ବ୍ଲକ ଉପାଧ୍ୟକ୍ଷାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ: ଏତଲାର ୨ ଦିନ ପରେ ବି ମିଳିନି ପତ୍ତା

ସୁନ୍ଦରଗଡ଼,୧୨।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ବ୍ଲକ ଉପାଧ୍ୟକ୍ଷା ବିନତି ବେହେରା ନିଖୋଜ ହୋଇଯାଇଛନ୍ତି। ସେ ଗତ ୪ ତାରିଖରେ ଅନୁଗୋଳ ଜିଲା ଖମାର ସ୍କୁଲରେ ପଢୁଥିବା ପୁଅକୁ…

ଉପରାଜ୍ୟପାଳଙ୍କ ବିରୋଧରେ ଅଭିଯୋଗ ଆଣିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୨।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଉପରାଜ୍ୟପାଳଙ୍କ ମଧ୍ୟରେ ବିବାଦ ବଢିବାରେ ଲାଗିଛି। ଦିଲ୍ଲୀ ଏମସିଡି ମେୟର ନିର୍ବାଚନକୁ ନେଇ ଉତ୍ତେଜନା ଏ ପର୍ଯ୍ୟନ୍ତ ବନ୍ଦ…

ରାମ ଜନ୍ମସ୍ଥଳ ଉପରେ ଆଧାରିତ ହେବ ଏହି ଫିଲ୍ମ, ସାମ୍ନାକୁ ଆସିଲା ପୋଷ୍ଟର

ମୁମ୍ବାଇ: ଭାରତୀୟ ରାଜନୀତି ହେଉ ଅବା ସମାଚାରର ହେଡଲାଇନ୍ସ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି ଅଯୋଧ୍ୟାର ରାମ ମନ୍ଦିର । ଏହାରି ଭିତରେ ନିର୍ଦ୍ଦେଶକ ଯୋଗେଶ ଭରଦ୍ୱାଜ…

ରେଳ ଷ୍ଟେଶନରେ ୬ ଜଣଙ୍କୁ ଛୁରାମାଡ଼: ପୋଲିସ ଗୁଳିରେ ଆକ୍ରମଣକାରୀ ଯୁବକ ଆହତ

ପ୍ୟାରିସ୍‌,୧୨।୧: ପ୍ୟାରିସ୍‌ର ଗାରେ ଡୁ ନୋର୍ଡ ବ୍ୟସ୍ତବହୁଳ ରେଳଷ୍ଟେଶନରେ ଜଣେ ଯୁବକ ଉନ୍ମତ୍ତକାଣ୍ଡ ଭିଆଇଛନ୍ତି। ଯୁବକ ଜଣକ ୬ଜଣଙ୍କୁ ଛୁରି ଭୁସି ଆହତ କରିଥିବା ଫ୍ରାନ୍ସର ଆଭ୍ୟନ୍ତରୀଣ…

ମୋଦିଙ୍କ ସୁରକ୍ଷାରେ ତ୍ରୁଟି

ବେଙ୍ଗାଲୁରୁ,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ଏକ ବଡ ତ୍ରୁଟି ଦେଖିବାକୁ ମିଳିଛି। କର୍ନାଟକର ହୁବଲିରେ ରୋଡ ଶୋ’ ସମୟରେ ଜଣେ ଯୁବକ ହଠାତ୍‌ ପ୍ରଧାନମନ୍ତ୍ରୀଙ୍କ ଆଡକୁ…

ହକି ବିଶ୍ୱକପ୍‌: ରାଜଧାନୀରେ ମୁତୟନ ହେବେ ୮୧ ପ୍ଲାଟୁନ୍‌ ପୋଲିସ ଫୋର୍ସ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଜଜାନୁୟାରୀ ୧୩ ଅର୍ଥାତ୍‌ ଶୁକ୍ରବାରଠୁ ଆରମ୍ଭ ହେବ। ଏଥିପାଇଁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ତେବେ ସୁରକ୍ଷାକୁ ଦୃଷ୍ଟିରେ ରଖି ହକି ବିଶ୍ୱକପ୍‌ ପାଇଁ ଭୁବନେଶ୍ୱରରେ ୮୧…

ଭାରତକୁ ୨୧୬ ରନ୍‌ର ଟାର୍ଗେଟ୍‌ ଦେଲା ଶ୍ରୀଲଙ୍କା

କୋତକାତା,୧୨।୧: ଦ୍ୱିତୀୟ ଦିନିକିଆରେ ଶ୍ରୀଲଙ୍କା ଭାରତକୁ ୨୧୬ ରନର ବିଜୟ ଲକ୍ଷ୍ୟ ଦେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ୩୯.୪ ଓଭରରେ ୨୧୫ ରନରେ…

୧୮ ବର୍ଷରେ ଆରେଞ୍ଜ ମ୍ୟାରେଜ୍‌, ଏବେ ଦୁଇ ସନ୍ତାନର ଜନନୀ; ଜାଣନ୍ତୁ ଜୁନିୟର ଏନ୍‌ଟିଆରଙ୍କ ପତ୍ନୀ କିଏ…

ହାଇଦ୍ରାବାଦ: ଆର୍‌ଆର୍‌ଆର୍‌ର ସଫଳତାକୁ ନେଇ ଚର୍ଚ୍ଚାରେ ଅଛନ୍ତି ସାଉଥ୍‌ ସୁପରଷ୍ଟାର ଜୁନିୟର ଏନ୍‌ଟିଆର୍‌। ଫିଲ୍ମର ଗୀତ ‘ନାଟୁ ନାଟୁ’ ଗୋଲ୍ଡେନ୍‌ ଗ୍ଲୋବ ପୁରସ୍କାର ଜିତିଛି। ତେବେ କେବଳ…

କାଞ୍ଝାଓ୍ବାଲା ମୁତ୍ୟୁ ମାମଲା: ଆଶୁତୋଷଙ୍କୁ ମିଳିଲାନି ଜାମିନ

ନୂଆଦିଲ୍ଲୀ,୧୨।୧: ଦିଲ୍ଲୀ କାଞ୍ଝାଓ୍ବାଲାର ଅଞ୍ଜଳି ସିଂହଙ୍କ ମୃତ୍ୟୁ ମାମଲାର ଅଭିଯୁକ୍ତ ଆଶୁତୋଷ ଭରଦ୍ୱାଜଙ୍କ ଜାମିନ ଆବେଦନ ଖାରଜ ହୋଇଛି। ଗୁରୁବାର ଦିଲ୍ଲୀର ରୋହିଣୀ କୋର୍ଟ ଆଶୁତୋଷ ଭରଦ୍ୱାଜଙ୍କ…

ରାଜ୍ୟରେ କମିବ ଶୀତ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ମଧ୍ୟ-ଭାରତରେ ସକ୍ରିୟ ଗୁରୁଚାପ ବଳୟ ବର୍ତ୍ତମାନ ପୂର୍ବ-ମୁହାଁ ହୋଇ ରାଜ୍ୟ ଉପରେ କାୟା ବିସ୍ତାର କରିଛି। ଫଳରେ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ମ ସାମୁଦ୍ରିକ ବାୟୁର ପ୍ରଭାବ…