କେନାଲ କୂଳ ଜମିକୁ ମାଡୁନି ପାଣି

ବରଗଡ଼ ଅଫିସ୍‌,୧୦।୩: ଚଳିତ ରବିଧାନ ଫସଲରେ ବରଗଡ଼ ଜିଲା ହୀରାକୁଦ ଜଳସେଚିତ ଅଞ୍ଚଳର ଚାଷୀମାନେ କ୍ଷତିଗ୍ରସ୍ତ ହେବା ସମ୍ଭାବନା ରହିଛି। କେନାଲ ବିଭାଗର ଦୂରଦୃଷ୍ଟିହୀନତା ଯୋଗୁ ଏହି…

ବେଆଇନ କୁକୁଡ଼ା ଫାର୍ମ ନିର୍ମାଣ ବନ୍ଦ ଦାବିରେ ଧାରଣା

ଭଦ୍ରକ ଅଫିସ,୧୦ା୩: ଭଦ୍ରକ ଜିଲା ଧାମନଗର ବ୍ଲକ ରଇପୁର ଗ୍ରାମରେ ଏକ ବେଆଇନ କୁକୁଡ଼ା ଫାର୍ମ ନିର୍ମାଣ ବନ୍ଦ ଦାବିରେ ଗ୍ରାମବାସୀ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ…

ଇରାନ ରାସ୍ତା ଦେଇ ଆଫଗାନିସ୍ତାନକୁ ୨୦ହଜାର ମେଟ୍ରିକ୍‌ ଟନ୍‌ ଗହମ ପଠାଇବ ଭାରତ

ନୂଆଦିଲ୍ଲୀ/କାବୁଲ,୧୦।୩: ଆଫଗାନିସ୍ତାନକୁ ୨୦ହଜାର ମେଟ୍ରିକ୍‌ ଟନ୍‌ ଗହମ ପଠାଇବ ଭାରତ। ଇରାନର ଚବାହାର ପୋର୍ଟ ଦେଇ ଏହି ଗହମ ସପ୍ଲାଇ କରାଯିବ। ଗୁରୁବାର ଦିଲ୍ଲୀରେ ଇଣ୍ଡିଆ-ସେଣ୍ଟ୍ରାଲ ଏସିଆ…

ସ୍କୁଲ ବନ୍ଦ ପରେ ପିଲାଙ୍କୁ ମିଳୁନି ଯାତାୟାତ ଖର୍ଚ୍ଚ

ନବରଙ୍ଗପୁର,୧୦।୩(ବି.ପ୍ର.): ୨୦ରୁ କମ୍‌ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟକୁ ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଲେ। ନବରଙ୍ଗପୁର ଜିଲାରେ ୨୦୧୯-୨୦ ଶିକ୍ଷାବର୍ଷ ପରେ ଜିଲାର ୧୧୦ ପ୍ରାଥମିକ…

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି: ଗୃହ ଅଚଳ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠୁ ଆରମ୍ଭ ହୋଇଥିବା ବେଳେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ନେଇ ଆଲୋଚନା କରିବାକୁ…

ବିମାନରୁ ମିଳିଲା ଦୁଇ ଜୀବନ୍ତ ଗୁଳି

ସିଓଲ,୧୦ା୩: ଦକ୍ଷିଣ କୋରିଆର ଇଞ୍ଚନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉଡ଼ାଣ କରିବାକୁ ଥିବା ବିମାନରୁ ଦୁଇଟି ଜୀବନ୍ତ ଗୁଳି ମିଳିବା ପରେ ଉତ୍ତେଜନା ଦେଖାଦେଇଥିଲା। ବିମାନ ଅଧିକାରୀମାନେ ତୁରନ୍ତ…

ଦେଶରେ ଆଜି ୪୪୦ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୦।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ,…

ଜନତା ହାଇସ୍କୁଲରେ ମାତୃଭାଷା ପରୀକ୍ଷା ଦେଲେ ୨୫୧ ଛାତ୍ରୀଛାତ୍ର

ବେଗୁନିଆପଡ଼ା,୧୦ା୩(ଡି.ଏନ୍‌.ଏ.): ଶୁକ୍ରବାରଠାରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରେ ପରୀକ୍ଷାର୍ଥୀମାନେ ମାତୃଭାଷା ପରୀକ୍ଷା ଦେଇଛନ୍ତି। ପ୍ରଥମ ଦିନରେ ପରୀକ୍ଷାର୍ଥୀ ୧ ଘଣ୍ଟା ପୂର୍ବରୁ…

ଅଷ୍ଟ୍ରେଲିଆ ସ୍ଥିତି ମଜଭୁତ: ଉଇକେଟ୍‌ ଲକ୍ଷ୍ୟରେ ଟିମ୍‌ ଇଣ୍ଡିଆ

ଅହମ୍ମଦାବାଦ,୧୦।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଚତୁର୍ଥ ତଥା ଅନ୍ତିମ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚ୍‌ରେ…

ଜିଲା ସଦର ମହକୁମାରେ ପାନୀୟ ଜଳ ଅଭାବ

ରାୟଗଡ଼ା,୧୦ା୩(ସ୍ବ.ପ୍ର.): ରାୟଗଡ଼ା ଜିଲା ସଦର ମହକୁମାରେ ପାନୀୟ ଜଳର ଅଭାବ ଦେଖାଦେଉଛି। ରାୟଗଡ଼ା ପରିପାର୍ଶ୍ୱରେ ନାଗାବଳୀ ଓ ଝଞ୍ଜାବତୀ ଦୁଇଟି ନଦୀ ପ୍ରବାହିତ ହୋଉଥିଲେ ମଧ୍ୟ ସହରବାସୀଙ୍କୁ…