ରାହୁଲ ଆଣିବେ ଦେଶରେ ବଡ଼ ରାଜନୈତିକ ପରିବର୍ତ୍ତନ: ସଞ୍ଜୟ ରାଉତ…

ମୁମ୍ବାଇ,୧।୧ : ଶିବସେନା ନେତା ସଞ୍ଜୟ ରାଉତ ରବିବାର ଦାବି କରିଛନ୍ତି ଯେ ଗତ ୨୦୨୨ ବର୍ଷ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ନେତୃତ୍ୱକୁ ଏକ ନୂଆ…

ଦୈନିକ ପଜିଟିଭ୍‌ ହାର ୦.୧୭ ପ୍ରତିଶତ…

ନୂଆଦିଲ୍ଲୀ, ୧।୧: ବର୍ଷର ପ୍ରଥମ ଦିନରେ ଦେଶରେ କରୋନା ସଂକ୍ରମଣ କମିବା ଖବର ମିଳିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ପ୍ରଥମ ଦିନରେ ଦେଶରେ ଖୁବ କମ…

‘ଓଡ଼ିଶା ଖଣିଜ ସମ୍ପଦର ହବ୍‌’

ଭୁବନେଶ୍ୱର,୧।୧: ଓଡ଼ିଶା ମାଇନିଂ ଓ ଇନ୍‌ଫ୍ରାଷ୍ଟ୍ରକ୍ଚର ଇଣ୍ଟରନ୍ୟାଶନାଲ ଏକ୍ସପୋରେ କୋଣାର୍କ ଇନ୍‌ଫ୍ରାକୋର୍‌ ନିର୍ମାଣ ଓ ଖଣି ଉପକରଣ ନିର୍ମାତା ଲିୟୁଗୋଙ୍ଗ୍‌ ଇଣ୍ଡିଆ ପ୍ରତିନିଧିତ୍ୱ କରିଥିଲା। ଏ ସମ୍ପର୍କରେ…

ଲୋଟସ୍‌ ଚକୋଲେଟ୍‌ର ୫୧% ଅଂଶଧନ କିଣିବ ରିଲାଏନ୍ସ ଗ୍ରୁପ୍‌

ମୁମ୍ବାଇ,୧।୧: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ସହଯୋଗୀ କମ୍ପାନୀ ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ୍‌ ଲିମିଟେଡ୍‌ (ଆର୍‌ସିପିଏଲ୍‌) ନିକଟରେ ଲୋଟସ୍‌ ଚକୋଲେଟ୍‌…

ଟ୍ରକ୍‌ ପଛରେ ପିଟିହେଲା ପିସିଆର ଭ୍ୟାନ୍‌

ସମ୍ବଲପୁର ଅଫିସ,୧ା୧: ନୂଆବର୍ଷରେ ଅଘଟଣ। ସମ୍ବଲପୁର ସହରର ଅଇଁଠାପାଲି ଛକରେ ରବିବାର ଟ୍ରକ୍‌ ପଛରେ ପିସିଆର୍‌ ଭ୍ୟାନ ପିଟି ହେବାରୁ ୩ ପୋଲିସ କର୍ମଚାରୀ ଗୁରୁତର ହୋଇଛନ୍ତି।…

ବର୍ଷର ପ୍ରଥମ ଦିନରେ ଆଫଗାନିସ୍ତାନରେ ସାମରିକ ବିମାନବନ୍ଦର ନିକଟରେ ଆତଙ୍କବାଦୀ ଆକ୍ରମଣ: ବହୁ ଲୋକଙ୍କ ମୃତ୍ୟୁ ଆଶଙ୍କା…

କାବୁଲ,୧।୧ : ଆଫଗାନିସ୍ତାନର ରାଜଧାନୀ କାବୁଲରେ ବର୍ଷର ପ୍ରଥମ ଦିନରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ତାଲିବାନ ଦ୍ୱାରା ପରିଚାଳିତ ଆଭ୍ୟନ୍ତରୀଣ ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି…

କିଭଳି ସୁଧୁରିବ ଦେଶର ଅର୍ଥବ୍ୟବସ୍ଥା, ନୂଆବର୍ଷ ବାର୍ତ୍ତାରେ ଶ୍ରୀଲଙ୍କା ରାଷ୍ଟ୍ରପତି ଦେଲେ ସୂଚନା…

କଲମ୍ବୋ,୧।୧ : ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ବିକ୍ରମସିଂଘେ ରବିବାର କହିଛନ୍ତି ଯେ ନଗଦ ଅର୍ଥରାଶି ପାଇଁ ୨୦୨୩ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବ କାରଣ ତାଙ୍କ ଶାସନ…

ପାକିସ୍ତାନରେ ରନ୍ଧନ ଗ୍ୟାସ ସଙ୍କଟ, ପ୍ଲାଷ୍ଟିକ୍‌ ବ୍ୟାଗରେ ଗ୍ୟାସ ଭରୁଛନ୍ତି ଲୋକେ..

.ଇସଲାମାବାଦ,୧।୧ : ପାକିସ୍ତାନର ଅର୍ଥନୀତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ଗୋଟିଏ ପଟେ ବୈଦେଶିକ ମୁଦ୍ରା ସଂରକ୍ଷଣର ଅଭାବ ରହିଛି ଏବଂ ଅନ୍ୟ ପଟେ ଲୋକମାନେ…

ଆଲୋକ ଶର୍ମାଙ୍କୁ ନାଇଟ୍‌ହୁଡ୍‌ ଉପାଧି ଦେବେ କିଙ୍ଗ୍‌ ଚାଲର୍‌ସ

ଲଣ୍ଡନ,୧।୧: ବ୍ରିଟେନ ରାଜା ଚାଲର୍‌ସ ତୃତୀୟଙ୍କ ପ୍ରଥମ ନୂଆବର୍ଷ ସମ୍ମାନ ତାଲିକା ଶନିବାର ପ୍ରକାଶ ପାଇଛି। ଜଳବାୟୁ ପରିବର୍ତ୍ତନର ମୁକାବିଲା ଦିଗରେ କପ୍‌୨୬ରେ ନେତୃତ୍ୱ ଲାଗି ଭାରତୀୟ…

ଆରାଧନାରୁ ହେବ ଦିନ ଆରମ୍ଭ

ଅନୁଗୋଳ ଅଫିସ, ୧ା୧: ନବବର୍ଷ ୨୦୨୩କୁ ନେଇ ସବୁଆଡ଼େ ଉତ୍ସବର ବାତାବରଣ। ବର୍ଷର ପ୍ରଥମ ଦିନକୁ କିଏ କେମିତି କାଟିବେ, ତାହାକୁ ନେଇ ବହୁ ପୂର୍ବରୁ ହୋଇସାରିଛି…