ଆଜି ରାତିରୁ ଭକ୍ତଙ୍କୁ ଶ୍ରୀମନ୍ଦିର ମନା

ପୁରୀ ଅଫିସ,୧୭।୪: ଶନିବାରଠାରୁ ରାଜ୍ୟର ୨୦ ଜିଲାରେ ଆରମ୍ଭ ହେଉଛି ନାଇଟ୍‌ କର୍ଫ୍ୟୁ। ଏହାକୁ ଦୃଷ୍ଟିରେ ରଖି ଆଜି ରାତି ୮ଟାରୁ ଭକ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ ଆଉ…

ଏବେ କହିବାକୁ ବିଶେଷ କିଛି ନାହିଁ: ଚେନ୍ନାଇଠାରୁ ଲଜ୍ଜାଜନକ ପରାଜୟ ପରେ କିଛି ଏଭଳି ପ୍ରତିକ୍ରିୟା ରଖିଲେ…

ନୂଆଦିଲ୍ଲୀ,୧୭।୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ମୁକାବିଲା ହୋଇଥିଲା। ଏଥିରେ ଚେନ୍ନାଇ ୬ ଉଇକେଟରେ…

ସାଉଥ୍‌ ସୁପରଷ୍ଟାର ପବନ କଲ୍ୟାଣଙ୍କୁ କରୋନା

ମୁମ୍ବାଇ: ଦେଶରେ କରୋନାର ଦ୍ୱିତୀୟ ଲହର ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ସ୍ଥିତି ଏଭଳି ହୋଇଯାଇଛି ଯେ, ପ୍ରତିଦିନ ଲକ୍ଷାଧିକ ସଂଖ୍ୟାରେ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି।…

କଟକ, ଭୁବନେଶ୍ୱରରେ ୧୪୪ ଧାରା ଜାରି

ଭୁବନେଶ୍ୱର, ୧୭।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ନାଇଟ୍‌ କର୍ଫ୍ୟୁ ଆରମ୍ଭ ହୋଇଛି। ତେବେ ରାତ୍ରିକାଳୀନ କର୍ଫ୍ୟୁ ସମୟରେ କଟକ, ଭୁବନେଶ୍ୱରରେ ୧୪୪ ଧାରା ଜାରି…

ବାଇକ୍‌ ଦୁର୍ଘଟଣା: ୨ ଶିଶୁ ଗୁରୁତର

ସୋରଡ଼ା,୧୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ବୁଲାଣି ଜଙ୍ଗଲ ରାସ୍ତା ପିପଳପଙ୍କ ନିକଟରେ ମଧ୍ୟାହ୍ନରେ ବାଇକ ଦୁର୍ଘଟଣା ଘଟଛି। ଏଥିରେ ଗୋଟିଏ ପରିବାରର ୨ ଶିଶୁ ଗୁରୁତର…

କରୋନା ସମୟରେ ଚାଲିଗଲା ମହିଳାଙ୍କ ଚାକିରି, ଖୋଲିଲେ ଢାବା; ଏଠାରେ ୩୦ ଟଙ୍କାରେ ମିଳୁଛି ନାନା ବ୍ୟଞ୍ଜନ

ଲକ୍ଷ୍ନୌ,୧୭।୪: କରୋନା ମହାମାରୀ ଯୋଗୁ ଦେଶରେ ବହୁ ଲୋକ ବେରୋଜଗାର ହୋଇଛନ୍ତି। ପରିବାର ପ୍ରତିପୋଷଣ କରିବା ଅନେକଙ୍କ କ୍ଷେତ୍ରରେ କଷ୍ଟକର ହୋଇପଡୁଛି। ଯେଉଁ ଲୋକମାନଙ୍କର ଚାକିରି ଚାଲିଯାଇଛି…

ଭୋଜି ଖାଇ ଫେରୁଥିବା ବେଳେ ଅଘଟଣ: ବାଲି ବୋଝେଇ ହାଇଓ୍ବାକୁ ପଛରୁ ଧକ୍କା ଦେଲା ଅଟୋ, ୭ ଗୁରୁତର

ପାଟଣା,୧୭।୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦୁଝର ରାସ୍ତାର ଶରଧାପୁର ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ…

୧୭ ବର୍ଷ ବୟସରେ ଜାମନଗର ମହାରାଜାଙ୍କୁ ଭଲପାଇ ବସିଥିଲେ ଏହି ଅଭିନେତ୍ରୀ, ନିସନ୍ତାନ ଥିବା ଯୋଗୁ…

ବମ୍ବେ: ଭେଟେରାନ ଅଭିନେତ୍ରୀ ସିମି ଗେରଓ୍ବୋଲଙ୍କୁ ‘ଦ ଲେଡି ଇନ୍‌ ହ୍ବାଇଟ୍‌’ ବୋଲି କୁହାଯାଏ। ଆଜି ବି ତାଙ୍କ ମୁହଁର ଚମକ ପୂର୍ବଭଳି ରହିଛି। ଏଥିପାଇଁ ତ…

୩୧୯ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା…

କୋଲକାତା,୧୭।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ଶନିବାର ଭୋଟିଂ ଜାରି ରହିଛି। ୬ଟି ଜିଲାର ୪୫ଟି ବିଧାନସଭା ଆସ ପାଇଁ ମତଦାନ କରାଯାଉଛି। ୩୧୯ ପ୍ରାର୍ଥୀଙ୍କ…

ଲାଲୁଙ୍କୁ ଜାମିନ

ପାଟନା,୧୭।୪: ଚାରା ଦୁର୍ନୀତି ମାମଲାରେ ଦଣ୍ଡ ଭୋଗୁଥିବା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ଶନିବାର ଝାଡ଼ଖଣ୍ଡ ହାଇକୋର୍ଟ ଲାଲୁଙ୍କୁ ସର୍ତ୍ତମୂଳକ…

All Rights Reserved