ରାଜ୍ୟ ସରକାରଙ୍କୁ ବିସ୍ତୃତ ରିପୋର୍ଟ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୩ା୧: ରାଜ୍ୟରେ ଚାଲିଥିବା ବେଆଇନ ଗୋହତ୍ୟା ଓ ଗୋ-ଚାଲାଣ ରୋକିବାକୁ ସରକାର କ’ଣସବୁ ପଦକ୍ଷେପ ନେଇଛନ୍ତି, ସେ ସମ୍ପର୍କରେ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟ…

ଆଉନାହାନ୍ତି ବଲିଉଡ୍‌ର ଲୋକପ୍ରିୟ ଲେଖକ ସଞ୍ଜୟ ଚୌହାନ

‘ପାନ ସିଂ ତୋମାର’ ପରି ଅନେକ ଫିଲ୍ମର ପ୍ରସିଦ୍ଧ ଲେଖକ ସଞ୍ଜୟ ଚୌହାନଙ୍କ ପରଲୋକ ଘଟିଛି। ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା। ସେ ଯକୃତ ରୋଗରେ…

ରାଜଧାନୀରେ ୭୫ରୁ ଊର୍ଦ୍ଧ୍ୱ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ପୁରୁଷ ହକି ବିଶ୍ୱକପ୍‌ ଶୁକ୍ରବାରଠାରୁ ଆରମ୍ଭ ହେବ। ରାଉରକେଲା ଓ ଭୁବନେଶ୍ୱରରେ ମ୍ୟାଚ୍‌ଗୁଡ଼ିକ ଖେଳାଯିବାକୁ ଥିବାବେଳେ କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀ ପାଇଁ ବ୍ୟାପକ ସୁରକ୍ଷା…

ଡଟ୍‌ ଫେଷ୍ଟରେ ମିଳିବ ୧୬ ଦେଶର ଖାଦ୍ୟ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ହକି ବିଶ୍ୱକପ୍‌କୁ ନେଇ ରାଜଧାନୀରେ ଉତ୍ସାହ ବଢ଼ିବାରେ ଲାଗିଛି। ଏହି ଅବସରରେ ଆସନ୍ତା ୧୫ରୁ ୨୯ ତାରିଖ ପର୍ଯ୍ୟନ୍ତ ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା ଡଟ…

ମୋ ବସ୍‌ରେ ମାଗଣା ଯାତ୍ରା କରିବେ ହକି ଦର୍ଶକ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କ୍ରୁଟ୍‌ ପକ୍ଷରୁ ସ୍ମାର୍ଟସିଟି ରାଉରକେଲାରେ ମୋ ବସ୍‌ ସେବା ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ରାଉରକେଲା ମଧ୍ୟରେ ଯାତ୍ରୀଙ୍କ ଯାତାୟାତକୁ ସୁଗମ…

ଶ୍ରୀଲିଙ୍ଗରାଜ ମନ୍ଦିର: ଆରମ୍ଭ ହେବ ନୂଆ ରୋଷଘର କାର୍ଯ୍ୟ

ପୁରୁଣା ଭୁବନେଶ୍ୱର,୧୩ା୧(ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜଙ୍କ ଦୈନଦିନ ନୀତିରେ ଶଙ୍ଖୁଡ଼ି ଭୋଗ, ଅନ୍ନ ଭୋଗ ଲାଗି ହୋଇଥାଏ। ପ୍ରାଚୀନ କାଳରୁ ମନ୍ଦିର ବେଢା ପରିସରରେ ନୃସିଂହ ଦେବ ମନ୍ଦିର ପଛପଟେ…

ପ୍ରସିଦ୍ଧ ଗାୟିକାଙ୍କ ପରଲୋକ

ଆମେରିକାର ପ୍ରସିଦ୍ଧ ଗାୟିକା ତଥା ଗୀତିକାର ଲିସା ମାରି ପ୍ରେସଲି ଆଉ ନାହାଁନ୍ତି। ସେ ୫୪ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ହୃଦଘାତରେ ଆକ୍ରାନ୍ତ…

୯୦ ଏକର ଜମିରେ ହେବ ‘ଆନନ୍ଦବନ’

ଭୁବନେଶ୍ୱର,୧୩।୧ (ବ୍ୟୁରୋ): ସହରାଞ୍ଚଳ ବନ ବିଭାଗ ପକ୍ଷରୁୁ ଶଙ୍କରପୁର ମୌଜା ଘାଟିକିଆ-କଳିଙ୍ଗ ବିହାର ଅଞ୍ଚଳରେ ପ୍ରକଳ୍ପ ‘ଆନନ୍ଦବନ’ ପ୍ରସ୍ତୁତ କରାଯାଉଛି। ପ୍ରାୟ ୯୦ ଏକର ଜମିରେ ଏହି…

କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ସୃଷ୍ଟିହେଲା ୨୦ ନୂଆ ପଦବୀ

ଭୁବନେଶ୍ବର,୧୩ା୧(ବ୍ୟୁରୋ): କେନ୍ଦୁଝରରେ ୩୩୦ ଶଯ୍ୟା ବିଶିଷ୍ଟ ଜିଲା ମୁଖ୍ୟ ଚିକିତ୍ସାଳୟ ନିମନ୍ତେ ବିଭିନ୍ନ ବର୍ଗରେ ୨୦ଟି ନୂଆ ପଦବୀ ସୃଷ୍ଟି କରାଯାଇଛି। ଏ ସମ୍ପର୍କରେ ସ୍ବାସ୍ଥ୍ୟ ଓ…

ଆଜି ରିଲିଜ ହେବ ‘ଦମନ’ର ହିନ୍ଦୀ ଟ୍ରେଲର

ଭୁବନେଶ୍ୱର,୧୩।୧(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ର ହିନ୍ଦୀ ଟ୍ରେଲର ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ପାନୋରମା ୟୁଟ୍ୟୁବ ଚ୍ୟାନେଲରେ ମୁକ୍ତିଲାଭ କରିବ। ଓଡ଼ିଆ ଭାଷାରେ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ବିପୁଳ…