ ଜନ୍ମଦିନର ଶୁଭେଚ୍ଛା’, ଟ୍ରମ୍ପ-ଏପଷ୍ଟାଇନଙ୍କ ସମ୍ପର୍କକୁ ନେଇ ମଲରେ ଲାଗିଲା ରେପ୍ଲିକା, ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ଓ୍ବାଶିଂଟନ,୨୦।୧: ୱାଶିଂଟନ ଡି.ସି.ର ନ୍ୟାସନାଲ ମଲରେ ରାତାରାତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି ଏକ ୧୦ ଫୁଟ ଉଚ୍ଚ ପ୍ରତିକୃତି ବା ରେପ୍ଲିକା। ଏହା ଡୋନାଲ୍ଡ ଟ୍ରମ୍ପଙ୍କ…

୩୮୯ ଜଣଙ୍କର ଜଣେ ବାପା, ଆଉ ଜଣଙ୍କର ୩୧୦ ପିଲା… ପଶ୍ଚିମବଙ୍ଗର SIR ଖୋଲିଲା ଏମିତି ରାଜ୍‌, ସଭିଏଁ ଚକିତ

କୋଲକାତା,୨୦।୧: ପଶ୍ଚିମବଙ୍ଗ ଭୋଟର ତାଲିକା ଯାଞ୍ଚ (SIR) ଅଭିଯାନ ସମୟରେ ଏପରି ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି ଯାହା କେବଳ ନିର୍ବାଚନ କମିଶନଙ୍କୁ ନୁହେଁ ବରଂ ସୁପ୍ରିମକୋର୍ଟକୁ…

ତେଲିବନ୍ଧ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଅଜଣା ଗାଡ଼ି ଧକ୍କାରେ ୨ ମୃତ, କାରକୁ ଘୋଷାଡ଼ି…

ବୋୖଦ୍ଧ, ୨୦ା୧( ଅଜିତ କୁମ୍ଭୀର ବାରିକ) - ​ବୌଦ୍ଧ ଜିଲା ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେଲିବନ୍ଧ ଛକ ନିକଟରେ…

ବଳଦେବଜୀଉ ମନ୍ଦିରକୁ ବୋମାରେ ଉଡାଇବାକୁ ଧମକ, କାର୍ଯ୍ୟାନୁଷ୍ଠାନ ପାଇଁ ଏସ୍‌ପିଙ୍କୁ…

କେନ୍ଦ୍ରାପଡ଼ା, ୨୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସହରର ଇଚ୍ଛାପୁରସ୍ଥ ବଳଦେବଜୀଉ ମନ୍ଦିରକୁ ଖୁବ ଶୀଘ୍ର ବୋମାରେ ଉଡାଇ ଦିଆଯିବ। ଏପ୍ରକାର ଏକ ପୋଷ୍ଟ ସାମାଜିକ ଗଣମାଧ୍ୟମରେ ସୋମବାର ଘୂରି…

‘ଇତିହାସରେ ଲିପିବଦ୍ଧ ହେବ ତାଙ୍କ ନାମ’: ଗ୍ରୀନଲାଣ୍ଡ ପ୍ରତି ଟ୍ରମ୍ପଙ୍କ ଧମକ ଉପରେ ପ୍ରତିକ୍ରିୟା ରଖିଲା ରୁଷିଆ, ରାଗୁଛି ଚାଇନା

ଓ୍ବାଶିଂଟନ,୨୦।୧: ଗ୍ରୀନଲାଣ୍ଡର ମିଶ୍ରଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ ଏବେ ରୁଷିଆ ଏବଂ ଚାଇନା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ରୁଷିଆ କହିଛି ଯେ…

ଗୌତମ ଗମ୍ଭୀର ହାଏ ହାଏ ସ୍ଲୋଗାନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ବିରାଟ କୋହଲି: Video ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଇନ୍ଦୋର,୨୦।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ ଶେଷ ହୋଇଛି। ନ୍ୟୁଜିଲାଣ୍ଡ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜକୁ ୧-୨ରେ ଜିତିଛି। ସିରିଜର ତୃତୀୟ ଏବଂ…

ପୂଜାର୍ଚ୍ଚନା ପରେ ଦାୟିତ୍ୱ ସମ୍ଭାଳିବେ ନୀତିନ ନବୀନ

ନୂଦିଲ୍ଲୀ,୨୦।୧: ଭାରତୀୟ ଜନତା ପାର୍ଟିର କାର୍ଯ୍ୟକାରୀ ସଭାପତି ନୀତିନ ନବୀନ ଏବେ ଦଳର ଦ୍ୱାଦଶ ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବେ। ଏହି ପଦ ଗ୍ରହଣ କରିବା ପୂର୍ବରୁ ସେ…

ହାଇକୋର୍ଟଙ୍କ ନିର୍ଦ୍ଦେଶ, ୧୫ ଦିନ ଭିତରେ ଅଙ୍ଗନବାଡ଼ି କର୍ମୀଙ୍କୁ ବକେୟା ଦରମା…

କଟକ,୨୦।୧: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଙ୍ଗନବାଡିକର୍ମୀଙ୍କ ବକେୟା ଦରମା ୧୫ ଦିନ ଭିତରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନହେଲେ ସୁଧ ଦେବା ନିଶ୍ଚୟ…

ସମୁଦ୍ର କୁଳ ଲଙ୍ଗିବା ପ୍ରସଙ୍ଗ: ଏନଆଇଓଟି ଟିମର ସର୍ଭେ ଆରମ୍ଭ

ଛତ୍ରପୁର,୨୦।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଗାଁ ସମୁଦ୍ର କୂଳନିକଟରେ ରହିଥିବା ଯୋଗୁ ସମୁଦ୍ର ଧିରେ ଧିରେ କୂଳ ଲଙ୍ଘୁଛି ଯାହାଫଳରେ ଭୟଭୀତ ଅବସ୍ଥାରେ…

ଅଶ୍ଳୀଳ ଭିଡିଓ ମାମଲାରେ କର୍ନାଟକ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ, ଡିଜିପି ରାମଚନ୍ଦ୍ର ରାଓ ନିଲମ୍ବିତ

ବେଙ୍ଗାଲୁରୁ,୨୦।୧: ସୁନା ଚୋରା ଚାଲାଣ ଅଭିଯୁକ୍ତ ରାଣା ରାଓଙ୍କ ପିତା ଏବଂ ଜଣେ ଡିଜିପି-ର଼୍ୟାଙ୍କର ଅଧିକାରୀ ରାମଚନ୍ଦ୍ର ରାଓଙ୍କ କାର୍ଯ୍ୟାଳୟରେ ଅନୁପଯୁକ୍ତ ଆଚରଣ ପ୍ରଦର୍ଶନ କରୁଥିବାର ଏକ…