ଇତିହାସ ସେମାନଙ୍କ ଚଷମାରେ ଲେଖା ଯାଇଛି, ଏବେ ଆମକୁ ଠିକ ଭାବେ ଲେଖିବାରେ କେହି ରୋକି ପାରିବେ ନାହିଁ : ଶାହା…

ନୂଆଦିଲ୍ଲୀ,୧୨।୧ : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ ବ୍ରିଟିଶମାନେ ଭାରତ ଛାଡିଛନ୍ତି ଏବଂ ଭାରତୀୟ ଦୃଷ୍ଟିକୋଣରୁ ଇତିହାସ ଲେଖିବାର ସମୟ ଆସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

‘ବିଏସ୍‌କେୱାଇ ଜାଲିଆତି ଉପରେ କଡ଼ା ନଜର ରଖ’

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ର କାର୍ଯ୍ୟନ୍ବୟନ ନାମରେ କୌଣସି ପ୍ରକାର ଜାଲିଆତି ବା ଠକାମିର ସମ୍ଭାବନା ଉପରେ କଡ଼ା ନଜର ରଖିବା ପାଇଁ ସ୍ବାସ୍ଥ୍ୟ…

ଭୁବନେଶ୍ୱର-ରାଉରକେଲା ମଧ୍ୟରେ ୨ ହକି ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୧୨।୧(ବ୍ୟୁରୋ): ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଓ ରାଉରକେଲା ମଧ୍ୟରେ ୨ଟି ସ୍ବତନ୍ତ୍ର ହକି ଟ୍ରେନ୍‌ ଚାଲିବ। ଯାତ୍ରୀଙ୍କ ଚାହିଦା, ଅତିରିକ୍ତ ଭିଡ, ରେଳ ଯାତ୍ରୀଙ୍କୁ…

ଟ୍ରକ୍‌ ଧର୍ମଘଟ ପ୍ରତ୍ୟାହୃତ

କଟକ ଅଫିସ, ୧୨ା୧: ଓଡ଼ିଶା ରାଜ୍ୟ ଟ୍ରକ୍‌ ମାଲିକ ମହାସଂଘ ପକ୍ଷରୁ ୧୧ ତାରିଖ ମଧ୍ୟରାତ୍ରିରୁ ହେବାକୁ ଥିବା ଟ୍ରକ୍‌ ଧର୍ମଘଟ ପ୍ରତ୍ୟାହୃତ ହୋଇଛି। ପରିବହନ ବିଭାଗ…

ସୁଧାଂଶୁ ଏସ୍‌ସିବି, ହରକ୍ରିଷ୍ଣ କେଏମ୍‌ସି ସୁପରିଣ୍ଟେଣ୍ଡେଣ୍ଟ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ ନ୍ୟୁରୋ ସର୍ଜରୀ ବିଭାଗର ପ୍ରଫେସର ଡା. ସୁଧାଂଶୁ ମିଶ୍ରଙ୍କୁ ଏସ୍‌ସିବି ମେଡିକାଲ କଲେଜର ନୂତନ ସୁପରିଣ୍ଟେଣ୍ଡେଣ୍ଟ…

ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ନେଇ ଦ୍ୱନ୍ଦ୍ୱ

ପୁରୀ ଅଫିସ, ୧୨।୧: ଶ୍ରୀମନ୍ଦିରରେ ଅସରପା ଓ ମୂଷାଙ୍କ ଉତ୍ପାତ ଯୋଗୁ ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ପ୍ରତି ବିପଦ ସୃଷ୍ଟି ହୋଇଥିବା ଆଶଙ୍କା ଦେଖାଦେଇଛି। ଏନେଇ କେତେଜଣ ସେବାୟତ…

ବଢ଼ିଲା ଦୈନିକ ସଂକ୍ରମଣ, କମିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୨।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

୧ରୁ ଡାକ୍ତରଙ୍କ ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ରାଜ୍ୟ ସରକାର ଯଥାଶୀଘ୍ର ଦାବି ପୂରଣ ନ କଲେ ଫେବୃୟାରୀ ୧ରୁ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇବେ। ଏନେଇ ଓଡ଼ିଶା ମେଡିକାଲ ସର୍ଭିସ୍‌ ଆସୋସିଏଶନ (ଓମ୍‌ସା)…

ଗୁରୁବାରଠାରୁ ସ୍ବାଭାବିକ ହେବ ବିମାନ ଉଡ଼ାଣ, ଏଫଏଏରେ ହୋଇନାହିଁ ସାଇବର ଆକ୍ରମଣ: ସ୍ପଷ୍ଟୀକରଣ ଦେଲା ଆମେରିକା…

ଓ୍ବାଶିଂଟନ,୧୨।୧ : ଆମେରିକାରେ ବିମାନ ସେବା ଗୁରୁବାର ଠାରୁ ଆରମ୍ଭ ହୋଇପାରେ। ଫେଡେରାଲ ଆଭିଏଶନ ଆଡମିନିଷ୍ଟ୍ରେଶନ କମ୍ପ୍ୟୁଟରରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବୁଧବାର ଦିନ ସାରା ଦେଶରେ…

ରାସ୍ତାକଡ଼ରେ ଚା’ ତିଆରି କଲେ ମହୁଆ ମୋଇତ୍ର, ଭିଡ଼ିଓ ଭାଇରାଲ…

କୋଲକାତା,୧୨।୧ : ତୃଣମୂଳ କଂଗ୍ରେସ ଏମପି ମହୁଆ ମୋଇତ୍ର ତାଙ୍କର ଅନନ୍ୟ ଶୈଳୀ ପାଇଁ ଜଣାଶୁଣା। ଭାଜପାକୁ କଡ଼ା ସମାଲୋଚନା ଜାରି ରଖିଥିବା ମହୁଆ ପୁଣି ଥରେ…