ଜଷ୍ଟିସ ନାଜିର ହେଲେ ରାଜ୍ୟପାଳ…

ନୂଆଦିଲ୍ଲୀ,୧୨।୨ : ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଏସ ଅବଦୁଲ ନାଜିରଙ୍କୁ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟର ପାଞ୍ଚ ଜଣିଆ ବେଞ୍ଚର…

୮୦ ଷ୍ଟଲରେ ହେଉଛି କିଣାବିକା

କେନ୍ଦୁଝର,୧୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା କାଳୀପଡ଼ିଆରେ ଦ୍ୱିତୀୟ ଓଡ଼ିଶା ଗ୍ରାମ୍ୟ ମେଳା ଉଦ୍‌ଘାଟିତ ହୋଇଯାଇଛି। ମେଳାର ଆବାହକ ସଞ୍ଜୟ ସାହୁଙ୍କ ସଭାପତିତ୍ୱରେ କେନ୍ଦୁଝରଗଡ଼ ପୌରପାଳିକା ଅଧ୍ୟକ୍ଷା ନିକୁ ସାହୁ ଉଦ୍‌ଘାଟନ…

ଗ୍ଲୋବାଲ ଜୈବ ଇନ୍ଧନ ପାଇଁ ଭାରତ, ବ୍ରାଜିଲ ଏବଂ ଆମେରିକା ମିଳିତ ଭାବେ କାର୍ଯ୍ୟ କରିବେ…

ନୂଆଦିଲ୍ଲୀ,୧୨।୨ :ଗ୍ଲୋବାଲ ଜୈବ ଇନ୍ଧନ ଆଲାଏନ୍ସ ଗଠନ ପାଇଁ ଭାରତ, ବ୍ରାଜିଲ ଏବଂ ଆମେରିକା ମିଳିତ ଭାବେ କାର୍ଯ୍ୟ କରିବେ। ଆସନ୍ତା କିଛି ମାସ ମଧ୍ୟରେ ଭାରତ,…

ସୋରିଷ କ୍ଷେତ ବୁଲି ଦେଖିଲେ ମୁଖ୍ୟ ଶାସନ ସଚିବ

ବାଲେଶ୍ୱର ଅଫିସ, ୧୨।୨: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର ଦୁଇ ଦିନିଆ ବାଲେଶ୍ୱର ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ସେ…

ରାଷ୍ଟ୍ରପତିଙ୍କୁ ଧାନରେ ନିର୍ମିତ କୋଣାର୍କ ମନ୍ଦିର ଉପହାର ଦେଲେ ଶିଳ୍ପୀ

ମହାକାଳପଡ଼ା,୧୨।୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲାଠାରେ ଥିବା ଏକ ସିମେଣ୍ଟ ପ୍ରଡକ୍ଟ କାରଖାନରେ ଜଣେ ମିସ୍ତ୍ରୀ ଭାବେ କାମ କରନ୍ତି ଯଶୋବନ୍ତ ମଲ୍ଲିକ ା…

ବ୍ରାଜିଲ ଫେରିବେ ବୋଲସୋନାରୋ, ଦେଲେ ସୂଚନା…

ବ୍ରାସିଲିଆ,୧୨।୨ : ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଜାୟର ବୋଲସୋନାରୋ କହିଛନ୍ତି ଯେ ଆସନ୍ତା ସପ୍ତାହରେ ସେ ବ୍ରାଜିଲକୁ ଫେରିବା ପାଇଁ ଚିନ୍ତା କରୁଛନ୍ତି। ଫ୍ଲୋରିଡାର ଏକ ଇଭାନେଜିକାଲ…

ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା ଅଭିଯୋଗ

ବାଲିକୁଦା,୧୧।୨(ସ୍ବ.ପ୍ର.): ବନ୍ଦର ସାମୁଦ୍ରିକ ଥାନା ଅଧୀନ ଫୁଲୁପାଟଣା ଗ୍ରାମର ସୁଜିତ ବେହେରାଙ୍କ ସ୍ତ୍ରୀ ଟୁକୁନିଙ୍କ ମୃତଦେହ ତାଙ୍କ ଶୋଇବା ଘରୁ ଶନିବାର ରାତିରେ ଜବତ ହୋଇଛି। ଅପରପକ୍ଷେ…

ଗୁଣବତ୍ତା ପରୀକ୍ଷାରେ ବିଫଳ,ଆମେରିକାରୁ ୩୪ ହଜାର ଭିଆଲ ବ୍ଲଡ ପ୍ରେସର ଔଷଧ ଫେରାଇ ଆଣିଲା ଭାରତ…

ନୂଆଦିଲ୍ଲୀ,୧୨।୨ : ଭାରତୀୟ ଫାର୍ମା କମ୍ପାନୀ ସନ ଫାର୍ମା ଆମେରିକାର ବଜାରରୁ ଏହାର ଏକ ଜେନେରିକ ଔଷଧର ୩୪ ହଜାର ଭିଆଲ ଫେରାଇ ଆଣିଛି। ଡିଲ୍ଟିଆଜେମ ହାଇଡ୍ରୋକ୍ଲୋରିଡ…

ଜାଭେଦ୍‌ ଅଲ୍ଲୀଙ୍କ ସଂଗୀତରେ ଝୁମିଲେ ଦର୍ଶକ

ଯାଜପୁର ଟାଉନ,୧୨।୨(ଡି.ଏନ.ଏ.): ଯାଜପୁର ଜିଲା ମହୋତ୍ସବର ୪ର୍ଥ ସନ୍ଧ୍ୟା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଲିଉଡ୍‌ ଓ ଓଲିଉଡ୍‌ କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।…

ଡାକ୍ତରଖାନାରେ ୪୦ଘଣ୍ଟା ପଡ଼ିରହିଲା ମୃତଦେହ

ରାଜନଗର,୧୨।୨(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବଙ୍ଗୀୟ ବହୁଳ ତାଳଚୁଆ ଅଞ୍ଚଳର ଜଣେ ବିବାହିତ ମହିଳାଙ୍କ ସନ୍ଦେହନକ ମୃତ୍ୟୁ ଘଟିଛି। ଇତିମଧ୍ୟରେ ୪୦ ଘଣ୍ଟା ବିତିଥିଲେ ମଧ୍ୟ ରାଜନଗର…