ଓଡ଼ିଶା ବାଳିକାଙ୍କୁ ରୌପ୍ୟ

ଭୁବନେଶ୍ୱର, ୨୩।୧୨(ସ୍ପୋଟର୍‌ସ ବ୍ୟୁରୋ):ଜାତୀୟ ସବ୍‌ଜୁନିୟର ମହିଳା ରଗ୍‌ବୀ ଚାମ୍ପିୟନଶିପରେ ଓଡ଼ିଶା ବାଳିକା ଦଳକୁ ମିଳିଛି ରୌପ୍ୟ ପଦକ। ଗୁଜରାଟରେ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟ ଗୁରୁବାର ଉଦ୍‌ଯାପିତ ହୋଇଥିଲା।…

ପରାଜୟ ଆଶଙ୍କାରେ ଓଡ଼ିଶା

ଭୁବନେଶ୍ୱର, ୨୩।୧୨(କ୍ରୀଡ଼ା ପ୍ରତିନିଧି):ଡେରାଡୁନରେ ଚାଲିଥିବା ଉତ୍ତରାଖଣ୍ଡ ବିପକ୍ଷ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ପରାଜୟ ଆଶଙ୍କାରେ ପଡ଼ିଛି। ପ୍ରଥମ ଇନିଂସରେ ଓଡ଼ିଶା ୨୧୩ ରନ କରିଥିବାବେଳେ…

ସଜେଇ ହେଉଛି ତାଳବଣିଆ ପଡ଼ିଆ

ପୁରୀ ଅଫିସ,୨୩ା୧୨: ଚଳିତ ମାସ ୨୬ ତାରିଖରେ ବିଜୁ ଜନତା ଦଳ (ବିଜେଡି) ୨୫ ବର୍ଷରେ ପଦାର୍ପଣ କରିବାକୁ ଯାଉଛି। ୨୦୨୪ରେ ସାଧାରଣ ନିର୍ବାଚନ ଥିବାରୁ ବିଜେଡି…

ଆଜି ଆଇପିଏଲ୍‌ ନିଲାମି

ନୂଆଦିଲ୍ଲୀ,୨୩ା୧୨: ମାର୍ଚ୍ଚ ମାସ ସୁଦ୍ଧା ଟି୨୦ କ୍ରିକେଟ ମହାକୁମ୍ଭ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆରମ୍ଭ ହେବ। ଟୁର୍ନାମେଣ୍ଟ ପୂର୍ବରୁ ଶୁକ୍ରବାର ଅନୁଷ୍ଠିତ ହେବ ମିନି ଅକ୍ସନ(ନିଲାମି)।…

ଶ୍ରୀମନ୍ଦିରରେ ହୋଇପାରୁନି ସ୍ବତନ୍ତ୍ର ର଼୍ୟାମ୍ପ

ପୁରୀ ଅଫିସ,୨୩ା୧୨: ଦିବ୍ୟାଙ୍ଗ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବାରେ ହଇରାଣ ହେଉଛନ୍ତି। ତେଣୁ ସେମାନଙ୍କ ନିମନ୍ତେ ସ୍ବତନ୍ତ୍ର ର଼୍ୟାମ୍ପ ବ୍ୟବସ୍ଥା କରାଯିବାକୁ ସାଧାରଣରେ ଦାବି…

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୨୩।୧୨:କ୍ରମାଗତ ୩ୟ ଦିନ ଲାଗି ଷ୍ଟକ୍‌ ବଜାର କାରବାର ହ୍ରାସ ପାଇଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟଦିବସ (ଷ୍ଟକ୍‌ ବଜାର)ର ଫଳାଫଳ ଅନୁଯାୟୀ ଶେୟାର ବଜାରର…

ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ‘ସ୍ପ୍ଲାସ୍‌’ର ଶୁଭାରମ୍ଭ

ନୂଆଦିଲ୍ଲୀ,୨୩।୧୨:ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ୭ରୁ ୧୪ ବର୍ଷ ବୟସର ପିଲାଙ୍କ ପାଇଁ ଏକ ସର୍ବଭାରତୀୟ କଳା, ହସ୍ତକଳା ଓ ସାହିତ୍ୟ ପ୍ରତିଯୋଗିତା ‘ସ୍ପ୍ଲାସ୍‌’ ର ଶୁଭାରମ୍ଭ କରାଯାଇଛି।…

ମାଷ୍ଟର ସେଫ୍‌ ଇଣ୍ଡିଆରେ ଓଡ଼ିଶାରୁ ଅବିନାଶ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଜାନୁୟାରୀ ୨ରୁ ମାଷ୍ଟର ସେଫ୍‌ ଇଣ୍ଡିଆ ଶୋ’ ଆରମ୍ଭ ହେବ। ପୂର୍ବରୁ ଓଡ଼ିଶାରୁ ଅନେକେ ଏଥିରେ ଅଂଶଗ୍ରହଣ କରି ବିଜେତା ହୋଇଛନ୍ତି। ଚଳିତବର୍ଷ ଏହି ଜାତୀୟ…

ଡ.ସୁଭାଷ ଚନ୍ଦ୍ର ନାୟକଙ୍କୁ ‘ଶିକ୍ଷାବିକାଶ ସମ୍ମାନ’

ଭୁବନେଶ୍ୱର,୨୩।୧୨:ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ନିସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ପ୍ରତିଷ୍ଠାତା ଡ.ସୁଭାଷ ଚନ୍ଦ୍ର ନାୟକଙ୍କୁ ନିକଟରେ ‘ଶିକ୍ଷାବିକାଶ ସମ୍ମାନ’ ସମ୍ମାନିତ କରାଯାଇଛି। ଖୋର୍ଦ୍ଧା ଜିଲା…

‘ଶକ୍ତି ସଂରକ୍ଷଣକୁ ଗୁରୁତ୍ୱାରୋପ’

କଟକ,୨୩।୧୨:ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ‘ଶକ୍ତି ସଂରକ୍ଷଣ’ ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ଏପରିକି ଟିପିସିଓଡିଏଲ୍‌ର କର୍ମଚାରୀ, ଭେଣ୍ଡର ଏବଂ ଗ୍ରାହକମାନଙ୍କ ମଧ୍ୟରେ…