ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ

ଜଗତ୍‌ସିଂହପୁର ଅଫିସ,୨୪ା୧୨: ଜଗତ୍‌ସିଂହପୁର ବ୍ଲକ ଅନ୍ତର୍ଗତ ଅଳା ଗ୍ରାମର ସ୍ବାଧୀନତା ସଂଗ୍ରାମୀ ଯୋଗେନ୍ଦ୍ରନାଥ ମହାରଣା(୯୬)ଙ୍କ ଶୁକ୍ରବାର ଜନ୍ମମାଟିରେ ପରଲୋକ ଘଟିଛି। ମହାରଣା ୧୯୨୩ରେ ଏହି ଗ୍ରାମରେ ଜନ୍ମଗ୍ରହଣ…

ଜାନୁୟାରୀରୁ ଦର ବଢ଼ାଇବ ମାରୁତି ସୁଜୁକି

ନୂଆଦିଲ୍ଲୀ,୨୪।୧୨: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ୍‌)ର ସମସ୍ତ ଯାନ (କାର୍‌)ର ଦର ବୃଦ୍ଧି ନେଇ ଘୋଷଣା କରାଯାଇଛି। ଏପରିକି ୨୦୨୩…

ପୂର୍ବତନ କର୍ମଚାରୀ ଗିରଫ

ଭୁବନେଶ୍ୱର, ୨୪।୧୨ (ବ୍ୟୁରୋ): ପାହାଳ ଥାନାସ୍ଥିତ କିଆ ମୋଟର୍ସ ଶୋ’ରୁମ୍‌ର ୱେବ୍‌ସାଇଟ୍‌ରୁ ଡାଟା ଚୋରି ଘଟଣାରେ ଭୁବନେଶ୍ୱର ସାଇବର କ୍ରାଇମ୍‌ ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ…

କରୋନା ମୃତକଙ୍କୁ ନେଇ ଚାଇନାର ଦାବି ଉପରେ ଉଠିଲା ପ୍ରଶ୍ନ, ଡିସେମ୍ବରର ସଂଖ୍ୟା ଚକିତ କରୁଛି

ବେଜିଂ,୨୪ ।୧୨: ଚାଇନାରେ କରୋନାର ସଂକ୍ରମଣ ଲଗାତାର ଜାରି ରହିଛି ହସ୍ପିଟାଲରେ ଯେଉଁଠି ସଂକ୍ରମିତ ରୋଗୀଙ୍କ ଲମ୍ବା ଲାଇନ ଲାଗିଛି ଏପଟେ ମୃତ୍ୟୁ ସଂଖ୍ୟା ବି ବେଳକୁ…

ଉଠା ଦୋକାନୀଙ୍କ ବିରୋଧ, ଆଜିଠାରୁ ଉଚ୍ଛେଦ ବନ୍ଦ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ବିଏମ୍‌ସି, ବିଡିଏ ଓ ପୋଲିସ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦକୁ ଜୋର୍‌ଦାର ବିରୋଧ କରିଛି ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ…

‘ଡିଗ୍ରୀ ପରେ ଶିକ୍ଷାର ପ୍ରୟୋଗାତ୍ମକ ପ୍ରକ୍ରିୟା ଆରମ୍ଭ ହୁଏ’

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଉତ୍କଳ ବିଶ୍ବବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ତଥା ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ…

ରାଜଧାନୀରେ ଏଣ୍ଟ୍ରି କଲା ଭାରତ ଯୋଡୋ ଯାତ୍ରା

ନୂଆଦିଲ୍ଲୀ,୨୪ ।୧୨: କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ଲଗାତାର ଜାରି ରହିଛି । ଏହି କ୍ରମରେ ଶନିବାର ୨୪ ଡିସେମ୍ବରରେ ଏହା ୧୦୮ ଦିନରେ ପହଞ୍ଚିଛି ।…

ଚନ୍ଦା କୋଚର ଗିରଫ

ନୂଆଦିଲ୍ଲୀ,୨୪।୧୨: ବ୍ୟାଙ୍କ ଋଣ ଦୁର୍ନୀତି ମାମଲାରେ ଆଇସିଆଇସିଆଇ ବ୍ୟାଙ୍କ୍‌ର ପୂର୍ବତନ ସିଇଓ ଚନ୍ଦା କୋଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚରଙ୍କୁ ସିବିଆଇ ଶୁକ୍ରବାର ଗିରଫ କରିଛି।…

ଯୁଦ୍ଧାବସାନ ଚାହାନ୍ତି ପୁଟିନ୍‌

ମସ୍କୋ/ଲଣ୍ଡନ,୨୪।୧୨: ୟୁକ୍ରେନ୍‌ ଯୁଦ୍ଧ ଶୀଘ୍ର ଶେଷ ହେବା ରୁଷିଆର ଲକ୍ଷ୍ୟ ବୋଲି ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଛନ୍ତି। ଯେକୌଣସିମତେ ଯେତେ ଶୀଘ୍ର ଯୁଦ୍ଧ ଶେଷ ହେବ ସେତେ…

ଜାଭେଦ ଅଖତର, ନସିରୁଦ୍ଦିନ ଶାହାଙ୍କ ସମେତ ୫୦ରୁ ଅଧିକ କଲେ ତାଲିବାନ ନିଷ୍ପତ୍ତିର ନିନ୍ଦା

ମୁମ୍ବାଇ,୨୪ ।୧୨: ଆଫଗାନିସ୍ତାନରେ ତାଲିବାନ ସରକାରଙ୍କ ପକ୍ଷରୁ ମହିଳାଙ୍କୁ ବିଶ୍ୱବିଦ୍ୟାଳୟ ଯିବାକୁ ବାରଣ କରାଯାଉଥିବା ନିଷ୍ପତ୍ତିକୁ ସାରା ବିଶ୍ୱରେ ବିରୋଧ କରାଯିବା ସହ ନିନ୍ଦା କରାଯାଉଛି ।…