ମାଗଣାରେ ବ୍ୟବହାର କରିହେବ ସରକାରୀ ଶୌଚାଳୟ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ରାଜ୍ୟର ସବୁ ସହରରେ ସର୍ବସାଧାରଣଙ୍କ ନିମନ୍ତେ ଉଦ୍ଦିଷ୍ଟ ଥିବା ସରକାରୀ ଶୌଚାଳୟଗୁଡ଼ିକୁ ଲୋକମାନେ ଏଣିକି ମାଗଣାରେ ଉପଯୋଗ କରିପାରିବେ। ଏଥିପାଇଁ ଲୋକଙ୍କୁ ଆଉ କୌଣସି ଅର୍ଥ…

ବିଓଏମ୍‌ର ୩ୟ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୧୪।୨: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌) ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ୩ୟ…

ରିମାଣ୍ଡ ଶେଷ, ଜେଲ ଗଲେ ଗୋପାଳ

ବ୍ରଜରାଜନଗର, ୧୪ା୨(ଡି.ଏନ.ଏ.): ରିମାଣ୍ଡ ଅବଧି ସରିବା ପରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଅଭିଯୁକ୍ତ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସଙ୍କୁ କ୍ରାଇମ୍‌ବ୍ରାଞ୍ଚ ସୋମବାର ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି…

ଆର୍‌ବିଆଇ ପକ୍ଷରୁ ଆର୍ଥିକ ସାକ୍ଷରତା ସପ୍ତାହ

ଭୁବନେଶ୍ୱର,୧୪।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ସୋମବାର ଆର୍ଥିକ ସାକ୍ଷରତା ସପ୍ତାହ-୨୦୨୩ର ଆୟୋଜନ କରାଯାଇଥିଲା। ଏପରିକି ଚଳିତ ବର୍ଷର ଆର୍ଥିକ ସାକ୍ଷରତା…

ହାଇକୋର୍ଟରେ ରାଜ୍ୟର ୩ ଡଙ୍ଗାବୁଡ଼ି ମାମଲା: ଏକତ୍ର ଶୁଣାଣି ପାଇଁ ନିର୍ଦ୍ଦେଶ

କଟକ ଅଫିସ,୧୪ା୨:ହାଇକୋର୍ଟରେ ବିଚାରାଧୀନ ଥିବା ଓଡ଼ିଶାରେ ସଂଘଟିତ ୩ଟି ଡଙ୍ଗାବୁଡ଼ି ମାମଲାର ଏକତ୍ର ଶୁଣାଣି ପାଇଁ ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଡ. ଏସ୍‌.…

ରବି ନନ୍ଦ ଅସୁସ୍ଥ

ଜୟପୁର, ୧୪।୨(ନି.ପ୍ର.):ପୂର୍ବତନ ଗଣଶିକ୍ଷା ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବି ନାରାୟଣ ନନ୍ଦ ଅସୁସ୍ଥ ହୋଇଛନ୍ତି। ତାଙ୍କୁ ପ୍ରଥମେ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

ଜୟପୁରରେ ସ୍ମାର୍ଟ ବଜାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ

ଭୁବନେଶ୍ୱର,୧୪।୨: ରିଲାଏନ୍ସ ରିଟେଲରର ପ୍ରମୁଖ ସଂସ୍ଥା ‘ସ୍ମାର୍ଟ ବଜାର’ର ଆଉ ଏକ ଏକ୍ସକ୍ଲୁସିଭ ଆଉଟଲେଟ ଓଡ଼ିଶା ବଜାରରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କୋରାପୁଟ ଜିଲା ଜୟପୁରର ରାଜାନଗର…

ୟୁଏଫ୍‌ଓ: ଆମେରିକା-ଚାଇନା ମୁହାଁମୁହିଁ

ଓ୍ବାଶିଂଟନ୍‌/ବେଜିଂ ୧୪ା୨:ରହସ୍ୟଜନକ ଉଡ଼ନ୍ତା ବସ୍ତୁକୁ ନେଇ ବିଶ୍ୱର ଦୁଇ ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ଓ ଚାଇନା ମଧ୍ୟରେ ଆରୋପ ପ୍ରତ୍ୟାରୋପର ପର୍ବ ଆରମ୍ଭ ହୋଇଛି। ଆମେରିକା ୮…

ବିଓବି ପକ୍ଷରୁ ‘ଡିଜିଟାଲ ଋଣ’କର୍ମଶାଳା

ନୂଆଦିଲ୍ଲୀ,୧୪।୨: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ପକ୍ଷରୁ ନିକଟରେ ଏକ ଜାତୀୟ ସ୍ତରର କର୍ମଶାଳା ‘ଅଖିଳ ଭାରତୀୟ ହିନ୍ଦୀ ସମ୍ମିଳନୀ’ ପଞ୍ଜାବର ଅମୃତସରଠାରେ ଆୟୋଜିତ ହୋଇଯାଇଛି। ବିଶେଷକରି…

ଜାନୁୟାରୀରେ ୨,୯୮,୦୯୩ ୟୁନିଟ୍‌ ଘରୋଇ ପିଭି ବିକ୍ରି

ନୂଆଦିଲ୍ଲୀ, ୧୪।୨: ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସ ପରେ ଦେଶରେ ଘରୋଇ ଯାତ୍ରୀବାହୀ ଗାଡ଼ି (ପିଭି) ବିକ୍ରିରେ ବୃଦ୍ଧି ଘଟିଛି। ଏପରିକି ଯାତ୍ରୀବାହୀ ଗାଡ଼ି ପ୍ରତି…