ଜାତୀୟ ନେତା ମୁହଁ ଖୋଲିଲେଣି,ଏଠି ଚୁପ୍‌

ଭୁବନେଶ୍ବର(ବ୍ୟୁରୋ)/ରାୟଗଡ଼ା(ସ୍ବ.ପ୍ର.),୩୦ା୧୨:ଓଡ଼ିଶା ବୁଲିବାକୁ ଆସିଥିବା ରୁଷୀୟ ନାଗରିକ ଆଣ୍ଟୋଭ ପାଭେଲ(୬୫) ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର୍‌ ବିଦାନୋଭ(୬୧)ଙ୍କ ରାୟଗଡ଼ାଠାରେ ଘଟିଥିବା ରହସ୍ୟଜନକ ମୃତ୍ୟୁ ଘଟଣାକୁ ନେଇ ଜାତୀୟ ନେତାମାନେ…

ପେଲେଙ୍କ ମହାପ୍ରସ୍ଥାନ

ସାଓପାଓଲୋ,୩୦ା୧୨(ପି.ଟି.):ବ୍ରାଜିଲ ଫୁଟବଲର ରାଜା ପେଲେଙ୍କ ଗୁରୁବାର ଦେହାନ୍ତ ହୋଇଯାଇଛି। ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଗତ ଶତାବ୍ଦୀର ବିଶ୍ୱର ସେ ଅନ୍ୟତମ ଶ୍ରେଷ୍ଠ କ୍ରୀଡ଼ାବିତ୍‌ ଭାବେ…

ବର୍ଷକରେ ୧,୩୬,୫୯୯ ମାମଲା ଫଇସଲା

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ୨୦୨୨ ଜାନୁୟାରୀ ପହିଲାରୁ ଡିସେମ୍ବର ୨୩ ମଧ୍ୟରେ ମୋଟ ୧,୦୨,୨୪୭ ମାମଲା ରୁଜୁ କରାଯାଇଥିବା ବେଳେ ୧,୩୬,୫୯୯ ମାମଲା ଫଇସଲା କରାଯାଇଛି। ଫଳରେ କେସ୍‌ କ୍ଲିୟରାନ୍ସ…

ଭାରତ, ଆମେରିକା ସମେତ ୭ ଦେଶ ଚାଇନା ଉପରେ ଲଗାଇଲେ ଯାତ୍ରା ପ୍ରତିବନ୍ଧକ

ୱାଶିଂଟନ/ନୂଆଦିଲ୍ଲୀ,୩୦ ।୧୨: ଚାଇନାରେ ବେଳକୁ ବେଳ ଅଣାୟତ୍ତ ହୋଇଛି କୋଭିଡ ସଂକ୍ରମଣ । କେବଳ ଡିସେମ୍ବର ମାସରେ ଚାଇନାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୩୫ କୋଟି…

ମା’ଙ୍କ ପରଲୋକରେ ଭାବପ୍ରବଣ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ଶୁକ୍ରବାର ସକାଳେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ମୋଦି ନିଜେ ଟୁଇଟର୍‌ରେ ଏକ ଭାବପ୍ରବଣ ବାର୍ତ୍ତା ଲେଖି ମା’ଙ୍କ ମୃତ୍ୟୁ…

କ୍ରୀଡ଼ା ମନ୍ତ୍ରୀଙ୍କ ନାଁରେ ଅସଦାଚରଣ ଅଭିଯୋଗ ଆଣିଲେ ମହିଳା କୋଚ

ଚଣ୍ଡିଗଡ,୩୦।୧୨: ହରିୟାଣାର କ୍ରୀଡ଼ା ମନ୍ତ୍ରୀ ତଥା ପୂର୍ବତନ ହକି ଖେଳାଳି ସନ୍ଦୀପ ସିଂ ବିବାଦକୁ ଆସିଛନ୍ତି। ତାଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି ମହିଳା କୋଚ।…

ପରଲୋକରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’

ଅହମ୍ମଦାବାଦ,୩୦।୧୨:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ୧୦୦ ବର୍ଷ ବୟସରେ ଅହମ୍ମଦାବାଦର ଏକ ହସ୍ପିଟାଲରେ ମୃତ୍ୟୁ ଘଟିଛି। ପ୍ରଧାନମନ୍ତ୍ରୀ ଏବେ ଅହମ୍ମଦାବାଦ ଅଭିମୁଖେ ବାହାରିଛନ୍ତି। ଅସୁସ୍ଥତା ହେତୁ…

ଦକ୍ଷିଣ ଚାଇନା ସାଗରରେ ଉତ୍ତେଜନା ବୃଦ୍ଧି କରୁଛି ଡ୍ରାଗନ, ଆମେରିକା ବିମାନର ନିକଟତର ହେଲା ଚାଇନା ଯୁଦ୍ଧ ବିମାନ

ୱାଶିଂଟନ,୩୦ ।୧୨: ଦକ୍ଷିଣ ଚାଇନା ମହାସାଗରରେ ନିଜ ବଳ କଷିବା ଛାଡୁନାହିଁ ଚାଇନା । ଏବେ ଚାଇନାକୁ ନେଇ ବଡ ଦାବି କରିଥିବା ଆମେରିକା କହିଛି, ଦକ୍ଷିଣ…

ଡ୍ୟାମ୍‌ ନିର୍ମାଣକୁ ବିରୋଧ କରି ଆଦିବାସୀଙ୍କ ପ୍ରଜାମେଳି

ମାଲକାନଗିରି/ମାଥିଲି,୨୯ା୧୨(ଡି.ଏନ.ଏ.): ଓଡ଼ିଶା ସୀମାରେ ପଡୋଶୀ ଛତିଶଗଡ଼ର ପ୍ରକଳ୍ପକୁ ବିରୋଧ କରି ଗୁରୁବାର ଶତାଧିକ ଆଦିବାସୀ ରାସ୍ତାକୁ ଓହ୍ଲାଇଛନ୍ତି। ଆଦିବାସୀ ସଂଘ ମାଧ୍ୟମରେ ଏକାଠି ହୋଇ ମେଳି କରି…

ଗଣତନ୍ତ୍ରଦିବସ ପରେଡ୍‌ରେ ସାମିଲ ହେବେ ଚୌଧୁରୀ

କେନ୍ଦୁଝର/ପାଟଣା,୨୯ା୧୨(ସ୍ବ.ପ୍ର.): ଆସନ୍ତା ଜାନୁୟାରୀ ୨୬ରେ ନୂଆଦିଲ୍ଲୀରେ ହେବାକୁ ଥିବା ଗଣତନ୍ତ୍ର ପରେଡ୍‌ରେ ଭାଗ ନେବାକୁ କେନ୍ଦୁଝର ସଦର ବ୍ଲକ୍‌ କେରୀ ଗ୍ରାମର ଚୌଧୁରୀ ପାତ୍ର(ଗୁଡୁ) ସୁଯୋଗ ପାଇଛନ୍ତି।…