ମଦ ଦୁର୍ନୀତି ମାମଲା: ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସମନ ଜାରି କଲା ସିବିଆଇ

ନୂଆଦିଲ୍ଲୀ,୧୮।୨: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ପାଇଁ ପୁଣି ଅଡୁଆ ବଢିଲା। ମଦ ଦୁର୍ନୀତି ମାମଲାରେ ତାଙ୍କୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ରବିବାର କାର୍ଯ୍ୟାଳୟକୁ ଡକାଇଛି।…

ପରାଜୟ ସହ ଓଡ଼ିଶାର ଆଶା ଧୂଳିସାତ୍‌

ଭୁବନେଶ୍ୱର, ୧୮ା୨(କ୍ରୀଡ଼ା ପ୍ରତିନିଧି): ଚଳିତ ସନ୍ତୋଷ ଟ୍ରଫିର ଅନ୍ତିମ ରାଉଣ୍ଡରେ ଏକାଧିକ ସୁଯୋଗର ହାତଛଡ଼ା ଏବଂ ଫିନିଶିଂ ଅଭାବ ଓଡ଼ିଶା ପାଇଁ ମହଙ୍ଗା ପଡ଼ିଛି। ଶୁକ୍ରବାର କଳିଙ୍ଗ…

ଜିଲା ସଂସ୍କୃତି ଭବନ ଉଦ୍‌ଘାଟନ ବେଳେ ବିଜେଡି-କଂଗ୍ରେସ ମୁହାଁମୁହିଁ

ବଲାଙ୍ଗୀର ଅଫିସ, ୧୮ା୨: ବଲାଙ୍ଗୀର କୋଶଳ କଳାମଣ୍ଡଳ ପରିସରରେ ଶୁକ୍ରବାର ଜିଲା ସଂସ୍କୃତି ଭବନ ନବୀକରଣ ଏବଂ ଲୋକାର୍ପଣ ସମାରୋହ ଚାଲିଥିବାବେଳେ ବିଜେଡି ଏବଂ କଂଗ୍ରେସ କର୍ମୀ…

ଧବଳେଶ୍ୱରଙ୍କ ପୀଠ ଚଳଚଞ୍ଚଳ: ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ଼

କଟକ ଅଫିସ,୧୮।୨: କଟକ ଜିଲା ଆଠଗଡ଼ ବାବା ଧବଳେଶ୍ୱରଙ୍କ ପୀଠରେ ମହାଶିବରାତ୍ରି ଧୁମ୍‌ଧାମ୍‌ରେ ପାଳନ ହେଉଛି। ମନ୍ଦିର ଚଳଚଞ୍ଚଳ ହୋଇଥିବା ବେଳେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ହଜାର…

ଓଡ଼ିଶା ଏଫ୍‌ସି ପ୍ଲେ-ଅଫ୍‌ ନିକଟତର

ଗୁଆହାଟୀ, ୧୮ା୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ପ୍ରଥମ ଥର ପ୍ଲେ-ଅଫ୍‌ ନିକଟତର ହୋଇଛି। ଶୁକ୍ରବାର ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମରେ ନର୍ଥଇଷ୍ଟ ୟୁନାଇଟେଡ୍‌…

ଡିନାମାଇଟ, କୀଟନାଶକ ପ୍ରୟୋଗ ଯୋଗୁ ଲୋପପାଉଛି ମତ୍ସ୍ୟସମ୍ପଦ

ବୌଦ୍ଧ,୧୮ା୨(ସ୍ବ.ପ୍ର.): ଓଡିଶାର ଜୀବନରେଖା କୁହାଯାଉଥିବା ମହାନଦୀ ବୌଦ୍ଧ ଜିଲା ଦେଇ ବୋହିଯାଇଛି। ତେବେ ମହାନଦୀରେ ପ୍ରାୟ ସମୟରେ ଡିନାମାଇଟ ଓ କୀଟନାଶକ ଔଷଧ ପକାଇ ମାଛ ମରାଯାଉଛି।…

ଓଡ଼ିଶା-ମହାରାଷ୍ଟ୍ର ମିଳିତ ଦଳ ରନରଅପ୍‌

ଭୁବନେଶ୍ୱର, ୧୮ା୨(କ୍ରୀଡ଼ା ପ୍ରତିନିଧି): ଜମ୍ମୁଠାରେ ଖେଲୋ ଇଣ୍ଡିଆ ‘ଏକ୍‌ ଭାରତ ଶ୍ରେଷ୍ଠ ଭାରତ’ ଜାତୀୟ ସିନିୟର ବାଳିକା ରୋଲବଲ୍‌ ଚାମ୍ପିୟନଶିପ୍‌ ଚଳିତ ମାସ ୧୪ରୁ ୧୬ ପର୍ଯ୍ୟନ୍ତ…

୨ ହଜାର ଟଙ୍କାରେ ରାଶନ କାର୍ଡ ବନ୍ଧା

ଭବାନୀପାଟଣା,୧୮।୨(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ କାମ ମିଳୁ ନ ଥିବା ଯୋଗୁ ଗରିବ ଲୋକେ କାମ ଅନ୍ବେଷଣରେ ଅନ୍ୟ ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି। ଜିଲାର ଜୁନାଗଡ ବ୍ଲକ…

ସର୍ବଭାରତୀୟ ସିଭିଲ ସର୍ଭିସ କବାଡ଼ି: ଭାଗନେବ ଓଡ଼ିଶା ମହିଳା, ପୁରୁଷ ଦଳ

ଭୁବନେଶ୍ୱର, ୧୮ା୨(ସ୍ପୋଟର୍‌ସ ବ୍ୟୁରୋ): ସେଣ୍ଟ୍ରାଲ ସିଭିଲ ସର୍ଭିସ ଆଣ୍ଡ୍‌ ସ୍ପୋଟର୍‌ସ ବୋର୍ଡ ଆନୁକୂଲ୍ୟରେ ଚଳିତ ମାସ ୨୦ରୁ ୨୪ ପର୍ଯ୍ୟନ୍ତ ସର୍ବଭାରତୀୟ ସିଭିଲ ସର୍ଭିସ କବାଡ଼ି ପ୍ରତିଯୋଗିତା…

‘କ୍ରୀଡ଼ା ଏକତା ସୂତ୍ରରେ ବାନ୍ଧିଥାଏ’

ଭୁବନେଶ୍ୱର, ୧୮ା୨ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମି ବଢ଼ିବାରେ ଲାଗିଛି। ରାଜ୍ୟ ସରକାର କ୍ରମାଗତ ଦ୍ୱିତୀୟ ଥର ପାଇଁ ହକି ବିଶ୍ୱକପ୍‌ ଆୟୋଜନ କରିଛନ୍ତି। କେବଳ…