ପିପିଲି ଉପନିର୍ବାଚନ: ରାଲି, ସଭାସମିତି କରିବନି ବିଜେଡି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ(ବିଜେଡି) ଆସନ୍ତା ପିପିଲି ଉପନିର୍ବାଚନ ପାଇଁ ରାଜନୈତିକ ଶୋଭାଯାତ୍ରା ଓ ସଭାସମିତି ନ…

୫୦% କର୍ମଚାରୀରେ ଚାଲିବ ସ୍କୁଲ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ସୋମବାରଠାରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବାକୁ ଘୋଷଣା କରିଥିଲେ। ଏଥିସହ ପିଲାଙ୍କ ଶ୍ରେଣୀ…

ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଡକାଯାଉ: ସଞ୍ଜୟ ରାଉତ

ମୁମ୍ବାଇ, ୨୦।୪: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ବେଗରେ ବଢ଼ିଚାଲିଛି। କୋଭିଡ୍‌ ସ୍ଥିତି ଉପରେ ଆଲୋଚନା ଲାଗି କେନ୍ଦ୍ର ସରକାର ପାର୍ଲାମେଣ୍ଟର ଦୁଇଦିନିଆ ସ୍ବତନ୍ତ୍ର ଅଧିବେଶନ…

ଆଖି ବୁଜିଲେ ଦୁଇମୁଣ୍ଡିଆ ଶିଶୁକନ୍ୟା

କଟକ ଅଫିସ,୨୦।୪: କଟକ ଶିଶୁଭବନର ପେଡିଆଟ୍ରିକ୍‌ ନ୍ୟୁବର୍ନ ୱାର୍ଡ ଆଇସିୟୁ କ୍ୟାବିନ୍‌ରେ ରହି ୮ ଦିନ ଧରି ଚିକିତ୍ସିତ ହେଉଥିବା କେନ୍ଦ୍ରାପଡାର ଦୁଇମୁଣ୍ଡିଆ ଶିଶୁକନ୍ୟାଙ୍କ ରବିବାର ମୃତ୍ୟୁ…

ଭୂତାଣୁ କବଳରେ ସ୍ବାସ୍ଥ୍ୟକର୍ମୀ

ଲକ୍ଷ୍ନୌ, ୨୦ା୪: କରୋନା ସହ ଲଢ଼େଇରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ଯୋଦ୍ଧା ହୋଇଥିଲେ ହେଁ ସେମାନେ ମଧ୍ୟ ଭୂତାଣୁ କବଳରୁ ବାଦ୍‌ ପଡ଼ିନାହାନ୍ତି। ଆକ୍ରାନ୍ତଙ୍କୁ ଚିକିତ୍ସା ଯୋଗାଉଥିବା…

ରାଜ୍ୟରେ ୯,୦୦୮ କୋଭିଡ୍‌ ବେଡ୍‌

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ହୁହୁ ବଢ଼ୁଛି। ଅନୁରୂପ ଭାବେ କୋଭିଡ୍‌ ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଅନେକ ସ୍ଥାନରେ ବେଡ୍‌ ଅଭାବ ହେଲାଣି…

କରୋନାରେ ବିଚାରପତିଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୦ା୪: କରୋନାରେ ସଂକ୍ରମିତ ହୋଇଥିବା ଦିଲ୍ଲୀର ଜଣେ ଜିଲା ଜଜ୍‌ କୋବଇ ବେଣୁଗୋପାଳ(୪୭)ଙ୍କ ସୋମବାର ଏକ ସରକାର ହସ୍ପିଟାଲରେ ମୃତ୍ୟୁ ଘଟିଛି। ସପ୍ତାହେ ପୂର୍ବରୁ କରୋନାରେ…

ଦ୍ୱିତୀୟ ଲହରରେ ବୟସ୍କ ଅଧିକ ଅସୁରକ୍ଷିତ

ନୂଆଦିଲ୍ଲୀ, ୨୦।୪(ପି.ଟି.): କରୋନାର ପ୍ରଥମ ଲହର ଭଳି ଦ୍ୱିତୀୟ ଲହର ମଧ୍ୟ ବୟସ୍କଙ୍କ ପାଇଁ ଅଧିକ ବିପଜ୍ଜନକ ସାବ୍ୟସ୍ତ ହୋଇଛି। କାରଣ ୭୦ ପ୍ରତିଶତରୁ ଉର୍ଦ୍ଧ୍ୱ କୋଭିଡ୍‌…

ଆଜି ବିନା ଭକ୍ତରେ ଗଡ଼ିବ ରୁକୁଣା ରଥ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଏବର୍ଷ ଅଶୋକାଷ୍ଟମୀରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ମାଉସୀ ମା’ ଘରକୁ ଗଡ଼ିବ। କୋଭିଡ୍‌ କଟକଣା ମଧ୍ୟରେ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ ନଜରରେ ରଖି…

ମଙ୍ଗଳରେ ଉଡ଼ିଲା ହେଲିକପ୍ଟର

ପୃଥିବୀ ବାହାରେ କୌଣସି ଦ୍ୱିତୀୟ ଗ୍ରହରେ ହେଲିକପ୍ଟର ଉଡ଼ାଇବାରେ ସଫଳ ହୋଇଛି ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା। ସୋମବାର ମଙ୍ଗଳ ମାଟିରେ ଇନ୍‌ଜେନ୍ୟୁଟି ମାର୍ସ ହେଲିକପ୍ଟର…

All Rights Reserved