ଭୁବନେଶ୍ୱର,୬।୧(ବ୍ୟୁରୋ): ଖୁବ୍ଶୀଘ୍ର ହିନ୍ଦୀରେ ସାରା ଦେଶରେ ମୁକ୍ତିଲାଭ କରିବ ଓଡ଼ିଆ ଚଳଚ୍ଚିତ୍ର ‘ଦମନ’। ଏହାର ଦାୟିତ୍ୱ ନେଇଛି ପାନୋରମା ଷ୍ଟୁଡିଓ। ଏନେଇ ଗୁରୁବାର ଷ୍ଟୁଡିଓ ସହ ଚୁକ୍ତିନାମା…
ଅନୁଗୋଳ ଅଫିସ/ବାରିପଦା ଅଫିସ,୬ା୧: ଶୁକ୍ରବାରଠାରୁ ସାତକୋଶିଆରେ କୁମ୍ଭୀର ଗଣନା ଆରମ୍ଭ ହୋଇଛି। ସାତକୋଶିଆ ବନଖଣ୍ଡର ମହାନଦୀ ଓ ଆଖପାଖ ଅଞ୍ଚଳରେ କୁମ୍ଭୀର ଗଣନା କରାଯାଉଛି। ଏହି ଗଣନା…
ପରଜଙ୍ଗ,୬।୧(ଡି.ଏନ.ଏ.): ପର୍ଯ୍ୟଟକଙ୍କ ଗହଳଚହଳରେ ମୁଖରିତ ହୋଇଉଠିଛି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଦଦରାଘାଟି ଡ୍ୟାମ୍। ସହରର କୋଳାହଳଠାରୁ ଦୂର ଶାନ୍ତ ସବୁଜିମା କୋଳରେ କିଛି…
ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟର ୧୪୬ ବିଧାନସଭା ନିର୍ବାଚନମଣ୍ଡଳୀରେ ଚୂଡ଼ାନ୍ତ ଫଟୋ ଭୋଟର ତାଲିକା ଗୁରୁବାର ପ୍ରକାଶ କରାଯାଇଛି। ୫୮ ନିର୍ବାଚନ ପଞ୍ଜୀକରଣ ଅଧିକାରୀ ତଥା ଉପଜିଲାପାଳଙ୍କ କାର୍ଯ୍ୟାଳୟ, ୩୦…
କଟକ ଅଫିସ,୬ା୧: ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରୁ ଇ-ଏଫ୍ଆଇଆର୍ ବ୍ୟବସ୍ଥା ରାଜ୍ୟରେ ଲାଗୁ କରିବା ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ଗୁରୁବାର ଶୁଣାଣି ହୋଇଛି। ପୂର୍ବ…
ମୁମ୍ବାଇ: ଭାରତୀୟ କ୍ରିକେଟର ଋଷଭ ପନ୍ତ ଡିସେମ୍ବର ୩୦ରେ ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇ ଏବେ ଚିକିତ୍ସାଧିନ ଅଛନ୍ତି । ନିକଟରେ ତାଙ୍କୁ ଡେରାଡୁନରୁ ଏୟାର…
କଟକ ଅଫିସ,୬ା୧: ପୁରୀ-କୋଣାର୍କ ଅଞ୍ଚଳ ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ଏଏସ୍ଆଇ)ର ଦ୍ୱିତୀୟ କାର୍ଯ୍ୟାଳୟ ପୁରୀଠାରେ ଖୁବ୍ଶୀଘ୍ର ଖୋଲାଯିବ। ଭୁବନେଶ୍ୱରଠାରେ ଏଏସ୍ଆଇ କାର୍ଯ୍ୟାଳୟ ରହିଥିବାବେଳେ ଆବଶ୍ୟକତା ଦୃଷ୍ଟିରୁ…
ଭୁବନେଶ୍ୱର,୬।୧(ବ୍ୟୁରୋ): ପାଖେଇ ଆସୁଛି ଖଣ୍ଡଗିରି କୁମ୍ଭମେଳା। ଜାଗମରାରୁ ପ୍ରଭୁ ଅନନ୍ତ କେଶରୀ ଶୋଭାଯାତ୍ରାରେ ବାହାରି ଉଦୟଗିରିସ୍ଥିତ ଲଳିତାକୁଣ୍ଡରେ ଚାପ ଖେଳିବେ। ଖଣ୍ଡଗିରି-ଉଦୟଗିରିରେ ରହିଥିବା ୫ ପବିତ୍ର ତଥା…
ପୁରୀ ଅଫିସ,୬ା୧: ଶୁକ୍ରବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ସକାଳଧୂପ ସରିବା ପରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ଦୁର୍ଲଭ ସୁନାବେଶରେ ବିଭୂଷିତ ହେବେ। ମହାପ୍ରଭୁଙ୍କ…