ଅଗ୍ନିକାଣ୍ଡରେ ଜଳିଗଲା ୧୨ ବଖରା: ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ

ପଦ୍ମପୁର,୫।୪(ଡି.ଏନ୍‌.ଏ.): ଚାନ୍ଦବାଲି ବ୍ଲକ ଅଧୀନ କରଞ୍ଜମାଳ ପଞ୍ଚାୟତର ନରେନ୍ଦ୍ରପୁର ଗ୍ରାମରେ ରବିବାର ବିଳମ୍ବିତ ରାତିରେ ବିନୋଦ ମାଝିଙ୍କ ଘରେ ଅଗ୍ନିକାଣ୍ଡ ଘଟି ୧୨ ବଖରା ଜଳିଯାଇଛି। ଘରେ…

କଡ଼ାକଡ଼ି ହେବ ଆବର୍ଜନା କଟକଣା

ଅନୁଗୋଳ ଅଫିସ, ୫।୪: ଅନୁଗୋଳ ସହରକୁ ସ୍ବଚ୍ଛ, ସୁନ୍ଦର ସହ ପ୍ରଦୂଷଣମୁକ୍ତ କରିବାକୁ ପୌର ପ୍ରଶାସନ ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଇଛି। ନୂଆକରି ‘ମୋ ଓ୍ବାର୍ଡ’ ବ୍ୟବସ୍ଥା…

ରାଫାଲ କିଣାରେ ଦୁର୍ନୀତି: ମଧ୍ୟସ୍ଥିଙ୍କୁ ମିଳିଛି ୧୦ ଲକ୍ଷ ୟୁରୋ

ନୂଆଦିଲ୍ଲୀ,୫।୪: ରାଫାଲ ଯୁଦ୍ଧ ବିମାନ କିଣାରେ ବ୍ୟାପକ ଦୁର୍ନୀତି ହୋଇଥିବା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଫ୍ରାନ୍ସ୍‌ର ଓ୍ବେବସାଇଟ୍‌ ମିଡ଼ିଆ ପାର୍ଟରେ ଏନେଇ ତଥ୍ୟ ପ୍ରକାଶ ପାଇଛି। ଓ୍ବେବସାଇଟ୍‌ରେ…

ଆଖିରେ ପଟି ବାନ୍ଧି ପଢ଼ିପାରୁଛନ୍ତି ବହି

ଭୁବନ, ୫।୪(ଡି.ଏନ.ଏ.)-ଆଖିରେ ପଟିବାନ୍ଧି ପଢ଼ିପାରୁଛନ୍ତି ବହି। ନିର୍ଭୁଲ ଭାବେ କହିପାରୁଛନ୍ତି ଏଟିଏମ୍‌ କାର୍ଡ ଉପରେ ଲେଖାଯାଇଥିବା ସଂଖ୍ୟା। ଧରିପାରୁଛନ୍ତି କ୍ୟାଚ୍‌। ଏଭଳି ବିସ୍ମୟ ପ୍ରତିଭାର ଅଧିକାରୀ ନିବେଦିତା…

ଆଇପିଏଲ୍‌: ମିଡ୍‌ଲ ଅର୍ଡରକୁ ନେଇ ଚିନ୍ତାରେ ହାଇଦ୍ରାବାଦ

ନୂଆଦିଲ୍ଲୀ,୫।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆରଏଚ୍‌) ସବୁଠାରୁ ସ୍ଥିର ପ୍ରଦର୍ଶନ କରୁଥିବା ଦଳ ବିବେଚିତ ହୋଇ ଆସୁଛି। ଗତ ୫ ବର୍ଷ ମଧ୍ୟରେ…

ବ୍ୟାଙ୍କ ଉପରେ ପଡ଼ିପାରେ ୨ ହଜାର କୋଟିର ବୋଝ

ନୂଆଦିଲ୍ଲୀ:  ୨୦୨୦ ମାର୍ଚ୍ଚଠାରୁ ଅଗଷ୍ଟ ଯାଏ ସରକାର ବ୍ୟାଙ୍କ ଋଣ ଉପରେ ମୋରାଟୋରିୟମ ଘୋଷଣା କରିଥିଲେ। ଏହି ସମୟରେ କ୍ଷୁଦ୍ର ଋଣ ଉପରେ ଚକ୍ରବୃଦ୍ଧି ସୁଧ ଛାଡ଼ କରିବା…

କୋଭିଡ୍‌ ନିୟମ ଉଲ୍ଲଂଘନ: ବିଶାଲ ମେଗାମାର୍ଟ, ୪ ଦୋକାନ ସିଲ୍‌

କଟକ ଅଫିସ,୫।୪: କଟକ ସହରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ହେଲେ…

ଇତିହାସ ରଚିଲେ ଏହି କ୍ରିକେଟର୍‌: ଏକଦିବସୀୟ କ୍ରିକେଟରେ ହାସଲ କଲେ ବିରଳ ରେକର୍ଡ

ଜୋହାନ୍ସବର୍ଗ,୫।୪: ପାକିସ୍ତାନର ଓପନର୍‌ ଫାଖର ଜମାନ ପୁଣି ଥରେ ଏକ ବିସ୍ଫୋରକ ଇନିଂଶ ଖେଳିଛନ୍ତି। ସେ ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ୧୯୩ ରନ୍‌ର ଅପରାଜିତ ଇନିଂସ…

ଏସ୍‌ସିବିରୁ ପୁଣି ୩ ଦଲାଲ ଗିରଫ

କଟକ ଅଫିସ,୫।୪: କଟକ ଏସ୍‌ସିବି ମେଡିକାଲରୁ ରବିବାର ପୁଣି ୩ ଜଣ ଦଲାଲଙ୍କୁ ମଙ୍ଗଳାବାଗ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଏସ୍‌ସିବି କ୍ୱାର୍ଟର୍ସ…

ପିପିଲି ଉପନିର୍ବାଚନ: ଜୋର ଧରୁଛି ପ୍ରଚାର ତାତି

ଭୁବନେଶ୍ୱର,୫।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି ଆଉ ୧୨ ଦିନ ବାକି। ଏଥିରେ ୧୦ ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣ ହେବ । ହେଲେ ୩ ପ୍ରମୁଖ ଦଳ…

All Rights Reserved