ଇମର୍ଜିଂ ପ୍ଲେୟର ଦୌଡ଼ରେ ଅର୍ଶଦୀପ, ରେଣୁକା, ୟସ୍ତିକା

ଦୁବାଇ,୨୯ା୧୨(ପି.ଟି): ଆଇସିସି ଉଦୀୟମାନ ଖେଳାଳି (ଇମର୍ଜିଂ ପ୍ଲେୟର) ଦୌଡରେ ସାମିଲ ହୋଇଛନ୍ତି ଭାରତର ଅର୍ଶଦୀପ ସିଂ, ରେଣୁକା ସିଂ ଓ ୟସ୍ତିକା ଭାଟିଆ। ଦକ୍ଷିଣ ଆଫ୍ରିକାର ମାର୍କୋ…

ତେଲଙ୍ଗାନାଠାରୁ ହାରିଲା ଓଡ଼ିଶା

ଭୁବନେଶ୍ୱର, ୨୯।୧୨ (କ୍ରୀଡ଼ା ପ୍ରତିନିଧି): ଏଠାରେ ଚାଲିଥିବା ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟରେ ବୁଧବାର ୩ଟି ମ୍ୟାଚ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ପରାଜିତ ହୋଇଥିବାବେଳେ ତେଲେଙ୍ଗାନା,…

ପୁରସ୍କାର ରାଶି ଘୋଷଣାକଲା ହକି ଇଣ୍ଡିଆ

ଭୁବନେଶ୍ୱର,୨୯ା୧୨(ସ୍ପୋଟର୍‌ସ ବ୍ୟୁରୋ) : ଏଫ୍‌ଆଇଏଚ୍‌ ଓଡ଼ିଶା ପୁରୁଷ ହକି ବିଶ୍ୱକପ୍‌ ଭୁବନେଶ୍ୱର ଓ ରାଉରକେଲାରେ ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟ ଆରମ୍ଭ…

ଦଳକୁ ଫେରିଲେ ଭେଟେରାନ୍‌ ଶିଖା ପାଣ୍ଡେ

ନୂଆଦିଲ୍ଲୀ,୨୯ା୧୨ : ବୁଧବାର ମହିଳା ଟି୨୦ ବିଶ୍ୱକପ ଓ ଦକ୍ଷିଣ ଆଫ୍ରିକା ତ୍ରିରାଷ୍ଟ୍ରୀୟ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ହରମନପ୍ରୀତ୍‌ କୌରଙ୍କ ନେତୃତ୍ୱରେ ଘୋଷଣା…

ଓଡ଼ିଶାର ଦୃଢ଼ ଜବାବ

ଭୁବନେଶ୍ୱର, ୨୯।୧୨ (କ୍ରୀଡ଼ା ପ୍ରତିନିଧି): କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ହରିୟାଣାକୁ ଦୃଢ଼ ଜବାବ ଦେଇଛି ଘରୋଇ ଓଡ଼ିଶା। ହରିୟାଣାର ପ୍ରଥମ…

ବେଦାନ୍ତର ‘ସିଏସ୍‌ଆର୍‌ କ୍ୟାମ୍ପେନିଂ’

ଭୁବନେଶ୍ୱର,୨୯।୧୨: ବେଦାନ୍ତ ଆଲୁମିନିୟମର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଏକ ୨ ଦିନିଆ ‘ସିଏସ୍‌ଆର୍‌ କ୍ୟାମ୍ପେନିଂ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏପରିକି କମ୍ପାନୀର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌)…

ଏକକାଳୀନ ୧୧ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ

ମୁମ୍ବାଇ,୨୯।୧୨: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ମଙ୍ଗଳବାର ଏକକାଳନୀ ଦେଶର ୧୧ଟି ପ୍ରମୁଖ ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି। ଏପରିକି…

ଆଜି ଭୁବନେଶ୍ୱର ଷ୍ଟେଶନର ପୁନର୍ବିକାଶ ଭିତ୍ତିପ୍ରସ୍ତର

ଭୁବନେଶ୍ୱର,୨୯।୧୨: ପୂର୍ବତଟ ରେଳପଥର ପ୍ରମୁଖ ରେଳ ଷ୍ଟେଶନ ‘ଭୁବନେଶ୍ୱର ଷ୍ଟେଶନ’ର ପୁନଃ ବିକାଶ କାର୍ଯ୍ୟ ପାଇଁ ଗୁରୁବାର ତା’ର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ ବୋଲି ପୂର୍ବତଟ ରେଳପଥ…

୨୦ ବର୍ଷରେ ୨୦ ଗୁଣା ବଢ଼ିଛି ଆରଆଇଏଲ୍‌ ରାଜସ୍ବ

ନୂଆଦିଲ୍ଲୀ,୨୯।୧୨: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରି (ଆର୍‌ଆଇଏଲ୍‌)ର ବର୍ତ୍ତମାନର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଆର୍‌ଆଇଏଲ୍‌ରେ ୨୦ ବର୍ଷ ପୂରଣ କରିଛନ୍ତି। ଏପରିକି ୨୦୦୨ରେ…

୨ କୋଟି କୋଭିଶିଲ୍ଡ ଟିକା ମାଗଣାରେ ଦେବ ସେରମ୍‌

ନୂଆଦିଲ୍ଲୀ, ୨୯।୧୨: ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ) କେନ୍ଦ୍ର ସରକାରଙ୍କୁ ୨ କୋଟି କୋଭିଶିଲ୍ଡ କରୋନା ଟିକା ଡୋଜ୍‌ ମାଗଣାରେ ଯୋଗାଇ ଦେବା ନେଇ ବୁଧବାର…