ଏଭଳି ଗାଁ, ଯେଉଁଠି ନିଜର ନିୟମ ଚାଲେ

କୁଲୁ: ଭାରତରେ ଏପରି ଏକ ସ୍ଥାନ ଅଛି, ଯେଉଁଠାରେ ପାର୍ଲାମେଣ୍ଟ ନିୟମ କାମ କରୁନାହିଁ। ଏହି ସ୍ଥାନ ହିମାଚଳ ପ୍ରଦେଶରେ ଅଛି। ଏହି ଗାଁର ନିଜସ୍ବ ସମ୍ବିଧାନ…

ଜେଲରେ ମୃତ୍ୟୁ ହେଲେ ସମ୍ପର୍କୀୟଙ୍କୁ ମିଳିବ କ୍ଷତିପୂରଣ

ଭୁବନେଶ୍ୱର,୧୪ା୨(ବ୍ୟୁରୋ):ଜେଲ ଅନ୍ତେବାସୀଙ୍କ କୌଣସି କାରଣରୁ ମୃତ୍ୟୁ ହେଲେ ସେମାନଙ୍କର ନିକଟ ସମ୍ପର୍କୀୟଙ୍କୁ ରାଜ୍ୟ ସରକାର ଆର୍ଥିକ କ୍ଷତିପୂରଣ ପ୍ରଦାନ କରିବେ। ହାଇକୋର୍ଟ ଏବଂ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ…

ଜେଲ ଗଲେ ଦୁଇ ଏବିଭିପି ସଦସ୍ୟ

ଭୁବନେଶ୍ୱର,୧୪ା୨(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ପିଜି କାଉନ୍‌ସିଲ୍‌ ହଲ୍‌ରେ ସିଟିଜେନ୍ସ ଫୋରମ୍‌ ପକ୍ଷରୁ ସେମିନାର ଚାଲିଥିବାବେଳେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ର ସଦସ୍ୟମାନେ ଜେଏନ୍‌ୟୁ ପ୍ରଫେସର, କର୍ମକର୍ତ୍ତା ଓ…

ଜଳବାୟୁ ପରିବର୍ତ୍ତନରୁ ରକ୍ଷା କରିବ ଚନ୍ଦ୍ର ଧୂଳି

ଓ୍ବାଶିଂଟନ୍‌: ଚନ୍ଦ୍ରରେ ଉଡ଼ୁଥିବା ଧୂଳି ପୃଥିବୀକୁ ଜଳବାୟୁ ପରିବର୍ତ୍ତନରୁ ରକ୍ଷା କରିବାରେ ସହାୟକ ହୋଇପାରେ ବୋଲି ବୈଜ୍ଞାନିକମାନେ କହିଛନ୍ତି। ସେମାନଙ୍କ ମତରେ ଚନ୍ଦ୍ର ପୃଷ୍ଠର ଧୂଳି ମହାକାଶକୁ…

୧୫ରୁ କ୍ଷେତ୍ର ପରିଦର୍ଶନରେ ଯିବେ ଟ୍ରିବ୍ୟୁନାଲ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ମହାନଦୀ ଜଳ ବିବାଦ ମାମଲାର ଫଇସଲା ପାଇଁ ଆସନ୍ତା ମାର୍ଚ୍ଚ ୧୫ରୁ ସପ୍ତାହେ ଧରି କ୍ଷେତ୍ର ପରିଦର୍ଶନରେ ଯିବେ ଟ୍ରିବ୍ୟୁନାଲ। ଏନେଇ ସୋମବାର ମହାନଦୀ ଜଳ…

ଚତୁର୍ଥୀରେ ନବଦମ୍ପତିଙ୍କ ମୃତ୍ୟୁ

ଗୋପାଳପୁର,୧୪ା୨(ଡି.ଏନ.ଏ.):ଚାରିଦିନ ଦିନ ପୂର୍ବେ ପଡ଼ିଥିଲା ହାତଗଣ୍ଠି। ପାଦରୁ ଅଳତା ଲିଭିନି। ଘରୁ ମଧ୍ୟ ବିଦା ହୋଇନାହାନ୍ତି ବନ୍ଧୁବାନ୍ଧବ। ହେଲେ ଚତୁର୍ଥୀ ଦିନରେ ଲିଭିଗଲା ନବ ଦମ୍ପତିଙ୍କ ଜୀବନ…

ମାଗଣାରେ ବ୍ୟବହାର କରିହେବ ସରକାରୀ ଶୌଚାଳୟ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ରାଜ୍ୟର ସବୁ ସହରରେ ସର୍ବସାଧାରଣଙ୍କ ନିମନ୍ତେ ଉଦ୍ଦିଷ୍ଟ ଥିବା ସରକାରୀ ଶୌଚାଳୟଗୁଡ଼ିକୁ ଲୋକମାନେ ଏଣିକି ମାଗଣାରେ ଉପଯୋଗ କରିପାରିବେ। ଏଥିପାଇଁ ଲୋକଙ୍କୁ ଆଉ କୌଣସି ଅର୍ଥ…

ବିଓଏମ୍‌ର ୩ୟ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୧୪।୨: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌) ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ୩ୟ…

ରିମାଣ୍ଡ ଶେଷ, ଜେଲ ଗଲେ ଗୋପାଳ

ବ୍ରଜରାଜନଗର, ୧୪ା୨(ଡି.ଏନ.ଏ.): ରିମାଣ୍ଡ ଅବଧି ସରିବା ପରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଅଭିଯୁକ୍ତ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସଙ୍କୁ କ୍ରାଇମ୍‌ବ୍ରାଞ୍ଚ ସୋମବାର ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି…

ଆର୍‌ବିଆଇ ପକ୍ଷରୁ ଆର୍ଥିକ ସାକ୍ଷରତା ସପ୍ତାହ

ଭୁବନେଶ୍ୱର,୧୪।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ସୋମବାର ଆର୍ଥିକ ସାକ୍ଷରତା ସପ୍ତାହ-୨୦୨୩ର ଆୟୋଜନ କରାଯାଇଥିଲା। ଏପରିକି ଚଳିତ ବର୍ଷର ଆର୍ଥିକ ସାକ୍ଷରତା…