ହାଇକୋର୍ଟ ବିଚାରପତି ଲାଗି ୯ ଜଣଙ୍କ ନାଁ ସୁପାରିସ

ନୂଆଦିଲ୍ଲୀ,୧୧ା୧: ବିଭିନ୍ନ ହାଇକୋର୍ଟରେ ବିଚାରପତି ନିଯୁକ୍ତି ଲାଗି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ସୁପ୍ରିମକୋର୍ଟ କଲେଜିୟମ ୯ ଜଣଙ୍କ ନାଁ ସୁପାରିସ୍‌ କରିଛନ୍ତି।…

ମେଟ୍ରୋ ପିଲାର ଭୁଶୁଡ଼ି ମାଆପୁଅ ମୃତ

ବେଙ୍ଗାଲୁରୁ,୧୧।୧: ବେଙ୍ଗାଲୁରୁରେ ନିର୍ମାଣାଧୀନ ଏକ ମେଟ୍ରୋ ପିଲାର ଭୁଶୁଡ଼ି ପଡ଼ିବାରୁ ଜଣେ ମହିଳା ଓ ତାଙ୍କର ଅଢ଼େଇ ବର୍ଷର ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ମହିଳାଙ୍କ ସ୍ବାମୀ ଓ…

ଜୋଷୀମଠ ପରେ କର୍ଣ୍ଣପ୍ରୟାଗ

ଚମୋଲି/ନୂଆଦିଲ୍ଲୀ,୧୧ା୧: ଉତ୍ତରାଖଣ୍ଡର ଜୋଷୀମଠ ପରେ କର୍ଣ୍ଣପ୍ରୟାଗରେ ମଧ୍ୟ ମାଟି ଫାଟି ଅଁା କଲାଣି। ସହରର ବହୁଗୁଣା ନଗରରେ ଥିବା ୫୦ ଘରର କାନ୍ଥରେ ଫାଟ ସୃଷ୍ଟି ହୋଇଛି।…

୧୫ରୁ ଚାଲାଣ କଟିବ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ୨୦୧୯ ଏପ୍ରିଲ ପହିଲା ପୂର୍ବରୁ ପଞ୍ଜୀକୃତ ହୋଇଥିବା ପୁରୁଣା ଯାନବାହନ, ଯାହାର ଶେଷ ନମ୍ବର ୧, ୨, ୩, ୪, ୫ ଏବଂ ୬ ହୋଇଥିବ…

ବର୍ଷକୁ ୨.୫ ଇଞ୍ଚ ଦବୁଛି ଜୋଷୀମଠ

ନୂଆଦିଲ୍ଲୀ,୧୧ା୧: ଜୋଷୀମଠ ଓ ଏହାର ଆଖପାଖ ଅଞ୍ଚଳର ଭୂମି ପ୍ରତି ବର୍ଷ ୬.୫ ସେଣ୍ଟିମିଟର ବା ୨.୫ ଇଞ୍ଚ ଦବୁଥିବା ବିଶେଷଜ୍ଞମାନେ କହିଛନ୍ତି। ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌…

ଆଜିଠୁ ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

ଖୁଣ୍ଟୁଣୀ,୧୧ା୧(ଡି.ଏନ୍‌.ଏ.): ସବୁ ଅପେକ୍ଷାର ଅନ୍ତ ଘଟିଛି, ଶେଷରେ କଟକ ମହାନଦୀ ପଠାରେ ଥିବା ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବାର ଭକ୍ତଙ୍କୁ ସୁଯୋଗ ମିଳିଛି। ଦିନେ, ସପ୍ତାହେ…

ରାଜୌରୀ ଆକ୍ରମଣ ଘଟଣାରେ ୫୦ ଅଟକ

ଜମ୍ମୁ,୧୧ା୧: ଜମ୍ମୁ-କଶ୍ମୀରର ରାଜୌରୀ ଜିଲାରେ ଜାନୁୟାରୀ ୧ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାରେ ରାଜ୍ୟ ପୋଲିସ ୫୦ ଜଣଙ୍କୁ ଅଟକ ରଖି ଜେରା କରୁଛିି। ରାଜୌରୀର ଧାଙ୍ଗ୍ରି…

ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ ଅଫିସ, ୧୧ା୧: ମାଘ ମାସ କୃଷ୍ଣ ପକ୍ଷ ଚତୁର୍ଥୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ…

ଧରାପଡ଼ିଲା ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗ୍‌

ଢେଙ୍କାନାଳ ଅଫିସ, ୧୧।୧: ଗଞ୍ଜାମରୁ ମୟୂରଭଞ୍ଜ ଯାଏ ସୃଷ୍ଟି କରିଥିଲେ ଭୟ ଆତଙ୍କର ବାତାବରଣ। ଟଙ୍କା, ସୁନା ପାଇଁ ଟପିଯାଉଥିଲେ ସବୁ ସୀମା। ପଥଚାରୀଙ୍କୁ ରାସ୍ତା ମଝିରେ…

ମଣ୍ଡିରେ ଉପାସ ରହିବେନି ଚାଷୀ

ପାରଳାଖେମୁଣ୍ଡି,୧୧ା୧(ଡି.ଏନ୍‌.ଏ.): ଗଜପତି ଜିଲାରେ ମଣ୍ଡିକୁ ଧାନବିକ୍ରି କରିବାକୁ ଆସୁଥିବା ଚାଷୀମାନେ ଆଉ ଉପାସ ରହିବେନି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଇଛି। ମହିଳା…