ଜବାବ ଦାଖଲ ପାଇଁ ସମୟ ନେଲେ ସରକାର

କଟକ ଅଫିସ,୧୭ା୨: ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ୬ଟି ସଦସ୍ୟ ପଦ ଖାଲି ପଡିଛି। ଏହାଦ୍ୱାରା ଆୟୋଗ ସମ୍ପୂର୍ଣ୍ଣ ଅଚଳ ସ୍ଥିତିରେ ପହଞ୍ଚତ୍ଛି। ଏ…

ଗହମ ମୂଲ୍ୟରେ ୫ଟଙ୍କା ହ୍ରାସ

ନୂଆଦିଲ୍ଲୀ,୧୭।୨:ଗତ କିଛିଦିନ ହେବ ଦରଦାମକୁ ନେଇ ସବୁ ସ୍ଥରରେ ବିରୋଧ ପ୍ରଦର୍ଶନ କରାଯାଥିଲା। ଫଳରେ କେନ୍ଦ୍ର ସରକାର ଗୁରୁବାର ପାଇକାରୀ ଓ ଖୁଚୁରା ବଜାରରେ ଗହମ କେଜି…

ଭିଜିଲାନ୍ସ ଅଭିଯୁକ୍ତଙ୍କୁ ଧରି କୂଅ, ପୋଖରୀର କରୁଛି ତଦନ୍ତ

ନୟାଗଡ଼ ଅଫିସ/ଭାପୁର,୧୭ା୨(ଡି.ଏନ.ଏ.): ନୟାଗଡ ଜିଲା ଭାପୁର ବ୍ଲକରେ କୋଟି କୋଟି ଟଙ୍କାର ଫଲସ୍‌ ବିଲ୍‌ ହେବା ପରେ ଏହା ଚର୍ଚ୍ଚାକୁ ଆସିଥିଲା। ଏପରିପ୍ରେକ୍ଷୀରେ ଭାପୁର ବ୍ଲକ ପଦ୍ମାବତୀ…

ଆଉ ୩୭୦ ବିମାନ କିଣିବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨:ଟାଟା ଗ୍ରୁପ୍‌ ଦ୍ୱାରା ପରିଚାଳିତ ଦେଶର ପ୍ରମୁଖ ବିମାନ ସେବା ପ୍ରଦାନକାରୀ ସଂସ୍ଥା ଏୟାର ଇଣ୍ଡିଆ ଗୁରୁବାର ଏକ ବାଣିଜି୍ୟକ ଅର୍ଡର ସମ୍ପର୍କରେ ଘୋଷଣା କରିଛି। ଏପରିକି…

୨୦୨୪ ସୁଦ୍ଧା ୧୫ କୋଟି ୫ଜି ବ୍ୟବହାରକାରୀ

ନୂଆଦିଲ୍ଲୀ,୧୭।୨:ଗତ କିଛିଦିନ ୫ଜି ସେବାକୁ ନାନା ପ୍ରକାର ଚର୍ଚ୍ଚା ଓ ଆଲୋଚନା ହେଉଥିଲା। ଏପରିକି ବର୍ତ୍ତମାନ ସମୟରେ ଦେଶର ପ୍ରମୁଖ ସହରରେ ୫ଜି ସେବା ସେବା ପହଞ୍ଚତ୍ନାହିଁ।…

ରାସୋଳ ଜଙ୍ଗଲ ଜଳୁଛି

ନୟାଗଡ଼ ଅଫିସ,୧୭।୨: ନୟାଗଡ଼ ବନଖଣ୍ଡ ନୟାଗଡ଼ ରେଞ୍ଜ୍‌ର ଖେଡ଼ପଡା ଫରେଷ୍ଟ ଅନ୍ତର୍ଗତ ରାସୋଳ ଜଙ୍ଗଲ ଜଳୁଛି। ଗୁରୁବାର ପୂର୍ବାହ୍ନରୁ ଜଙ୍ଗଲରେ ନିଆଁ ଲାଗିଥିବାବେଳେ ବନ ବିଭାଗର କର୍ମଚାରୀମାନେ…

ଭାରତୀୟ ସେନା ପାଇଁ ବେଙ୍ଗାଲୁରୁର ଜେଟ୍‌ପ୍ୟାକ୍‌ ସୁଟ୍‌

ନୂଆଦିଲ୍ଲୀ:ବେଙ୍ଗାଲୁରୁର ଏକ କମ୍ପାନୀ ଭାରତୀୟ ସଶସ୍ତ୍ର ବାହିନୀ ପାଇଁ ଜେଟ୍‌ପ୍ୟାକ୍‌ ସୁଟ୍‌ ଯୋଗାଇବାରେ ଉଦ୍ୟମ ଚଳାଇଛି। ଯେଉଁଥିରେ କି ଭାରତୀୟ ସେନା ଏହି ସୁଟ୍‌ରେ କଠିନ ଅଞ୍ଚଳରେ…

ଗହୀରମଥା ଅଞ୍ଚଳରେ ନୀଳରକ୍ତ କଙ୍କଡ଼ାଙ୍କ ମିଳନ

ମହାକାଳପଡ଼ା,୧୭ା୨(ଡି.ଏନ.ଏ.): ସାମୁଦ୍ରିକ ବିରଳ ଜୀବ ମଧ୍ୟରେ ହର୍ସସୁ କ୍ରାବ୍‌ ବା ଅଶ୍ୱଖୁରା କୃତି କଙ୍କଡ଼ାକୁ ବୈଜ୍ଞାନିକ ମତରେ ନୀଳ ରକ୍ତ କଙ୍କଡା କୁହାଯାଏ। ବିଶେଷକରି ଏହି ନୀଳରକ୍ତ…

ନାଁକୁ ଚାଲିଛି ଖତ ପ୍ରକ୍ରିୟାକରଣ,ବର୍ଜ୍ୟବସ୍ତୁ ପରିଚାଳନା

ଜଗତ୍‌ସିଂହପୁର ଅଫିସ,୧୭ା୨: ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟର ୧୧୪ଟି ସହରାଞ୍ଚଳରେ ଖତ ପ୍ରକ୍ରିୟାକରଣ (ଏମ୍‌ସିସି) ଏବଂ ବର୍ଜ୍ୟବସ୍ତୁ ପରିଚାଳନା (ଏମ୍‌ଆର୍‌ଏଫ୍‌)…

ସ୍ତ୍ରୀଙ୍କୁ ସର୍‌ପ୍ରାଇଜ ଦେବାକୁ ହାତରେ ମ୍ୟାରେଜ୍‌ ସାର୍ଟିଫିକେଟ ଟାଟୁ

ବ୍ୟାଙ୍କକ: ପ୍ରେମୀଯୁଗଳ ତାଙ୍କ ପ୍ରେମ ପାଇଁ ଭାଲେଣ୍ଟାଇନ୍‌ ଡେ’ରେ ବିଭିନ୍ନ ପ୍ରକାର ଖାଦ୍ୟ କିମ୍ବା ଅନ୍ୟ ସାମଗ୍ରୀ ଗିଫ୍ଟ ଆକାରରେ ଦେଇଥାନ୍ତି। ତେବେ ଜଣେ ୩୪ ବର୍ଷୀୟ…