ସିକିଲ୍‌ ସେଲ୍‌ ନିରାକରଣ ପାଇଁ ସ୍ବତନ୍ତ୍ର ପଦକ୍ଷେପ

ଭୁବନେଶ୍ୱର, ୧।୧(ବ୍ୟୁରୋ): ସିକିଲ୍‌ ସେଲ୍‌ ରୋଗର ନିରାକରଣ ପାଇଁ ରାଜ୍ୟରୁ ବ୍ଲକ୍‌ ସ୍ତର ପର୍ଯ୍ୟନ୍ତ ଆନୁଷ୍ଠାନିକ ବ୍ୟବସ୍ଥା କରିବା ପାଇଁ ସରକାର ନିଷ୍ପତ୍ତି କରିଛନ୍ତି। ଜାତୀୟ ସ୍ବାସ୍ଥ୍ୟ…

୧୨,୯୭୩ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ

ଭୁବନେଶ୍ୱର,୧ା୧(ବ୍ୟୁରୋ): ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ୪୧୮୩ କୋଟି ଟଙ୍କାର ୧୬ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଏହାସହିତ ୧.୬୭ ଲକ୍ଷ କୋଟି ଟଙ୍କାର ୧୦ଟି ବୃହତ୍‌…

୬୦ ପିଲାଙ୍କୁ ମାଗଣାରେ ଦେଉଛନ୍ତି ସଙ୍ଗୀତ ଶିକ୍ଷା : ଦୃଷ୍ଟିବାଧିତ ଗୋବିନ୍ଦଙ୍କ ସାଧନା

କୋରାପୁଟ,୧ା୧(ସ୍ବ.ପ୍ର.): ସେ ଦୃଷ୍ଟିବାଧିତ। ମାତ୍ର ସଙ୍ଗୀତ ପ୍ରତି ରହିଛି ଅସୀମ ଆଗ୍ରହ। ୬୦ ପିଲାଙ୍କୁ ଦେଉଛନ୍ତି ମାଗଣାରେ ସଙ୍ଗୀତ ଶିକ୍ଷା। ସେ ହେଉଛନ୍ତି କୋରାପୁଟ ପୌର ପରିଷଦର…

ବଟ ନଦୀରେ ପୁଣି ମାଛ ମଡ଼କ

ପାରାଦୀପ,୧ା୧(ସ୍ବ.ପ୍ର.): ପାରାଦୀପର ବାଲିଝରା ସଂଲଗ୍ନ ବଟନଦୀରେ ଶନିବାର ପୁଣି ମାଛ ମଡ଼କ ହୋଇଛି। ଏହି ନଦୀରେ ପ୍ରଚୁର ପରିମାଣର ମାଛ ମରି ଭାସୁଥିବାରୁ ଚତୁଃପାଶର୍‌ବରେ ଥିବା ବସ୍ତି ଓ…

ଦାନ୍ତ ପାଇଁ ବନବିଭାଗ ନୟାନ୍ତ

ବାରିପଦା ଅଫିସ, ୧ା୧: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଧୀନ ଜେନବିଲ ରେଞ୍ଜରେ ହାତୀ ଦାନ୍ତ ଉଦ୍ଧାର ନେଇ ବନବିଭାଗ ନୟାନ୍ତ ହୋଇପଡିଲାଣି।…

ଶାମ୍ବଦଶମୀରେ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ଶୁଳ୍କ ଛାଡ଼

କୋଣାର୍କ,୧ା୧(ଡି.ଏନ୍‌.ଏ.): କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ଶାମ୍ବଦଶମୀ ଅବସରରେ ରବିବାର ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକଙ୍କ ନିମନ୍ତେ ପ୍ରବେଶ ଫି ଛାଡ଼ କରାଯାଇଛି। କୋଣାର୍କ ସୁରକ୍ଷା ସମିତିର ପୂର୍ବତନ ରାଜ୍ୟ…

ତ୍ରିକୋଣୀୟ ପ୍ରେମରୁ ହତ୍ୟା

ବାରଙ୍ଗ,୧ା୧(ଡି.ଏନ.ଏ.): ନନ୍ଦନକାନନ ଥାନା ଅନ୍ତର୍ଗତ ବାରଙ୍ଗ ବଜାର ନିକଟରେ ଥିବା ଅର୍ଦ୍ଧର୍ନିମିତ କୋଠାଘରୁ ଜଣେ ଯୁବକଙ୍କ ମିଳିଥିବା ମୃତଦେହ ଘଟଣା ଉପରୁ ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ।…

୮ ଶିଶୁ ମୃତ୍ୟୁ ମାମଲା : ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ସଚିବଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର, ୧।୧ବ୍ୟୁରୋ): କୋରାପୁଟ ଜିଲା ବୋରିଗୁମ୍ମାା ବ୍ଲକର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଚିକିତ୍ସା ଅଭାବରୁ ୮ ନବଜାତ ଶିଶୁଙ୍କ ମୃତ୍ୟୁକୁ ନେଇ ଜାତୀୟ ମାନବିକ ଅଧିକାର କମିଶନ(ଏନ୍‌ଏଚଆର୍‌ସି)…

ସମବାୟ ବିଭାଗର ୩ ଜଣଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧ା୧(ବ୍ୟୁରୋ): ସମବାୟ ବିଭାଗରେ କାର୍ଯ୍ୟରତ ୩ ଜଣ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ପ୍ରଦାନ କରିଛନ୍ତି। ସମବାୟ ଅଡିଟ୍‌ ନିର୍ଦ୍ଦେଶାଳୟ, ଭୁବନେଶ୍ୱରର ସବ୍‌ଆସିଷ୍ଟାଣ୍ଟ ଏଜିସିଏସ୍‌ ମୁକ୍ତେଶ୍ୱର…

ସରକାରୀ ମେଡିକାଲ କଲେଜରେ ହେବ ଟିଚିଂ ହସ୍ପିଟାଲ

ଭୁବନେଶ୍ୱର, ୧ା୧(ବ୍ୟୁରୋ): ଖୁବ୍‌ଶୀଘ୍ର ରାଜ୍ୟର ନୂଆ ସରକାରୀ ମେଡିକାଲ କଲେଜ ଗୁଡ଼ିକରେ ଟିଚିଂ ହସ୍ପିଟାଲ ଆରମ୍ଭ ହେବ। ତେଣୁ ଏହି ୯ଟି ସରକାରୀ ହସ୍ପିଟାଲ କାମ ସାରିବାକୁ…