ସଡ଼କ ଦୁର୍ଘଟଣା ପରେ ଜୋରଦାର ପ୍ରତ୍ୟାବର୍ତ୍ତନ କରିଛନ୍ତି ଏସବୁ କ୍ରିକେଟର; ପାଲଟିଥିଲେ ଉଦାହରଣ…

ନୂଆଦିଲ୍ଲୀ,୩୧।୧୨: ଭାରତୀୟ ଦଳର ଷ୍ଟାର ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ ଶୁକ୍ରବାର ସଡ଼କ ଦୁର୍ଘଟଣାର ଶିକାର ହୋଇଥିଲେ। ବର୍ତ୍ତମାନ ସେ ଡେରାଡୁନର ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।…

ତୁନିଶା ଆତ୍ମହତ୍ୟା ମାମଲାରେ ମୁହଁ ଖୋଲିଲେ ଶିଜାନଙ୍କ ଭଉଣୀ

ମୁମ୍ବାଇ: ଅଭିନେତ୍ରୀ ତୁନିଶା ଶର୍ମାଙ୍କ ଆତ୍ମହତ୍ୟା ମାମଲାକୁ ନେଇ ମୁହଁ ଖୋଲିଛନ୍ତି ଅଭିନେତା ତଥା ତୁନିଶାଙ୍କ ଏକ୍ସ ବୟଫ୍ରେଣ୍ଡ ଶିଜାନଙ୍କ ଭଉଣୀ ପଲକ ନାଜ୍‌। ସେ ତାଙ୍କ…

କରୋନା ମହାମାରୀ ସହିତ କଡ଼ା ମୁକାବିଲା କରୁଛି ଚାଇନା: ଜିନପିଙ୍ଗ୍‌ଙ୍କ ନୂଆବର୍ଷ ବାର୍ତ୍ତା…

ବେଜିଂ,୩୧।୧୨ : ଚାଇନାରେ କରୋନା ମହାମାରୀ ତୀବ୍ର ବେଗରେ ବ୍ୟାପିବାରେ ଲାଗିଛି। ଦେଶ ମହାମାରୀ ସହିତ କଡ଼ରା ମୁକାବିଲା କରୁଛି। ରାଷ୍ଟ୍ରପତି ଶି ଜିନପିଙ୍ଗ୍‌ ନୂଆବର୍ଷର ବାର୍ତ୍ତାରେ…

ଚାଇନାରେ କରୋନା ତାଣ୍ଡବ, ପ୍ରତିଦିନ ମୃତ୍ୟୁ ସଂଖ୍ୟା ୯,୦୦୦…

ବେଜିଂ,୩୧।୧୨ : କରୋନା ଏନ୍ତୁଡ଼ିଶାଳ ଚାଇନାରେ କରୋନା ତାଣ୍ଡବ ରଚିଛି। ଏଠାରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ ମୃତ୍ୟୁ ସଂଖ୍ୟା ୯,୦୦୦ ଛୁଇଁଛି। ସେହିପରି ଦୈନିକ…

ବୋଲ୍ଡ ଲୁକ୍‌ରେ ନୋରା

ମୁମ୍ବାଇ: ଅଭିନେତ୍ରୀ ନୋରା ଫତେହୀ ଇନ୍‌ଷ୍ଟାଗ୍ରାମରେ ତାଙ୍କର କିଛି ଫଟୋ ଶେୟାର କରିଛନ୍ତି। ଏଥିରେ ସେ ଧଳା ରଙ୍ଗର ଏକ ଥାଇ ହାଇ ସ୍ଲିଟ୍‌ ଡ୍ରେସ ପିନ୍ଧିଥିବାର…

ନୂଆବର୍ଷ ଉପଲକ୍ଷେ ପତ୍ନୀଙ୍କୁ ଉପହାରରେ ବିଏମ୍‌ଡବ୍ଲ୍ୟୁ ଦେଲେ ଅଭିନେତା

ବମ୍ବେ: ନୂଆ ବର୍ଷ ଉପଲକ୍ଷେ ପତ୍ନୀଙ୍କୁ ଖାସ୍‌ ଉପହାର ଦେଇଛନ୍ତି ଅଭିନେତା ଶୋଏବ ଇବ୍ରାହିମ୍‌। ସେଇଟି ହେଲା ଏକ ନୂଆ ବିଏମ୍‌ଡବ୍ଲୁ ଏକ୍ସ୭। ସୋସିଆଲ ମିଡିଆରେ ଏକ…

କାଙ୍ଗାଳ ହେଲାଣି ପାକିସ୍ତାନ: ସିଲିଣ୍ଡର କିଣିବା କଷ୍ଟକର, ପ୍ଲାଷ୍ଟିକ ବ୍ୟାଗ୍‌ରେ ବିକ୍ରି ହେଉଛି ରନ୍ଧନ ଗ୍ୟାସ୍‌

ଇସଲାମାବାଦ,୩୧।୧୨: ପାକିସ୍ତାନରେ ପ୍ଲାଷ୍ଟିକ ବ୍ୟାଗ୍‌ରେ ଏଲ୍‌ପିଜି ଗ୍ୟାସ୍‌ ବିକ୍ରି ଏବେ ସାଧାରଣ ହୋଇଛି। ସର୍ବାଧିକ ଗ୍ୟାସ ଉତ୍ପାଦନ କରୁଥିବା ପ୍ରଦେଶ ଖୈବର ପାଖତୁନ୍‌ଖ୍ବାରେ ଗରିବ ଲୋକମାନେ ପ୍ଲାଷ୍ଟିକ୍‌…

ଦୁର୍ଘଟଣାରେ କଲେଜ କର୍ମଚାରୀ ଆହତ

ଗଞ୍ଜାମ,୩୧ା୧୨(ଡି.ଏନ୍‌.ଏ.): ଶନିବାର ସନ୍ଧ୍ୟାରେ ଗଞ୍ଜାମ କଲେଜ କର୍ମଚାରୀ ତଥା ପୂର୍ବତନ ସାଧାରଣ ସମ୍ପାଦକ ଅଜୟ କୁମାର ବାରିକ ଦୁର୍ଘଟଣାରେ ଆହତ ହୋଇଥିବା ଜଣାପଡ଼ିଛି। ସେ କୌଣସି କାମରେ…

ନୂଆବର୍ଷ ପୂର୍ବରୁ ଦୁର୍ଘଟଣା, ନିର୍ମାଣଧୀନ କୋଠାର ଛାତ ଭୁଶୁଡ଼ିଲା, ବହୁ ଶ୍ରମିକ ଭଙ୍ଗା ଛାତ ତଳେ ଥିବା ଆଶଙ୍କା…

ମୋହାଲି,୩୧।୧୨ : ନୂଆବର୍ଷ ପୂର୍ବରୁ ପଞ୍ଜାବର ମୋହାଲିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଏକ ନିର୍ମାଣଧୀନ କୋଠାର ଛାତ ଭୁଶୁଡ଼ି ପଡ଼ିଛି। ଏହାଯୋଗୁ ବହୁ ଶ୍ରମିକ…

ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି…

ନୂଆଦିଲ୍ଲୀ,୩୧।୧୨ : ନୂତନ ବର୍ଷ ୨୦୨୩ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଦେଶର ଏକତା, ଅଖଣ୍ଡତା ଏବଂ ବିକାଶ ପାଇଁ ନିଜକୁ ସମର୍ପିତ…