ବେଦାନ୍ତ ପକ୍ଷରୁ ‘ପ୍ରୋଜେକ୍ଟ ପଞ୍ଛି’ର ଶୁଭାରମ୍ଭ

ନୂଆଦିଲ୍ଲୀ,୧୦।୩:ଦେଶର ସର୍ବବୃହତ୍‌ ଆଲୁମିନିୟମ ଉପତ୍ାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା ୟୁନିଟ୍‌ ଲାଞିଗଡ଼ ଆଲୁମିନା ରିଫାଇନେରିରେ ଏକ…

ଶିକ୍ଷକରୁ ଶିକ୍ଷା ଉଦ୍ୟୋଗୀ

ପିଲାଟି ଦିନରୁ ମାତାପିତାଙ୍କୁ ହରାଇଥିବା ଜଣେ ମେଧାବୀ ଛାତ୍ର ଯେ କେବେ ଶହ ଶହ ପିଲାଙ୍କର ଦାୟିତ୍ୱ ବହନ ସହ ଅଭିଭାବକ ଓ ଗୁରୁଙ୍କ ଭୂମିକା ନିର୍ବାହ…

ଟ୍ରୋପେକ୍ସ ଏକ୍ସର୍‌ସାଇଜ୍‌

ନୂଆଦିଲ୍ଲୀ,୧୦ା୩: ଭାରତୀୟ ନୌସେନାର ସର୍ବବୃହତ୍‌ ଦ୍ୱିବାର୍ଷିକ ଥିଏଟର୍‌ ଲେବେଲ୍‌ ଅପରେଶନାଲ ରେଡିନେସ୍‌ ଏକ୍ସର୍‌ସାଇଜ୍‌ (ଟ୍ରୋପେକ୍ସ)ରେ ପ୍ରାୟ ୭୦ ଜାହାଜ, ୬ ବୁଡ଼ାଜାହାଜ ଓ ୭୫ରୁ ଅଧିକ ଏୟାରକ୍ରାଫ୍ଟ…

ଷ୍ଟ୍ରୋକ୍‌ ଯୋଗୁ ପ୍ରତି ୪ ମିନିଟ୍‌ରେ ଜଣେ ପ୍ରାଣ ହରାଉଛନ୍ତି

ନୂଆଦିଲ୍ଲୀ, ୧୦। ୩:ଷ୍ଟ୍ରୋକ୍‌ ଯୋଗୁ ଭାରତରେ ପ୍ରତି ୪ ମିନିଟରେ ଜଣଙ୍କର ମୃତ୍ୟୁ ଘଟୁଛି। ବର୍ତ୍ତମାନ ଏହା ଦେଶରେ ଘଟୁଥିବା ମୃତ୍ୟୁର ଦ୍ୱିତୀୟ ପ୍ରମୁଖ କାରଣ ପାଲଟିଥିବା…

ବେଜିଂର ମହାଶକ୍ତି ମହତ୍ତ୍ୱାକାଂକ୍ଷା

ଓ୍ବାଶିଂଟନ/ବେଜିଂ,୧୦ା୩:ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ନିଜ ଦେଶକୁ ପୂର୍ବ ଏସିଆର ପ୍ରମୁଖ ଶକ୍ତିରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଆମେରିକାର ପ୍ରଭାବ ହ୍ରାସକରି ଚାଇନାକୁ ବିଶ୍ୱରେ ସର୍ବବୃହତ୍‌…

ଗରିବଙ୍କ ଚାଉଳରୁ ୫ କେ.ଜି. କାଟିଛନ୍ତି: ନବୀନ

ଭୁବନେଶ୍ବର, ୧୦ା୩(ବ୍ୟୁରୋ):ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ୫ କେ.ଜି. ଚାଉଳ ବନ୍ଦ କରିବା ଏବଂ ଏଲ୍‌ପିଜି…

ଆଜି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଉରକେଲା ଗସ୍ତରେ ଯିବେ। ଅପରାହ୍ନ ୫ଟା ୨୦ମିନିଟରେ ସେ ରାଉରକେଲା ବିମାନବନ୍ଦରରେ ପହଞ୍ଚତ୍ବେ। ଏହାପରେ ୫ଟା ୩୦ରେ ସେ ବିଶ୍ରା ଛକ…

ମୁଣ୍ଡ ପିଛା ଋଣଭାର ୧୯,୮୨୫ ଟଙ୍କା

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ରାଜ୍ୟରେ ଋଣ ଭାର ବଢ଼ି ଚାଲିଛି। ମୁଣ୍ଡ ପିଛା ଋଣ ଭାର ୧୯,୮୨୫ ଟଙ୍କାରେ ପହଞ୍ଚିଲାଣି। ୨୦୨୨-୨୩ ଆର୍ଥିକ ବର୍ଷ ସୁଦ୍ଧା ରାଜ୍ୟର ଋଣ ଭାର ୮୭୭୨୬.୬୧…

୨୦ରେ କୃଷକ ଆନ୍ଦୋଳନ

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ମିଲରଙ୍କ ଅଘୋଷିତ କଟ୍‌ନି ଛଟନିର ପ୍ରତିବାଦ ସହ ପେନ୍‌ସନ ବାବଦରେ ଚାଷୀଙ୍କୁ ୫ହଜାର ଟଙ୍କା ପ୍ରଦାନ ଓ ଅନ୍ୟାନ୍ୟ ଦାବି ନେଇ କୃଷକମାନେ ଆସନ୍ତା ୨୦ ତାରିଖରେ…

ଆୟତ୍ତରେ ନାହିଁ ଜଙ୍ଗଲ ନିଆଁ

ଭୁବନେଶ୍ୱର,୧୦ା୩(ବ୍ୟୁରୋ):ରାଜ୍ୟରେ ଜଙ୍ଗଲ ନିଅଁା ଆୟତ୍ତରେ ନାହିଁ। କେବଳ ବର୍ଷା ହି ଭରସା। ଗତ ନଭେମ୍ବରରୁ ରାଜ୍ୟରେ ବର୍ଷା ହୋଇନାହିଁ। ଅନ୍ୟପଟେ ତାପମାତ୍ରା ମଧ୍ୟ ବଢ଼ିଚାଲିଛି। ଗତ କିଛି…