ମିଲର୍ସ ନିର୍ଦ୍ଦେଶ ନ ମାନିଲେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୩ା୧: ଗତ ୧୨ତାରିଖରୁ ଝାରସୁଗୁଡା ଜିଲାରେ ଖରିଫ ଧାନକିଣା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଚାଷୀଙ୍କ ନିକଟରୁ ୪ଲକ୍ଷ ୬୯ହଜାର କୁଇଣ୍ଟାଲ ଧାନ କିଣିବା ପାଇଁ…

ଯାନ୍ତ୍ରିକ ତ୍ରୁଟି ଯୋଗୁ ଦିଲ୍ଲୀକୁ ଫେରିଆସିଲା ବିମାନ

ନୂଆଦିଲ୍ଲୀ,୩।୧: ରାଜଧାନୀ ଦିଲ୍ଲୀରୁ ଥାଇଲ୍ୟାଣ୍ଡର ଫୁକେଟକୁ ଯାଉଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ପୁଣି ଦିଲ୍ଲୀକୁ ଫେରିଆସିଛି। ଏହାପରେ ବିମାନକୁ ଜରୁରୀକାଳୀନ ଘୋଷଣା କରାଯାଇଥିଲା। ସୂଚନାନୁଯାୟୀ,…

‘ନିର୍ଭୀକ ଭାବେ କଲମ ଚଳାଅ’

ଭୁବନ, ୩।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ବରିଷ୍ଠ ନାଗରିକ ସଭାଗୃହରେ ରବିବାର ଆଞ୍ଚଳିକ ସାହିତ୍ୟ କଳାସେବା ପରିଷଦର ସାରସ୍ବତ ସମାବେଶ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ମନ୍ତ୍ରୀଙ୍କ ମନ୍ତବ୍ୟ ପାଇଁ ସରକାର ଦାୟୀ ରହିପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩।୧:ଅଭିବ୍ୟକ୍ତିର ସ୍ବାଧୀନତା ପ୍ରସଙ୍ଗରେ ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ ମଙ୍ଗଳବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। କୌଣସି ମନ୍ତ୍ରୀ, ଏମ୍‌ପି କିମ୍ବା ବିଧାୟକଙ୍କ ମନ୍ତବ୍ୟ ପାଇଁ ସରକାର ଦାୟୀ…

ପୁଣି ରାହୁଲଙ୍କୁ ମିଳିଲା ଭାରତ ଯୋଡୋ ଯାତ୍ରା ବନ୍ଦ କରିବାକୁ ଧମକ: ପଞ୍ଜାବର କାନ୍ଥରେ ଲେଖାଗଲା ସ୍ଲୋଗାନ୍‌

ଚଣ୍ଡିଗଡ଼,୩।୧: ପଞ୍ଜାବରେ ଖଲିସ୍ତାନ ସମର୍ଥନରେ ପୁଣି ଥରେ ସ୍ବର ଉଠିଛି। ସହରର କାନ୍ଥରେ ଖଲିସ୍ତାନଙ୍କ ସମର୍ଥନରେ ଏକ ସ୍ଲୋଗାନ୍‌ ଲେଖାହୋଇଛି। ମୁକ୍ତସର ସାହିବର ଏସ୍‌ଏସ୍‌ପି କାର୍ଯ୍ୟାଳୟର କାନ୍ଥରେ…

ଦିନକରେ ୧ ଟନ୍‌ ଆବର୍ଜନା ସଂଗ୍ରହ

ଅନୁଗୋଳ ଅଫିସ, ୩।୧: ଅନୁଗୋଳ ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ତଥା ଡେରେଜାଙ୍ଗ ଜଳଭଣ୍ଡାରକୁ ସଫାସୁତରା ରଖିବା ଲାଗି ଆରମ୍ଭ ହୋଇଥିବା ଅଭିଯାନରେ ନୂଆ ଫର୍ଦ୍ଦ ଯୋଡ଼ି…

ସବୁଜିମା ଚିନ୍ତାରେ ଶ୍ରମଜୀବୀ

ସାତମାଇଲ, ୩।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ନନ୍ଦପୁର ଗ୍ରାମର ଗୋପବନ୍ଧୁ ବେହେରା। ବୟସ ମାତ୍ର ୩୮। ସ୍ତ୍ରୀ, ଦୁଇପୁଅ, ବିଧବା ମା’ଙ୍କୁ ନେଇ ତାଙ୍କ ପରିବାର।…

ବ୍ରିଜ୍‌ରେ ଗାତ: ଯାତାୟାତରେ ସମସ୍ୟା

ସୋରଡା,୩।୧(ଡି.ଏନ.ଏ.): ଜାତୀୟ ରାଜପଥ ୫୯ ସୋରଡା ସହର ମଧ୍ୟକୁ ସଂଯୋଗ କରୁଥିବା ଜରଉ ବ୍ରିଜ୍‌ ପ୍ରାରମ୍ଭରେ ୭ ଫୁଟ ଲମ୍ବ ଓ ୨ ଫୁଟ ଓସାରରେ ସିମେଣ୍ଟ…

କାମରେ ଆସୁନି ଭ୍ରାମ୍ୟମାଣ ଶୌଚାଳୟ, ଧ୍ୟାନ ଦେଉନି ଏନ୍‌ଏସି

ବୁଗୁଡ଼ା,୩ା୧(ଡି.ଏନ.ଏ.): ବୁଗୁଡ଼ା ସହରର ଦୁଇଟି ସ୍ଥାନରେ ଏନ୍‌ଏସି ପକ୍ଷରୁ ରଖାଯାଇଥିବା ଭ୍ରାମ୍ୟମାଣ ଶୌଚାଳୟ ପ୍ରହସନ ପାଲଟିଛି। ଦେଢ ବର୍ଷରୁ ଊଦ୍ଧର୍‌ବ ହେଲା ଲୋକ ଦେଖାଣିଆ ଥୁଆ ହେଇଛି…

ରମାକାନ୍ତଙ୍କ ଚିକିତ୍ସାରେ ଅର୍ଥ ବାଧକ

ଫୁଲବାଣୀ ଅଫିସ,୩ା୧: କନ୍ଧମାଳ ଜିଲା ଚକାପାଦ ବ୍ଲକ ପସରା ପଞ୍ଚାୟତ ବରଡାଖୋଲ ଗ୍ରାମର ରମାକାନ୍ତ କହଁର(୩୫) ଅର୍ଥ ଅଭାବରୁ ଚିକିତ୍ସିତ ହୋଇପାରୁ ନାହାନ୍ତି। ପାଖରେ ଥିବା ଅର୍ଥ…