ମହିଳାଙ୍କୁ ଝୁଣି ମାରିଦେଲେ କୁକୁର

ଧରଓ୍ବାଡ୍‌(କର୍ନାଟକ),୧୧ା୧: କର୍ନାଟକର ଧରଓ୍ବାଡ୍‌ ଜିଲାରେ ମଙ୍ଗଳବାର ଜଣେ ନିରାଶ୍ରୟା ମହିଳାଙ୍କୁ କୁକୁର ଝୁଣି ମାରିଦେଇଛନ୍ତି। ମହିଳାଙ୍କ ପରିଚୟ ମିଳିପାରି ନାହିଁ। ସେ ମଙ୍ଗଳବାର ସକାଳେ ଉପିନା ବେଟାଗେରି…

ସେନା ଗାଡି ଦୁର୍ଘଟଣାଗ୍ରସ୍ତ : ୩ ଯବାନ ମୃତ

ଶ୍ରୀନଗର,୧୧।୧: ଜମ୍ମୁ-କଶ୍ମୀରର କୁପୱାଡା ଜିଲାରେ ପାଟ୍ରୋଲିଂ କରୁଥିବା ବେଳେ ବୁଧବାର ଏକ ସେନା ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏତିରେ ତିନି ଜଣ ଯବାନଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,…

ପାଟଣା ରେଞ୍ଜ୍‌କୁ ଆସିନାହାନ୍ତି ବିଦେଶୀ ପକ୍ଷୀ

କେନ୍ଦୁଝର/ପାଟଣା, ୧୧।୧ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବନ ବିଭାଗ ପକ୍ଷରୁ ମଙ୍ଗଳବାର ପକ୍ଷୀ ଗଣନା କରାଯାଇଛି। କେନ୍ଦୁଝର ଡିଭିଜନର ବିଭିନ୍ନ ଜଳାଶୟରେ ଗଣନା କରାଯାଇଥିଲା। କେନ୍ଦୁଝର ରେଞ୍ଜ୍‌ର ନଳପଙ୍ଗା…

ଅଧିକ କରୋନା ସଂକ୍ରମଣ ଥିବା ଦେଶର ଯାତ୍ରୀଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲା ଡବ୍ଲୁଏଚଓ…

ଜେନେଭା,୧୧।୧ : ଓମିକ୍ରନର ସବ-ଭାରିଆଣ୍ଟ ଏକ୍ସବିବି.୧.୫ ସଂକ୍ରମଣ ପୃଥିବୀର ଅନେକ ଦେଶରେ ଦ୍ରୁତ ଗତିରେ ବ୍ୟାପୁଛି । ବିଶେଷ ଭାବରେ, ଏହି ସବ-ଭାରିଆଣ୍ଟ ଧୀରେ ଧୀରେ ଆମେରିକାରେ…

ଏୟାର ଇଣ୍ଡିଆ ଖାଦ୍ୟରେ ଗୋଡ଼ି

ନୂଆଦିଲ୍ଲୀ,୧୧ା୧: ମହିଳା ଯାତ୍ରୀଙ୍କ ଉପରେ ପରିସ୍ରା କରିବା ଘଟଣାକୁ ନେଇ ଏୟାର ଇଣ୍ଡିଆ ବଦ୍‌ନାମ ହୋଇଥିବାବେଳେ ଏବେ ବିମାନରେ ପରିବେଷଣ କରାଯାଉଥିବା ଖାଦ୍ୟରେ ଗୋଡ଼ି ବାହାରିଥିବା ଅଭିଯୋଗ…

ନାଗରିକତ୍ୱ ଆଇନ ଧାରା ୬ଏର ସାମ୍ବିଧାନିକ ବୈଧତା ଉପରେ ପ୍ରଥମେ ନିଷ୍ପତ୍ତି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୧: ନାଗରିକତ୍ୱ ଆଇନର ଧାରା ୬ଏ’କୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଦାଏର ପିଟିଶନଗୁଡ଼ିକର ଶୁଣାଣି ମଙ୍ଗଳବାର ହୋଇଥିଲା। ଉକ୍ତ ଧାରାରେ ରହିଥିବା ବ୍ୟବସ୍ଥାଗୁଡ଼ିକର ସାମ୍ବିଧାନିକ ବୈଧତା ଉପରେ…

ଜେଲେନସ୍କିଙ୍କୁ ଘାରିଛି ପୁଟିନଙ୍କ ଭଡାଟିଆ ଗୁଣ୍ଡା ୱାଗନର୍‌ ଗ୍ରୁପ ଚିନ୍ତା…

କିଭ୍‌,୧୧।୧ : ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଭଡାଟିଆ ଗୁଣ୍ଡାଙ୍କୁ ୟୁକ୍ରେନ୍‌ରେ ଆତଙ୍କ ସୃଷ୍ଟି କରିଛନ୍ତି। ଏମାନଙ୍କୁ ‘ୱାଗନର୍‌ ଗ୍ରୁପ’ କୁହାଯାଉଛି। ରୁଷିଆର ଏହି ଘରୋଥ ସେନା…

ଗୋଲ୍ଡେନ ଗ୍ଲୋବ ଆଓ୍ବାର୍ଡ ହାତେଇଲା ‘ନାଟୁ ନାଟୁ’ ଗୀତ

ସାକ୍ରାମେଣ୍ଟୋ,୧୧।୧: ନିର୍ଦ୍ଦେଶକ ଏସ୍‌ ଏସ୍‌ ରାଜାମୌଲିଙ୍କ ଫିଲ୍ମ ‘ଆର୍‌ଆର୍‌ଆର୍‌’ର ସୁପରହିଟ୍‌ ଗୀତ ‘ନାଟୁ ନାଟୁ’ ଗୋଲ୍ଡେନ ଗ୍ଲୋବ ଆଓ୍ବାର୍ଡ ହାତେଇଛି। ଅନ୍ତର୍ଜାତୀୟ ସ୍ତରରେ ଏହି ସଫଳତା ହାସଲ…

ଧରିତ୍ରୀ କାର୍ଟୁନ୍‍ – Dharitri Cartoon

ଧରିତ୍ରୀ କାର୍ଟୁନ୍‍

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ହାଇଦ୍ରାବାଦ,୧୧।୧: ତେଲେଙ୍ଗାନାର ସିଡିପେଟ୍‌ ଜିଲାର ମୁନିଗଡପାଠାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍‌ କଲଭର୍ଟକୁ ପିଟି ହୋଇ ନିର୍ମାଣଧୀନ କେନାଲକୁ ଖସିପଡିଛି। ଫଳରେ ଗୋଟିଏ ପରିବାରର ୬ଜଣ…