ୟୁକ୍ରେନ୍‌ ଆକ୍ରମଣର ଭିଡ଼ିଓ ସିନେମା ହଲରେ ଦେଖାଇବ ରୁଷିଆ: ପୁଟିନ ଦେଲେ ନିର୍ଦ୍ଦେଶ…

ମସ୍କୋ,୪।୧ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ହେବାର ୧୦ ମାସରୁ ଅଧିକ ସମୟ ବିତିଗଲାଣି। ଏହି ସମୟରେ, ଅନେକ ରିପୋର୍ଟରେ ଦାବି କରାଯାଇଛି ଯେ…

‘କଟକ ଷ୍ଟେଶନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା’

ଭୁବନେଶ୍ୱର, ୪।୧: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପନାରାୟଣ ସୁନକର ମଙ୍ଗଳବାର କଟକ ଷ୍ଟେଶନ ନିରୀକ୍ଷଣକରି ଚାଲୁ ରହିଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏପରିକି ଏହି…

ପୃଥକ୍‌ ଦୁର୍ଘଟଣା: ୩ ଜୀବନ ଗଲା

ଭଞ୍ଜନଗର/ପୁରୁଷୋତ୍ତମପୁର/ପାରଳାଖେମୁଣ୍ଡି,୪।୧(ଡି.ଏନ.ଏ): ଗଞ୍ଜାମ ଓ ଗଜପତି ଜିଲାରେ ମଙ୍ଗଳବାର ପୃଥକ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଯୁବ ଆଇନଜୀବୀ ଓ ଜଣେ ଅବସରପ୍ରାପ୍ତ…

ଘରୁ ବାହାରି ପାରୁନାହାନ୍ତି ୯ ପରିବାର

ବାହାନଗା, ୪।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଆରୁହାବାଡ ପଞ୍ଚାୟତ ରୂପଖଣ୍ଡ ଗ୍ରାମରେ ଥିବା ଗୋଚର ଜମି ଉପରେ ଏକ ରାସ୍ତାକୁ ଏକ ପରିବାର ପକ୍ଷରୁ ଅବରୋଧ…

୧୬% ବୃଦ୍ଧି ପାଇଛି କୋଇଲା ଉତ୍ପାଦନ

ନୂଆଦିଲ୍ଲୀ, ୪।୧: ଗତ ଆର୍ଥିକ ବର୍ଷ ଅପେକ୍ଷା ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈ ମାସିକ ଶେଷ ସୁଦ୍ଧା ଦେଶର କୋଇଲା ଉତ୍ପାଦନ ବୃଦ୍ଧି ପାଇଥିବା କୋଲ…

ଉଠାଦୋକାନୀଙ୍କୁ ଥଇଥାନ ଦାବି ତେଜିଲା

ବାଲେଶ୍ୱର ଅଫିସ, ୪।୧: ବାଲେଶ୍ୱର ପୌରାଞ୍ଚଳର ୧୩ ଓ ୧୪ ନଂ. ୱାର୍ଡର ବିସ୍ଥାପିତ ଉଠା ଦୋକାନୀମାନଙ୍କୁ ସ୍ଥାୟୀ ଥଇଥାନ ନିମନ୍ତେ ମଙ୍ଗଳବାର ରାଜ୍ୟ ଯୁବମୋର୍ଚ୍ଚା ଉପସଭାପତି…

ୱିଣ୍ଡଫଲ୍‌ ଟିକସ ହାର ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୪।୧: ଅନ୍ତଃରାଷ୍ଟ୍ରୀୟ ତୈଳ ବଜାରରେ ଅଶୋଧିତ ତୈଳର ମୂଲ୍ୟ କ୍ରମାଗତ ଭାବେ ହ୍ରାସ ପାଉଥିବା ବେଳେ ଭାରତରେ ତା’ର ପ୍ରଭାବ ଦେଖିବାକୁ ମିଳୁନାହିଁ। ଫଳରେ ସବୁ ବର୍ଗର…

ଶିମିଳିପାଳରେ ବନାଗ୍ନି ରୋକିବା ଲାଗି ତତ୍ପରତା

ବାରିପଦା ଅଫିସ,୪।୧: ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନି ରୋକିବା ନିମନ୍ତେ ବନ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ଆଞ୍ଚଳିକ କ୍ଷେତ୍ର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର…

ବୁରୁଜରୁ ଛୋଟ ପଥର କାଢି ବଡ଼ ଲଗାଅ

ଜଗତ୍‌ସିଂହପୁର ଅଫିସ, ୪ା୧: ବର୍ଷା ଦିନ ଆସିଲେ ଜଗତ୍‌ସିଂହପୁର ଜିଲାର ନଦୀକୂଳିଆ ଲୋକେ ଚିନ୍ତାରେ ପଡିଯାଆନ୍ତି। ବିଶେଷକରି ଦେବୀ ନଦୀର ବିଭିନ୍ନ ସ୍ଥାନରେ ବିପଦ ଆଶଙ୍କା ପ୍ରକାଶ…

ନିଯୁକ୍ତି କ୍ଷେତ୍ରରେ ମିଥ୍ୟା ରିପୋର୍ଟ ପ୍ରକାଶ କରୁଛନ୍ତି ସରକାର: ଭାଜପା

ଭୁବନେଶ୍ବର, ୪।୧(ବ୍ୟୁରୋ): ରାଜ୍ୟ ସରକାର ବେକାରି ଯୁବକଙ୍କୁ ମିଛ କହି ପ୍ରତାରଣା କରିବା ସହ ଭୁଆଁ ବୁଲାଉଛନ୍ତି। ସରକାର ବାହାବା ନେବା ଲାଗି ଯୁବକଙ୍କୁ ରୋଜଗାର ଯୋଗାଉଥିବା…