ତଟକ୍ଷୟ: ବିପଦରେ ନାଶୀ-୨, ହାବେଳିଖଟି, ଏକକୁଳା

କେନ୍ଦ୍ରାପଡ଼ା ଅଫିସ, ୨୭ା୧୨:କେନ୍ଦ୍ରାପଡ଼ା ଜିଲାରେ ତଟକ୍ଷୟ ଏବେ ଚିନ୍ତାଜନକ ସ୍ଥିତିରେ ଅଛି। ଜିଲାର ୪୮ କିଲୋମିଟର ତଟ ମଧ୍ୟରୁ ୨୮ କି.ମି. ଅଞ୍ଚଳରେ ସମୁଦ୍ର ମାଡି ଆସୁଛି।…

କିଟ୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଷ୍ଟାଦଶ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୨୭।୧୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ‘କିଟ୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ’ର ଅଷ୍ଟାଦଶ ବାର୍ଷିକ ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି କିଟ୍‌ର ପ୍ରତିଷ୍ଠାତା ସଭ୍ୟ ଏବଂ…

ଚିନାବାଦାମ ଚାଷୀଙ୍କୁ ବିହନ, କୃଷି ଯନ୍ତ୍ରପାତି ମିଳୁନି

ମହାକାଳପଡ଼ା,୨୭ା୧୨(ଡି.ଏନ.ଏ.):କେନ୍ଦ୍ର ଓ ରାଜ୍ୟ ସରକାର କୃଷି ଓ କୃଷକଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନାରେ ବିପୁଳ ଅର୍ଥ ବ୍ୟୟ କରୁଛନ୍ତି। ହେଲେ କୃଷି ବିଭାଗର ଅନେକ ଯୋଜନା…

ଫାଷ୍ଟଫୁଡ୍‌ ଖାଦ୍ୟରେ ରାସାୟନିକ ଦ୍ରବ୍ୟ

ପଟ୍ଟାମୁଣ୍ଡାଇ, ୨୭ା୧୨(ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ସହରବାସୀଙ୍କ କ୍ଷେତ୍ରରେ ଫାଷ୍ଟଫୁଡ୍‌ର ଆଦର ବୃଦ୍ଧି ପାଇବାରେ ଲାଗିଛି, ଯାହାକୁ ନେଇ ସହରର ସାହି ଛକଠାରୁ ଆରମ୍ଭ କରି ମୁଖ୍ୟ ଛକରେ ମଧ୍ୟ ମାଳ…

ଶ୍ରୀମନ୍ଦିରରେ ପ୍ରବଳ ଭିଡ଼: ୯ ଛାତ୍ରୀ ଅସୁସ୍ଥ

ପୁରୀ ଅଫିସ, ୨୭ା୧୨:ଶ୍ରୀମନ୍ଦିରରେ ସୋମବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ପ୍ରାୟ ୭୦ଜଣ ଛାତ୍ରୀଙ୍କ ମଧ୍ୟରୁ ୯ରୁ ଊର୍ଦ୍ଧ୍ୱ ଛାତ୍ରୀ…

ଅଚଳ କରିଦେଲେ ଅନ୍‌ଲାଇନ୍‌ ଅଟୋ ଚାଳକ

ଭୁବନେଶ୍ୱର, ୨୭।୧୨(ବ୍ୟୁରୋ):ଘରୋଇ ଓଲା, ଉବର, ରାପିଡ଼ୋ ବାଇକ୍‌ ବିନା କମର୍ସିଆଲ ନମ୍ବର ପ୍ଲେଟ୍‌ରେ ଲୋକଙ୍କୁ ପରିବହନ କରୁଛି। ଅଧିକାଂଶ ବାଇକ୍‌ର ପରମିଟ୍‌, ଫିଟନେସ୍‌, ଇନ୍ସୁରାନ୍ସ, ଲାଇସେନ୍ସ ନାହିଁ।…

ମାନସିକ ବିକାରଗ୍ରସ୍ତ ହେଉଛନ୍ତି ସ୍ବାବଲମ୍ବୀ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ):ସେମାନେ ବାସହୀନ ଓ ମାନସିକ ବିକାରଗ୍ରସ୍ତ। କିନ୍ତୁ ଟିକେ ସାହାଯ୍ୟ ସହାନୁଭୂତି ପାଇଲେ ସ୍ବାବଲମ୍ବୀ ହେବାର ଆଶା ସେମାନଙ୍କ ମନରେ ସୃଷ୍ଟି ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି…

ନୂଆ ବର୍ଷରେ ନୂଆ ମେଗା ଧାରାବାହିକ ‘ଖୁସିର ଛୁଙ୍କ୍‌’

ଭୁବନେଶ୍ୱର,୨୭।୧୨: ରାଜ୍ୟର ପ୍ରମୁଖ ଘରୋଇ ମନୋରଞ୍ଜନଭିତ୍ତିକ ଓଡ଼ିଆ ଚ୍ୟାନେଲ ଜୀ-ସାର୍ଥକ ପକ୍ଷରୁ ନୂଆ ବର୍ଷରେ ନୂଆ ମେଗା ଧାରାବାହିକ ‘ଖୁସିର ଛୁଙ୍କ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି…

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ ସଲମାନ ଖୁର୍ସିଦ, କଂଗ୍ରେସ କର୍ମୀଙ୍କ ତୁଳନା ଭରତଙ୍କ ସହ

ନୂଆଦିଲ୍ଲୀ,୨୭ ।୧୨: କଂଗ୍ରେସ ନେତା ସଲମାନ ଖୁର୍ସିଦ ଏମିତି ଏକ ବୟାନ ଦେଇଛନ୍ତି ଯାହାଫଳରେ ବିବାଦ ମୁଣ୍ଡ ଟେକିଛି । କଂଗ୍ରେସ ନେତା ସଲମାନ ଖୁର୍ସିଦ କଂଗ୍ରେସର…

ଜେଲ ଫେରିଲେ ଜଗବନ୍ଧୁ, ମିଳିଲା ଦ୍ୱିତୀୟ ଫରେନ୍‌ସିକ୍‌ ରିପୋର୍ଟ

ଭୁବନେଶ୍ୱର, ୨୭।୧୨ (ବ୍ୟୁରୋ):ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ରବିବାର ୩ ଦିନିଆ ରିମାଣ୍ଡ ଅବଧି ସରିବା ପରେ ସୋମବାର ତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)…