ନାସାର ମୁଖ୍ୟ ପ୍ରଯୁକ୍ତିବିତ୍‌ ହେଲେ ଭାରତୀୟ ବଂଶୋଦ୍ଭବ

ନୂଆଦିଲ୍ଲୀ,୧୧ା୧: ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ ସ୍ପେସ୍‌ ଆଡମିନିଷ୍ଟ୍ରେଶନ (ନାସା) ଭାରତୀୟ-ଆମେରିକୀୟ ଏ.ସି. ଚରଣିଆଙ୍କୁ ଏହାର ମୁଖ୍ୟ ପ୍ରଯୁକ୍ତିବିତ୍‌ ଭାବେ ନିଯୁକ୍ତି ପ୍ରଦାନ କରିଛି। ସେ ମହାକାଶ ସଂସ୍ଥାର…

ଶ୍ରମିକ ନେତା ମାୟାଧର ନାୟକ ଗିରଫ

ଯାଜପୁର ଅଫିସ,୧୧ା୧: ବିଶିଷ୍ଟ ଶ୍ରମିକନେତା ମାୟାଧର ନାୟକଙ୍କ ନାମରେ ଥିବା ୩୧ ବର୍ଷ ପୁରୁଣା ଏକ ମାମଲାର ଖୋଲତାଡ କରି ସୋମବାର ତାଙ୍କୁ ଗିରଫ କରାଯାଇଥିଲା। ହେଲେ…

ବିରୂପା ସେତୁ ନିର୍ମାଣରେ ନିମ୍ନମାନର ବାଲି

ଯାଜପୁର ଅଫିସ/ଚଣ୍ଡିଖୋଲ (ଡି.ଏନ.ଏ.),୧୧ା୧: ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରିବାକୁ ବିଭିନ୍ନ ନଦୀନାଳରେ ବ୍ରିଜ୍‌ ନିର୍ମାଣ କରାଯାଉଛି। ଏଥିପାଇଁ ସାଧାରଣ ଲୋକଙ୍କ ଟିକସରୁ…

ଶେହଲାଙ୍କ ନାଁରେ ମାମଲା ଲାଗି ଦିଲ୍ଲୀ ଉପରାଜ୍ୟପାଳଙ୍କ ଅନୁମତି

ନୂଆଦିଲ୍ଲୀ,୧୧ା୧(ପି.ଟି.): ଭାରତୀୟ ସେନା ବିରୋଧରେ ଟୁଇଟ୍‌ କରିଥିବା ଜେଏନ୍‌ୟୁ ଛାତ୍ର ସଂଗଠନର ପୂର୍ବତନ ଉପ ସଭାନେତ୍ରୀ ଶେହଲା ରଶିଦଙ୍କ ବିରୋଧରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି…

ଇଣ୍ଡୋନେସିଆ ଭୂକମ୍ପ: ବହୁ ଘର କ୍ଷତିଗ୍ରସ୍ତ

ଜାକର୍ତ୍ତା,୧୧ା୧: ପୂର୍ବ ଇଣ୍ଡୋନେସିଆ ଅନ୍ତର୍ଗତ ସମୁଦ୍ର ଗର୍ଭରେ ସୋମବାର ବିଳମ୍ବିତ ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୭.୬ ଥିଲା।…

ଆଦର୍ଶ ପୋଖରୀ ନିର୍ମାଣ ନାଁରେ ଅର୍ଥ ଆତ୍ମସାତ୍‌

ପଟ୍ଟାମୁଣ୍ଡାଇ, ୧୧।୧(ସ୍ବ.ପ୍ର.): ଆଦର୍ଶ ପୋଖରୀ ପୁନରୁଦ୍ଧାର ନାମରେ ଲକ୍ଷାଧିକ ଟଙ୍କା ଆତ୍ମସାତ୍‌ କରାଯାଇଥିବା ଅଭିଯୋଗ ହେଉଛି। ୩ ଦଫାରେ ସେହି ଟଙ୍କା ଖର୍ଚ୍ଚ କରାଯାଇଛି। ସେହି ପୋଖରୀ…

ରାଜସ୍ବ, ବନ ବିଭାଗ ଅଗୋଚରରେ ଚାଲିଛି ଗଛକଟା

ନାଉଗଁା,୧୧ା୧(ସ୍ବ.ପ୍ର): ନାଉଗଁା ବ୍ଲକ ଅନ୍ତର୍ଗତ କୋକିଡିହ-ତେଲସରା ୧୨ କିମି ରାସ୍ତାର ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହୋଇଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ପୂର୍ବରୁ ଏହି…

ହକି ମାସ୍କଟରେ ଓଲି ହସୁଛି, ଗହୀରମଥାରେ ମରୁଛି

ଜଗନ୍ନାଥ ଧଳ କେନ୍ଦ୍ରାପଡ଼ା ଅଫିସ, ୧୧ା୧: ଓଡ଼ିଶାରେ ହକି ବିଶ୍ୱକପ ଆୟୋଜନ ପରେ ଏହାର ଡେମୋ କପ କେନ୍ଦ୍ରାପଡ଼ା ଜିଲାକୁ ସୋମବାର ଆସିଛି। ୨ଦିନ ଧରି ଜିଲାର…

୪,୨୭୬ କୋଟି ଟଙ୍କାର ମିଶାଇଲ୍‌, ଏୟାର ଡିଫେନ୍ସ ଅସ୍ତ୍ର କିଣାକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୧ା୧(ପି.ଟି.): ହେଲିକପ୍ଟରରୁ ନିକ୍ଷେପ କରାଯାଇପାରୁଥିବା ଟ୍ୟାଙ୍କ ବିଧ୍ୱଂସୀ ଗାଇଡେଡ୍‌ ମିଶାଇଲ, ଏୟାର ଡିଫେନ୍ସ ଅସ୍ତ୍ର ସମେତ ୪,୨୭୬ କୋଟି ଟଙ୍କାର ଅସ୍ତ୍ରଶସ୍ତ୍ର କ୍ରୟ ପ୍ରସ୍ତାବକୁ ଡିଫେନ୍ସ ଆକ୍ୟୁଜିଶନ…

ରାଜ୍ୟପାଳଙ୍କୁ ନେଇ ପୋଷ୍ଟର ଯୁଦ୍ଧ

ଚେନ୍ନାଇ,୧୧ା୧: ତାମିଲନାଡୁ ବିଧାନସଭାରେ ଅଭିଭାଷଣକୁ ନେଇ ଶାସକ ଦଳ ଡିଏମ୍‌କେ ଏବଂ ରାଜ୍ୟପାଳ ଆର୍‌.ଏନ୍‌. ରବିଙ୍କ ମଧ୍ୟରେ ବିବାଦର ଦିନକ ପରେ ଚେନ୍ନାଇର ବିଭିନ୍ନ ସ୍ଥାନରେ ‘ରବି…