ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଚାଟାର୍ଡ ଆକାଉଣ୍ଟାଣ୍ଟ

ଭୁବନେଶ୍ୱର,୬।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି ଜଣଙ୍କ ପରେ ଜଣଙ୍କୁ ଜେରା କରି ତଦନ୍ତ ଚଳାଇଛି। ଏହି କ୍ରମରେ ଶୁକ୍ରବାର ଅର୍ଚ୍ଚନା…

ଜବରଦଖଲ ଉଚ୍ଛେଦକୁ ନେଇ ହାଇଡ୍ରାମା

ବଲାଙ୍ଗୀର ଅଫିସ,୬ା୧: ବଲାଙ୍ଗୀର ସହରରେ ଜବରଦଖଲ ଉଚ୍ଛେଦକୁ ନେଇ ଗୁରୁବାର ହାଇଡ୍ରାମା ଦେଖିବାକୁ ମିଳିଥିଲା। ସହରର ଇଚ୍ଛାପଡା, ଇନ୍ଦିରାନଗର, ତୁଲସୀନଗର ସମେତ ଅନ୍ୟ କିଛିପଡାର ଶତାଧିକ ମହିଳା…

ବସିଲା ପ୍ରି-ବଜେଟ୍‌ ପରାମର୍ଶ ବୈଠକ

ଭୁବନେଶ୍ୱର,୬।୧(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ବଜେଟ୍‌କୁ ନେଇ ଅର୍ଥ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ବଜେଟ୍‌ ପୂର୍ବରୁ ପ୍ରି-ବଜେଟ୍‌ ପରାମର୍ଶ ବୈଠକ ଶୁକ୍ରବାର ଅନୁଷ୍ଠିତ…

ରାତି ଅନିଦ୍ରା ହୋଇ ହାତୀ ଜଗୁଛନ୍ତି ଲୋକେ

ଭବାନୀପାଟଣା/ଲାଞ୍ଜିଗଡ଼,୬।୧(ସ୍ବ.ପ୍ର./ଡି.ଏନ.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳର ଅଞ୍ଚଳରେ ଦୀର୍ଘଦିନ ହେଲା ହାତୀଙ୍କ ଉପଦ୍ରବ ବୃଦ୍ଧି ପାଇଥିବା ବେଳେ ଗତ ୮ ଦିନ…

ରୟତି ଜମି ଦଖଲ କରି ପଥର ଖନନ

ସମ୍ବଲପୁର,୬ା୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ତହସିଲ ଅଞ୍ଚଳରେ ଏକ କମ୍ପାନୀ ଜଣେ ବ୍ୟକ୍ତିଙ୍କ ରୟତି ଜମି ଦଖଲ କରି ପଥର ଖନନ କରୁଥିବା ଅଭିଯୋଗ ହୋଇଛି। ଉକ୍ତ…

ଭୋଟ ପରିଚୟପତ୍ର ସହ ୭,୫୬,୩୭୪ କରିଛନ୍ତି ଆଧାର ଲିଙ୍କ୍‌

ନବରଙ୍ଗପୁର, ୬।୧(ବି.ପ୍ର.): ଭୋଟର ତାଲିକା ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଚାଲୁ ରହିଥିବାବେଳେ ଗୁରୁବାର ନବରଙ୍ଗପୁର ଜିଲାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ନବରଙ୍ଗପୁର ଜିଲା ନିର୍ବାଚନ…

ପୁରୁଷଙ୍କ ତୁଳନାରେ ମହିଳା ଭୋଟର ଅଧିକ

ମାଲକାନଗିରି, ୬ା୧(ଡି.ଏନ.ଏ.):ମାଲକାନଗିରି ଜିଲା ସଦରସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଗୁରୁବାର ଭୋଟର ତାଲିକା-୨୦୨୩ ପ୍ରକାଶ ପାଇଛି। ଜିଲାପାଳ ବିଶାଲ ସିଂଙ୍କ ଉପସ୍ଥିତିରେ ସମସ୍ତ ରାଜନୈତିକ ଦଳଙ୍କୁ…

୧୮ ଏକର ହୋଇଗଲା ଦେଢ଼ ଏକର

କୁନ୍ଦୁରା,୬ା୧(ଡି.ଏନ୍‌.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ବାଗଦେରି ପଞ୍ଚାୟତ ଡାଙ୍ଗରାପାଲିର ଚାଷୀ ଅଜିତ ଗଣ୍ଡା ଖରିଫ ଋତୁରେ ପଞ୍ଜୀକରଣରେ ହୋଇଥିବା ତ୍ରୁଟି ସୁଧାରିବାକୁ ଗୁରୁବାର ଉପଜିଲାପାଳଙ୍କ ଦ୍ୱାରସ୍ଥ…

ଦିଲ୍ଲୀରେ ଖସୁଛି ପାରଦ

ନୂଆଦିଲ୍ଲୀ,୬।୧: ଜାତୀୟ ରାଜଧାନୀ ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ଥଣ୍ଡା ଜାରି ରହିଛି। ଏଥିସହିତ ସହିତ ଘନ କୁହୁଡି ପଡୁଛି, ଏହି କାରଣରୁ ଟ୍ରାଫିକ୍‌ ମଧ୍ୟ…

ବସ୍ତିରିଗୁଡ଼ା ରାସ୍ତା ମରଣଯନ୍ତା

ଆର.ଉଦୟଗିରି, ୬ା୧ (ଡି.ଏନ୍‌.ଏ): ଗଜପତି ଜିଲା ଆର.ଉଦୟଗିରି ବ୍ଲକର ଆର.ଉଦୟଗିରି ଖଜୁରିପଦା ମୁଖ୍ୟରାସ୍ତାରୁ ବସ୍ତିରିଗୁଡା ଗ୍ରାମ୍ୟ ରାସ୍ତା ମରଣଯନ୍ତା ପାଲଟିଛି। ୨୦୧୪ରେ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ଏହି…