ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ସ୍ବଚ୍ଛତା, ସମୟାନୁବର୍ତ୍ତିତା, ଅନ୍ଲାଇନ ସେବା ତଥା ‘ଇ-ଅବକାରୀ’ ନୀତି ପାଇଁ ରାଜ୍ୟ ଅବକାରୀ ବିଭାଗକୁ ସମ୍ମାନଜନକ ‘ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର’ ନିମନ୍ତେ ଚୟନ କରାଯାଇଛି।…
ଭୁବନେଶ୍ୱର,୨୩।୧୨:ରାଜ୍ୟର ପ୍ରମୁଖ ଘରୋଇ ଓଡ଼ିଆ ଚ୍ୟାନେଲ ଜୀ-ସାର୍ଥକ ପକ୍ଷରୁ ନୂଆବର୍ଷ ଅବସରରେ ୨୪ଘଣ୍ଟିଆ ନନ୍ଷ୍ଟପ୍ ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରସାରଣ କରାଯିବ। ଏପରିକି ଦର୍ଶକଙ୍କ ପାଇଁ ନୂଆ ବର୍ଷରେ…
ନୂଆଦିଲ୍ଲୀ,୨୩।୧୨:ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍ (ଆର୍ଆଇଏଲ୍) ଗ୍ରୁପ୍ର ପ୍ରମୁଖ କମ୍ପାନୀ ରିଲାଏନ୍ସ ରିଟେଲ ଲିମିଟେଡ୍ (ଆର୍ଆର୍ଏଲ୍) ଆଉ ଏକ ଜାତୀୟସ୍ତରର ବ୍ରାଣ୍ଡ୍କୁ ଅଧିଗ୍ରହଣ…
ଓ୍ବାଶିଂଟନ୍, ୨୩।୧୨: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣକୁ ୧୦ ମାସରୁ ଊର୍ଦ୍ଧ୍ୱ ଦିନ ବିତିଯାଇଥିବାବେଳେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ବୁଧବାର ଆମେରିକା ଗସ୍ତ କରିଛନ୍ତି। ଜେଲେନ୍ସ୍କି…
ଜେରୁଜେଲମ୍,୨୩ା୧୨:ଇସ୍ରାଏଲ୍ର ବରିଷ୍ଠ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ନୂଆ ସରକାର ଗଢ଼ିବାରେ ସଫଳ ହୋଇଛନ୍ତି। ଏ ସମ୍ପର୍କରେ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିବୃତିରେ…
ଭୁବନେଶ୍ୱର,୨୩।୧୨ (ବ୍ୟୁରୋ): ପ୍ଲାଷ୍ଟିକ ସର୍ଜରି କ୍ଷେତ୍ରରେ ଭୁବନେଶ୍ୱର ଏମ୍ସକୁ ମିଳିଛି ଆଉ ଏକ ସଫଳତା। ସ୍ବତନ୍ତ୍ର ଡାକ୍ତରୀ ଟିମ୍ ୧୦ ଘଣ୍ଟାର ଅପରେଶନ ପରେ ଜଣେ ଯୁବତୀଙ୍କ…
କାଠମାଣ୍ଡୁ,୨୨ା୧୨:ବିକିନି କିଲର ଭାବେ ପରିଚିତ ସିରିଏଲ୍ କିଲର ଚାର୍ଲସ ଶୋଭରାଜଙ୍କୁ ମୁକ୍ତ କରିଦେବା ଲାଗି ନେପାଳ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ତାଙ୍କୁ ଛାଡ଼ିବା ଲାଗି ଜେଲ କର୍ତ୍ତୃପକ୍ଷ…
କାବୁଲ, ୨୩।୧୨:ଆଫଗାନିସ୍ତାନରେ ତାଲିବାନ ଶାସକ ଲୋକଙ୍କ ପାଇଁ ବୋଝ ସାଜିଛନ୍ତି। ବିଶେଷକରି ମହିଳା ଓ ଝିଅମାନଙ୍କ କ୍ଷେତ୍ରରେ ଏହି କଠୋରପନ୍ଥୀ ସରକାର ଅଧିକ କଡ଼ା ନିୟମ ଲାଗୁ…
ଭୁବନେଶ୍ୱର,୨୩।୧୨ (ବ୍ୟୁରୋ): ପ୍ରଫେସର ଗୋପବନ୍ଧୁ ମିଶ୍ର କଥାକାର ମନୋଜ ଦାସଙ୍କ ଉପନ୍ୟାସ ‘ଅମୃତ ଫଳ’ର ସଂସ୍କୃତ ଅନୁବାଦ ‘ଅମୃତ ଫଳମ୍’ ପାଇଁ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି।…
କଟକ ଅଫିସ, ୨୩ା୧୨:ହାତୀମୃତ୍ୟୁକୁ ଅତ୍ୟନ୍ତ ସମ୍ବେଦନଶୀଳ ଭାବେ ଗ୍ରହଣ କରିଛନ୍ତି ହାଇକୋର୍ଟ। ଗୁରୁବାର ଶୁଣାଣି ବେଳେ ହାଇକୋର୍ଟ ଶିମିଳିପାଳ ହାତୀ ମୃତ୍ୟୁ ମାମଲାରେ ଜଣେ ସାକ୍ଷୀ ଆତ୍ମହତ୍ୟା…