ଜର୍ମାନୀରେ ୨,୩୪୦ ବିମାନ ବାତିଲ

ବର୍ଲିନ,୧୮ା୨: ଜର୍ମାନୀର ୮ଟି ବିମାନବନ୍ଦରର କର୍ମଚାରୀମାନେ ଅଧିକ ବେତନ ଦାବିରେ ଧର୍ମଘଟରେ ସାମିଲ ହୋଇଥିବାରୁ ଶୁକ୍ରବାର ୨,୩୪୦ ବିମାନ ଉଡ଼ାଣ ବାତିଲ ହୋଇଛି। ଫଳରେ ପ୍ରାୟ ୨,୯୫,୦୦୦…

ଭୂକମ୍ପରୁ ବର୍ତ୍ତିଥିବା ସିରିଆ ପରିବାର ଦଗ୍ଧ

ଇସ୍ତାନବୁଲ୍‌,୧୮ା୨: ଗତ ସପ୍ତାହର ଭୂକମ୍ପରୁ ବର୍ତ୍ତିଯାଇଥିବା ସିରିଆର ୫ ଜଣ ପିଲା ଓ ସେମାନଙ୍କ ମାଆବାପା ତୁର୍କୀର ଏକ ଘରେ ଆଶ୍ରୟ ନେଇଥିବାବେଳେ ଶୁକ୍ରବାର ସେଥିରେ ନିଆଁ…

ଫର୍‌ମେଟିଭ ଆସେସ୍‌ମେଣ୍ଟ ପରୀକ୍ଷା ବାତିଲ

ପାଟଣା,୧୮ା୨(ସ୍ବ.ପ୍ର): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ୍‌ କୁଣ୍ଡଳା ପଞ୍ଚାୟତ ମିରିଗିଖୋଜି କୁଣ୍ଡୁଳା ହାଇସ୍କୁଲରେ ଓ୍ବାଚମ୍ୟାନ ଓ ସୁଇପର ନିଯୁକ୍ତି ନେଇ ବିବାଦ ଲାଗିରହିଛି। ଏନେଇ ଗୁରୁବାର ୧୨…

ମୋଦିଙ୍କୁ ଉତ୍ତର ଦେବାକୁ ପଡ଼ିବ

ନୂଆଦିଲ୍ଲୀ,୧୮ା୨: ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ବ୍ୟବସାୟିକ ସାମ୍ରାଜ୍ୟକୁ ନେଇ ଚାଲିଥିବା କୋଳାହଳ ଭାରତ ସରକାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦଖଲକୁ ଦୁର୍ବଳ କରିଦେବ ବୋଲି ଶୁକ୍ରବାର…

ଆଜି ମହାଶିବରାତ୍ରି: ସୁନାବେଶରେ ଦର୍ଶନ ଦେବେ ଆଖଣ୍ଡଳମଣି

ଆରଡି,୧୮।୨( ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡି ମହାଶିବରାତ୍ରି ପାଇଁ ଉତ୍ସବମୁଖର ହୋଇଉଠିଛି । ଭୋର ୪ଟାରୁ ବାବାଙ୍କୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ ପରିଲକ୍ଷିତ…

ମୟୂରଭଞ୍ଜକୁ ଅବହେଳା କରାଯାଇନାହିଁ: ରେଳମନ୍ତ୍ରୀ

ବାରିପଦା ଅଫିସ,୧୮ା୨: ମୟୂରଭଞ୍ଜ ଏମ୍‌ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାରମନ୍ତ୍ରୀ ଇଂ. ବିଶ୍ୱେଶ୍ୱର ଟୁଡୁ ରେଳ ବଜେଟ୍‌ରେ ଜିଲା ପାଇଁ ଦିଆଯାଇଥିବା ଦାବି ଗୁଡ଼ିକ…

ରାସ୍ତା ଖୋଳାକୁ ନେଇ ଉତ୍ତେଜନା

ଲଙ୍ଗଳେଶ୍ୱର,୧୮।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ସାଉଡ଼ି ପଞ୍ଚାୟତର ମହାନ୍ତି ଛକଠାରେ ସରକାରୀ ରାସ୍ତାକୁ ରାତି ଅଧରେ ଜେସିବି ମେଶିନ ଲଗାଇ ଖୋଳି ଦିଆଯିବା ନେଇ…

ଧରିତ୍ରୀ କାର୍ଟୁନ୍‍ – Dharitri Cartoon

ଧରିତ୍ରୀ କାର୍ଟୁନ୍‍

ବାଲେଶ୍ୱରରେ ଖୋଲିଲା ଶ୍ରୀଲେଦର ଶୋ’ରୁମ୍‌

ବାଲେଶ୍ୱର ଅଫିସ,୧୮।୨: ବାଲେଶ୍ୱର ସହରର ଷ୍ଟେଶନ ରାସ୍ତାରେ ଦେଶର ଅନ୍ୟତମ ପ୍ରମୁଖ ଜୋତା କମ୍ପାନୀ ‘ଶ୍ରୀଲେଦର’ର ଶୋ’ରୁମ୍‌ ଖୋଲିଛି। ବାଲେଶ୍ୱର ବିଧାୟକ ସ୍ବରୂପ କୁମାର ଦାସ ଓ…

ଜାଗର ପାଇଁ ପୋଲିସ ସଜାଗ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରାତି ୧୦ ଟାରେ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ହୋଇଥିବାବେଳେ…