ମୁମ୍ବାଇ, ୪ା୩ (ପି.ଟି.): ବହୁ ପ୍ରତିକ୍ଷୀତ ଓମେନ୍ସ ପ୍ରିମିୟର ଲିଗ୍ (ଡବ୍ଲ୍ୟୁପିଏଲ୍) ୫ଟି ଦଳକୁ ନେଇ ଶନିବାରଠାରୁ ଆରମ୍ଭ ହେବ। ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଢାଞ୍ଚାରେ…
ରସୁଲପୁର,୪ା୩(ଡି.ଏନ.ଏ.): ରସୁଲପୁର ତହସିଲ ଅଧୀନ ପହଁଗା ରାଜସ୍ବ ସର୍କଲର ଖରସ୍ରୋତା ନଦୀରୁ ବାଲି ଚୋରାଚାଲାଣ ହେଉଛି। ମାଫିଆମାନେ ଏକ ଭିନ୍ନ ଉପାୟରେ ଏହି କାର୍ଯ୍ୟ କରୁଛନ୍ତି। ସେମାନେ…
ଯାଜପୁର ଅଫିସ,୪ା୩: ବିକାଶରେ ଯାଜପୁର ଜିଲା ବେଶ ଅଗ୍ରଣୀ ବୋଲି ନେତା ଓ ମନ୍ତ୍ରୀ ଉଦ୍ବୋଧନ ଦେଉଛନ୍ତି ା ମାତ୍ର ଜିଲାର ୮୨ ପ୍ରତିଶତ ଗ୍ରାମକୁ ପାଇପ୍…
ସମ୍ବଲପୁର, ୪।୩(ବ୍ୟୁରୋ): ଭିସୁଟ୍ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ମୃତ୍ୟୁ ଘଟଣା ଏବଂ ରାଜ୍ୟରେ ସୃଷ୍ଟି ହୋଇଥିବା ଆଇନଶୃଙ୍ଖଳା ସ୍ଥିତିକୁ ନେଇ ପୋଲିସ ପ୍ରଶାସନ ଉପରେ ବର୍ଷିଛନ୍ତି…
ଜାକର୍ତ୍ତା,୪ ।୩: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାର ଏକ ତେଲ ଭଣ୍ଡାର କେନ୍ଦ୍ରରେ ଭିଷଣ ଅଗ୍ନିକାଣ୍ଡ ହେବାରୁ ଅତିକମରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।…
ରଘୁନାଥପୁର, ୪ା୩(ଡି.ଏନ.ଏ.): ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକ ଏରଡଙ୍ଗା ପଞ୍ଚାୟତ ଗୋପାଳପୁର ଗଁା ସହ ୭ଟି ପଞ୍ଚାୟତ ପରିସୀମାକୁ ଲାଗି ଧଳତଙ୍ଗଗଡ ଜଙ୍ଗଲ ରହିଛି। ଏହା ମଧ୍ୟରେ…
ପଟ୍ଟାମୁଣ୍ଡାଇ,୪ା୩(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବାଇପାସ ପାଖରୁ ବାହାରିଥିବା ପଟ୍ଟାମୁଣ୍ଡାଇ-ରାଜନଗର ଉତିକଣ ଘେରି ବନ୍ଧ ପୁରୁଣା ରାସ୍ତା ଅଞ୍ଚଳବାସୀଙ୍କ ପାଇଁ ଗୁରୁତ୍ୱ ବହନ କରେ। ରାସ୍ତା ନିର୍ମାଣ ଶେଷ ହୋଇ…
ଯାଜପୁର ଅଫିସ/ଧର୍ମଶାଳା(ଡି.ଏନ୍.ଏ.),୪ା୩: ଯାଜପୁର ଜିଲାର ବିଭିନ୍ନ ମନ୍ଦିରରୁ ଚୋରି ହୋଇଥିବା ୩୧ଟି ମୂର୍ତ୍ତି ଉଦ୍ଧାର ହୋଇଛି। ଏହି ଚୋରି କାରବାରରେ ସମ୍ପୃକ୍ତ ୪ ଜଣଙ୍କୁ ପୋଲିସ ଗିରଫ…
ପଟ୍ଟାମୁଣ୍ଡାଇ, ୪ା୩ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଅର୍ଥନୀତି ମୁଖ୍ୟତଃ କୃଷି ଉପରେ ନିର୍ଭରଶୀଳ। ଉଦ୍ୟୋଗ ଭଳି କ୍ଷେତ୍ରରେ କେନ୍ଦ୍ରାପଡ଼ା ଜିଲା ଅଗ୍ରଣୀ ହୋଇପାରିନାହିଁ। ଉଦ୍ୟୋଗ କ୍ଷେତ୍ରରେ ଜିଲାକୁ…
ଜଗତ୍ସିଂହପୁର ଅଫିସ, ୪।୩: ଡାକସେବାରେ ମେଘଦୂତ ପୋଷ୍ଟକାର୍ଡର ଭୂମିକା ଗୁରୁତ୍ୱପୂର୍ଣ୍ଣ। ୧୦ କୋଟିରୁ ଊର୍ଦ୍ଧ୍ୱ ସାଧାରଣ ଜନତା ତଥା ଗରିବଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର…