ଭାଜପା ପାଇଁ ଆମ କବାଟ ସବୁ ଦିନ ଲାଗି ବନ୍ଦ: ଆରଏଲଡି…

ନୂଆଦିଲ୍ଲୀ,୧୪।୨ : ରାଷ୍ଟ୍ରୀୟ ଲୋକ ଦଳ(ଆରଏଲଡି) ଅଧ୍ୟକ୍ଷ ଜୟନ୍ତ ଚୌଧୁରୀ କହିଛନ୍ତି ଯେ ୨୦୨୪ ଲୋକସଭା ନିର୍ବାଚନରେ ଭାଜପା ସହ ମେଣ୍ଟ ହେବାର କୌଣସି ସମ୍ଭାବନା ନାହିଁ।…

ଆଦାନୀ ପ୍ରସଙ୍ଗରେ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କଲେ ଶାହା, କହିଲେ ବିରୋଧୀ କେବଳ ହୋହଲ୍ଲା କରୁଛନ୍ତି…

ନୂଆଦିଲ୍ଲୀ,୧୪।୨ : ଆଦାନୀ ପ୍ରସଙ୍ଗରେ ଭାଜପା ସରକାରଙ୍କ ବିରୋଧରେ ବିରୋଧୀଦଳଙ୍କ ପକ୍ଷରୁ ବହୁ ଅଭିଯୋଗ କରାଯାଉଛି। ଏହି ପ୍ରସଙ୍ଗରେ ଦେଶର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପ୍ରଥମ ଥର…

ହାର୍ଦ୍ଦିକଙ୍କ ପୂର୍ବରୁ ଏହି ଅଭିନେତାଙ୍କୁ ଡେଟ୍‌ କରୁଥିଲେ ନତାଶା, ଚମକାଇବ ବ୍ରେକ୍‌ଅପ୍‌ର କାରଣ…

ନୂଆଦିଲ୍ଲୀ,୧୪।୨: ଦ୍ୱିତୀୟ ଥର ଲାଗି ବିବାହ କରିବାକୁ ଯାଉଛନ୍ତି ଭାରତୀୟ ଟିମ୍‌ର ଷ୍ଟାର ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ମଡେଲ ନତାଶା ଷ୍ଟେନ୍‌କୋଭିକ୍‌ଙ୍କ ସହ ମଙ୍ଗଳବାର(ଫେବୃୟାରୀ ୧୪)ରେ ସେ…

ଫାଟିଲା ବସ୍‌ ଚକା, ୧୫ ଗୁରୁତର

ଫୁଲବାଣୀ ଅଫିସ,୧୪।୨: ମୁନିଗୁଡାରୁ ଫୁଲବାଣୀ ଆସୁଥିବା ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କନ୍ଧମାଳ ଜିଲା କୋଟଗଡ଼ ଥାନା ଅନ୍ତର୍ଗତ ପଣ୍ଡାଇର୍ପି ମୁଣ୍ଡାସାହିରେ ଏହି ଦୁର୍ଘଟଣା…

ବିଜୟନଙ୍କ ସରକାର ପକେଟମାରଙ୍କଠାରୁ ବି ହୀନ: ବିରୋଧୀ ଦଳ ନେତା…

ଥିରୁଭାନନ୍ତପୁରମ୍‌,୧୪।୨ : କେରଳ ବିଧାନସଭାରେ ବିରୋଧୀଦଳର ନେତା ଭି ଡି ସାତିଶନ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନଙ୍କ ନେତୃତ୍ୱାଧୀନ ବାମପନ୍ଥୀ ସରକାରଙ୍କ ଇନ୍ଧନ ବନ୍ଦ କରିବା ନିଷ୍ପତ୍ତିକୁ…

ପରଦାରେ ହିଟ୍‌ ଥିଲା ଯୋଡ଼ି, ହେଲେ ଗୋଟିଏ ଝଟ୍‌କାରେ ମାଧୁରୀ ନେଇଥିଲେ ବଡ଼ ନିଷ୍ପତ୍ତି; ଜାଣିଲେ…

ବମ୍ବେ: ଏକ ସମୟରେ ବଡ଼ ପରଦାର ହିଟ୍‌ ଯୋଡ଼ିଙ୍କ ମଧ୍ୟରେ ଗଣା ହେଉଥିଲେ ଅଭିନେତା ଅନିଲ କପୁର ଏବଂ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ। ଉଭୟଙ୍କ ଚଳଚ୍ଚିତ୍ର ରିଲିଜ…

ଖାଇବର ପସ୍ତୁନ ଖ୍ବାରେ ପାକିସ୍ତାନୀ ସୈନ୍ୟଙ୍କ ସର୍ଚ୍ଚ ଅପରେଶନ: ୭ ଟିଟିପି ଆତଙ୍କବାଦୀ ମୃତ…

ଇସଲାମାବାଦ,୧୪।୨ : ପାକିସ୍ତାନର ଖାଇବର ପସ୍ତୁନ ଖ୍ବାରେ ସୈନ୍ୟ ବାହିନୀ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି। ଇତିମଧ୍ୟରେ ଏନକାଉଣ୍ଟରରେ ତେହେରିକ-ଇ-ତାଲିବାନ…

୬୧ ବର୍ଷରେ ବି ବେଶ ରୋମାଣ୍ଟିକ ସୁନୀଲ, ଭ୍ୟାଲେଣ୍ଟାଇନ୍‌ ଡେ’ରେ…

ବମ୍ବେ: କଥାରେ ଅଛି ପ୍ରକୃତ ପ୍ରେମ ଜୀବନରେ ଥରେ ହୋଇଥାଏ। ବହୁତ କମ୍‌ କଳାକାର ଅଛନ୍ତି ଯେଉଁମାନେ କି ନିଜର ସାଥୀଙ୍କୁ ଜୀବନସାଥୀ କରିବାରେ ସଫଳ ହୋଇଛନ୍ତି।…

ଇକ୍ୱାଟୋରିଆଲ ଗିନିରେ ମାରବର୍ଗ ଭାଇରସ ଆତଙ୍କ, କରୋନାଠାରୁ ଅଧିକ ବିପଜ୍ଜନକ…

ମାଲାବୋ,୧୪।୨ : ମାରବର୍ଗ ଭାଇରସ ଆଫ୍ରିକୀୟ ଦେଶ ଇକ୍ୱାଟୋରିଆଲ ଗିନିରେ ଆତଙ୍କ ସୃଷ୍ଟି କରିଛି। ଏହା କରୋନା ଅପେକ୍ଷା ଅଧିକ ବିପଜ୍ଜନକ ବୋଲି କୁୁହାଯାଉଛି। ଏହାର ସଂକ୍ରମଣ…

ଚାଇନାର ଗୁପ୍ତଚର କ୍ଷମତା ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ବାଇଡେନଙ୍କ ନିର୍ଦ୍ଦେଶ…

ଓ୍ବାଶିଂଟନ,୧୪।୨ : ବାୟୁମଣ୍ଡଳରେ ଗୁପ୍ତଚର ବେଲୁନ ଏବଂ ସନ୍ଦେହଜନକ ଜିନିଷ ଦେଖାଯିବା ପରେ ଆମେରିକା ସରକାର ଅତ୍ୟନ୍ତ ସତର୍କ ହୋଇଯାଇଛନ୍ତି। ବିପଦକୁ ଅନୁଭବ କରି ରାଷ୍ଟ୍ରପତି ଜୋ…