ଜୋଷୀମଠରେ ସ୍ଥାପନ ହେବ ଭୂକମ୍ପ ଅବଲୋକନ ପ୍ରଣାଳୀ…

ନୂଆଦିଲ୍ଲୀ,୧୦।୧ : ଉତ୍ତରାଖଣ୍ଡର ଅନ୍ୟତମ ପ୍ରସିଦ୍ଧ ସହର ଜୋଷୀମଠ କ୍ରମାଗତ ଭାବରେ ଦବିବାରେ ଲାଗିଛି। ହୋଇଥିବା ଭୂସ୍ଖଳନ ମଧ୍ୟରେ କେନ୍ଦ୍ର ସରକାର ମଙ୍ଗଳବାର ଘୋଷଣା କରିଛନ୍ତି ଯେ…

କାବୁ ହେଲା ସହରକୁ ପଶି ଆସିଥିବା ହାତୀ

ପୁରୀ ଅଫିସ,୧୦।୧: ଶେଷରେ ଟ୍ରାଙ୍କୁଲାଇଜ୍‌ ହେଲା ପୁରୀ ସହରରେ ପଶିଥିବା ଦନ୍ତାହାତୀ। ମଙ୍ଗଳବାର ବାଲୁଖଣ୍ଡ ଅଭୟାରଣ୍ୟରେ ହାତୀକୁ ଟ୍ରାଙ୍କୁଲାଇଜ୍‌ କରିବାରେ ବନବିଭାଗ ସଫଳ ହୋଇଛି। ଏହାପରେ ତାକୁ…

୩ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ପ୍ରତିରକ୍ଷା ମନ୍ତ୍ରଣାଳୟ: ସେନା-ନୌସେନା ପାଇଁ କିଣାଯିବ ଅସ୍ତ୍ରଶସ୍ତ୍ର…

ନୂଆଦିଲ୍ଲୀ,୧୦।୧ : ଚାଇନା ସହିତ ଏଲଏସିରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ସେନା ଏବଂ ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି। ତିନୋଟି ଅଧିଗ୍ରହଣ ପ୍ରସ୍ତାବକୁ ପ୍ରତିରକ୍ଷା…

ଏଚ୍‌ଏସ୍‌ଆର୍‌ପି ନମ୍ବର ପ୍ଲେଟ୍‌: ୧୫ରୁ କଟିବ ଚାଲାଣ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ(ଏଚ୍‌ଏସ୍‌ଆର୍‌ପି) ନ ଥିଲେ ଚାଲାଣ କଟିବ । ଜାନୁଆରୀ ୧୫ ତାରିଖରୁ ଏହି ନିୟମ କଡ଼ାକଡ଼ି କରାଯିବ। ତେବେ ୫…

ଶକ୍ତି ପରୀକ୍ଷାରେ ଜିତିଲେ ପ୍ରଚଣ୍ଡ…

କାଠମାଣ୍ଡୁ,୧୦।୧ : ନେପାଳ ସଂସଦରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ ଶକ୍ତି ପରୀକ୍ଷାର ସମ୍ମୁଖୀନ ହୋଇଥିଲେ। ହୋଇଥିବା ମତଦାନରେ ତାଙ୍କ ସମର୍ଥନରେ ୨୬୮ ଭୋଟ…

ବିଲାଓ୍ବଲଙ୍କୁ ଫୋନ କଲେ ଚାଇନାର ନୂଆ ବୈଦେଶିକ ମନ୍ତ୍ରୀ…

ବେଜିଂ,୧୦।୧ : ପାକିସ୍ତାନରେ ଚାଇନା ନାଗରିକଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଚାଇନାର ନୂଆ ବୈଦେଶିକ ମନ୍ତ୍ରୀ କୀିନ୍‌ ଗେଙ୍ଗ୍‌ ପଦକ୍ଷେପ ଗ୍ରହଣ କରିଛନ୍ତି। ସେ ପାକିସ୍ତାନୀ ପ୍ରତିପକ୍ଷ…

ବୁଧବାର ଦିନ ୧ଟାରୁ ସାରା ରାଜ୍ୟରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୧୦।୧(ବ୍ୟୁରୋ): ବୁଧବାର ସମଗ୍ର ରାଜ୍ୟରେ ଦିନ ୧ଟାରୁ ସ୍କୁଲ ଛୁଟି ରହିବ। ହକି ବିଶ୍ୱକପ ଉଦଘାଟନୀ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବା ଲାଗି ରାଜ୍ୟର ସମସ୍ତ ସରକାରୀ,…

ଆସନ୍ତା ବର୍ଷ ୧.୫୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବ ଟିସିଏସ୍‌

ନୂଆଦିଲ୍ଲୀ,୧୦।୧: ଚଳିତ ଆର୍ଥିକ ବର୍ଷର ଅକ୍ଟୋବର-ଡିସେମ୍ବର ତ୍ରେମାସିକରେ ସୂଚନା ପ୍ରଯୁକ୍ତିବିଦ୍ୟା ପ୍ରମୁଖ ଟାଟା କନ୍‌ସଲଟାନ୍ସି ସର୍ଭିସେସ୍‌(ଟିସିଏସ୍‌)ର ନିଟ୍‌ ଲାଭ ୧୧% ବୃଦ୍ଧି ପାଇ ୧୦,୮୪୬ କୋଟିରେ ପହଞ୍ଚିଛି।…

ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ତଦନ୍ତ ପରେ ଅଙ୍ଗନୱାଡ଼ି ସହାୟିକାଙ୍କୁ ବହିଷ୍କାର

ରୂପସା,୧୦।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା-୧ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକା ବୀଣାପାଣି ପ୍ରଧାନଙ୍କୁ ଉପଜିଲାପାଳଙ୍କ ପତ୍ର ସଂଖ୍ୟା ୧/ଏସ୍‌ଏସ୍‌ଡବ୍ଲ୍ୟୁ/୩.୧.୨୩ ଅନୁଯାୟୀ କାର୍ଯ୍ୟରୁ…

ଲିକେଜ ଗ୍ୟାସ ଟାଙ୍କି ଯୋଗାଣ

ବୁଗୁଡ଼ା,୧୦ା୧(ଡି.ଏନ.ଏ.): ବୁଗୁଡ଼ା ସହର ତଥା ଆଖପାଖ ଅଞ୍ଚଳର ଲୋକେ ରୋଷେଇ ଗ୍ୟାସ ପାଇଁ ବୁଗୁଡ଼ା ସହରରେ ଥିବା ଏକ ମାତ୍ର ଗ୍ୟାସ ଏଜେନ୍ସି କନକ ଦୁର୍ଗା ଇଣ୍ଡେନ…