‘ପାର୍ଲାମେଣ୍ଟରେ ନାରାବାଜି କରି ନୁହେଁ, ଆଲୋଚନା ଦ୍ୱାରା ଜଣେ ହୁଅନ୍ତି ନେତା’

ନୂଆଦିଲ୍ଲୀ,୧୫।୨: ପାର୍ଲାମେଣ୍ଟରେ ହୋଇଥିବା ହଙ୍ଗାମାକୁ ନେଇ ଲୋକ ସଭା ବାଚସ୍ପତି ଓମ ବିର୍ଲା ଉଦ୍‌ବେଗ ପ୍ରକାଶ କରିଛନ୍ତି। ବୁଧବାର ଗୁଜରାଟ ବିଧାନସଭା ନିର୍ବାଚିତ ସଦସ୍ୟଙ୍କ ପାଇଁ ଦୁଇ…

ଇମ୍ରାନଙ୍କୁ ଆଶ୍ୱସ୍ତି

ଇସଲାମାବାଦ,୧୫।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ଆଶ୍ୱସ୍ତି। ଦେଶର ଆତଙ୍କବାଦ ବିରୋଧୀ କୋର୍ଟ ତାଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ପ୍ରତ୍ୟାଖ୍ୟାନ କରିଥିଲେ। ହେଲେ ହାଇକୋର୍ଟ ସ୍ବାସ୍ଥ୍ୟଗତ ସମସ୍ୟାକୁ…

ମାଣ୍ଡିଆପଲ୍ଲୀ ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଗଞ୍ଜାମ ଜିଲା ଗୋପାଳପୁରର ମାଣ୍ଡିଆପଲ୍ଲୀରେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ…

ଭାରତୀୟ ଦଳ ପାଇଁ ଖୁସି ଖବର

କେପଟାଉନ,୧୫।୨: ଟି-୨୦ ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ଜିତିବା ପରେ ଆଜି ଭାରତୀୟ ଦଳ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚ୍‌ ଖେଳିବାକୁ ପଡିଆକୁ ଓହ୍ଲାଇଛି। ଏହି…

କାଙ୍ଗାଳ ହେବାକୁ ବସିଲାଣି ପାକିସ୍ତାନ, ଦେଶ ଛାଡ଼ୁଛନ୍ତି ଧନୀ

ଇସଲାମାବାଦ,୧୫।୨: ପାକିସ୍ତାନର ଆର୍ଥିକ ସ୍ଥିତି ଦିନକୁ ଦିନ ବିଗିଡ଼ି ଚାଲିଛି। ଦେଶର ବାସିନ୍ଦା ଏବେ ଖାଦ୍ୟଶସ୍ୟ ଲାଗି ସଂଘର୍ଷ କରୁଛନ୍ତି। ପରିସ୍ଥିତି ଏଭଳି ଯେ କର୍ମଚାରୀଙ୍କୁ ଦରମା…

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଫୁଲବାଣୀ ଅଫିସ,୧୫ା୨: କନ୍ଧମାଳ ଜିଲା ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବିରେ ବୁଧବାର ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ା ଦଳୀୟ କର୍ମୀମାନେ ମାଦିକୁନ୍ଦା…

ଅମିତାଭଙ୍କ ସହ ସମୟ ବିତାଇବାକୁ କିଛି ନା କିଛି ବାହାନା କରୁଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନ ଏବଂ ରେଖା ହିନ୍ଦୀ ସିନେମା ଜଗତର ସଫଳ ଯୋଡ଼ି ଥିଲେ। ଏମାନେ ଅନେକ ଫିଲ୍ମରେ ଏକାଠି କାମ କରିଛନ୍ତି। ସେହି…

ଏହି ମାମଲାରେ କୋହଲିଙ୍କୁ ପଛରେ ପକାଇଲେ ବିଗ୍‌ବସ୍‌ ବିଜେତା ଏମ୍‌ ସି ଷ୍ଟାନ୍‌

ବମ୍ବେ: ‘ବିଗ୍‌ବସ୍‌ ୧୬’ ବିଜେତା ହେବା ପରେ ଦିନକୁ ଦିନ ଏମ୍‌ସି ଷ୍ଟାନଙ୍କ ଲୋକପ୍ରିୟତା ବଢ଼ୁଛି। ଶୋ’ରେ ତାଙ୍କର ଯୋଗଦାନକୁ ନେଇ ଅନେକ ପ୍ରଶ୍ନ ଉଠିଥିଲେ ହେଁ…

ଦେଶରେ ଆଜି ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୫।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦୧ ନୂଆ କରୋନା ମାମଲା…

‘ଟିପୁଙ୍କ ସମର୍ଥକ ନୁହେଁ, ରାମ ଭଜନ ଗାଉଥିବା ଲୋକ ହିଁ ଏଠି ରହିବେ’

ବେଙ୍ଗାଲୁରୁ,୧୫।୨: କର୍ନାଟକରେ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଚାଲିଛି। କର୍ନାଟକ ରାଜନୀତିରେ ଅଷ୍ଟାଦଶ ଶତାବ୍ଦୀର ଶାସକ ଟିପୁ ସୁଲତାନ ଏକ ବଡ଼…