ଦୋହଲିଲା ମୂଳଦୁଆ

ଚମୋଲି/ନୂଆଦିଲ୍ଲୀ,୧୪ା୧: ଉତ୍ତରାଖଣ୍ଡର ଚମୋଲି ଜିଲା ଜୋଷୀମଠର ମୂଳଦୁଆ ଦୋହଲିଯାଇଛି। ଗତ ଡିସେମ୍ବର ୨୭ରୁ ଜାନୁୟାରୀ ୮ ତାରିଖ (ମାତ୍ର ୧୨ ଦିନ) ଭିତରେ ଏହି ଧର୍ମନଗରୀ ୫.୪…

ଆରମ୍ଭ ହେଲା ସିଲ୍କସିଟି ଫେଷ୍ଟ

ବ୍ରହ୍ମପୁର ଅଫିସ,୧୪ା୧: ପୁରୁଷ ହକି ବିଶ୍ୱକପ ଅବସରରେ ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) ପକ୍ଷରୁ ଜିଲା ପ୍ରଶାସନର ମିଳିତ ସହଯୋଗରେ ଶୁକ୍ରବାରଠାରୁ ୟୁସିପି ଇଞ୍ଜିନିୟରିଂ ସ୍କୁଲ ପଡ଼ିଆରେ…

ଆଜି ପବିତ୍ର ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି

ଭୁବନେଶ୍ୱର/ପୁରୀ ଅଫିସ ୧୪।୧(ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଦିନ ମକର ରାଶିରେ ସୂର୍ଯ୍ୟଙ୍କ ପ୍ରବେଶ ସହ ଉତ୍ତରାୟଣ ଗତି ଆରମ୍ଭ ହୁଏ। ଆଜିଠୁ…

ବଜେଟ ଅଧିବେଶନ ପୂର୍ବରୁ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ସମ୍ଭବ

ନୂଆଦିଲ୍ଲୀ,୧୪ ।୧: ଚଳିତ ମାସ ଶେଷ ସପ୍ତାହରେ ଆରମ୍ଭ ହେବାକୁ ଥିବା ସଂସଦର ବଜେଟ ଅଧିବେଶନ ପୂର୍ବରୁ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ । ଏହି ସମ୍ପ୍ରାରଣକୁ…

ଏକ ସପ୍ତାହ ହେବ ଅକ୍ସିଜେନ ସପୋର୍ଟରେ ଲଳିତ ମୋଦି, କରୋନା ପଜିଟିଭ ହେବା ପରେ ହୋଇଥିଲା ନିମୋନିଆ

ମୁମ୍ବାଇ,୧୪ ।୧: ଆଇପିଏଲର ପୂର୍ବତନ ଚେୟାରମ୍ୟାନ ଲଳିତ ମୋଦି କରୋନା ପଜିଟିଭ ହେବା ପରେ ଏକ ସପ୍ତାହ ହେବ ୨୪ ଘଣ୍ଟା ଅକ୍ସିଜେନ ସପୋର୍ଟରେ ରହିଛନ୍ତି ।…

ପାକିସ୍ତାନର ପେଶାୱରରେ ପୋଲିସ ଟିମ ଉପରେ ଆତଙ୍କବାଦୀ ଆକ୍ରମଣ, ଡିଏସପି ସମେତ ୩ ପୋଲିସ ମୃତ

ପେଶାୱର,୧୪ ।୧: ପାକିସ୍ତାନରେ ପୁଣିଥରେ ଆତଙ୍କବାଦୀମାନେ ସେମାନଙ୍କ ଉପସ୍ଥିତି ଜାହିର କରିଛନ୍ତି । ପାକିସ୍ତାନର ପେଶାୱରରେ ଆତଙ୍କବାଦୀମାନେ ପୋଲିସ ଉପରେ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ…

ଶ୍ରୀମନ୍ଦିରରେ ପହଞ୍ଚିଲା ମକର ତାଡ଼

ପୁରୀ ଅଫିସ ୧୪।୧: ଶ୍ରୀମନ୍ଦିରରେ ପବିତ୍ର ମକର ସଂକ୍ରାନ୍ତି ଶନିବାର ସମ୍ପନ୍ନ ହେବ ପର୍ବ। ଶ୍ରୀବିଗ୍ରହଙ୍କୁ ମକରଚୂଳ ଓ ମାଳ ଲାଗି କରାଯାଇ ସ୍ବତନ୍ତ୍ର ବେଶ ଅନୁଷ୍ଠିତ…

୨ରୁ ଊର୍ଦ୍ଧ୍ୱ ଆଇନଜୀବୀ ନ ରହିବା ଉପରେ ରହିତାଦେଶ

କଟକ ଅଫିସ,୧୪ା୧: କେନ୍ଦ୍ରାପଡା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣିବେଳେ ୨ରୁ ଊର୍ଦ୍ଧ୍ୱ ଆଇନଜୀବୀ ନ…

ଘୃଣା ମନ୍ତବ୍ୟ ଏକ ଆତଙ୍କ

ନୂଆଦିଲ୍ଲୀ,୧୪।୧: ଘୃଣା ମନ୍ତବ୍ୟକୁ ସୁପ୍ରିମକୋର୍ଟ ଏକ ‘ସମ୍ପୂର୍ଣ୍ଣ ଆତଙ୍କ’ ରୂପେ ଅଭିହିତ କରିବା ସହ ଏଥିପାଇଁ ଟିଭି ନ୍ୟୁଜ୍‌ କଣ୍ଟେଣ୍ଟ ଉପରେ ନିୟନ୍ତ୍ରଣର ଅଭାବକୁ ଦାୟୀ କରିଛନ୍ତି।…

୨୦୨୪ ନିର୍ବାଚନ ପାଇଁ ଗୁରୁମନ୍ତ୍ର

ଆରଡ଼ି,୧୪।୧ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ିର ଏକ କଲ୍ୟାଣ ମଣ୍ଡପରେ ଭାଜପା ଆଖଣ୍ଡଳମଣି ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି…