ସୁଖବିନ୍ଦର ସୁଖୁ କରୋନା ପଜିଟିଭ, କ୍ୟାବିନେଟ ସମ୍ପ୍ରସାରଣ ହେବ ବିଳମ୍ବ…

ଶିମଲା,୧୯।୧୨ : ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ କରୋନା ପଜିଟିଭ ହୋଇଛନ୍ତି। ସୁଖୁଙ୍କ ନମୁନା ପରୀକ୍ଷା ରିପୋର୍ଟ ରବିବାର ସନ୍ଧ୍ୟାରେ ଆସିଛି। ସେ କରୋନା…

ଶ୍ରମିକ ବଦଳରେ ମେଶିନରେ ହେଉଛି କାମ

ଗୋଲାମୁଣ୍ଡା,୧୯।୧୨(ଡି.ଏନ.ଏ.):ଶ୍ରମିକମାନେ କାମଧନ୍ଦା ନ ପାଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ବେଳେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅଧୀନ ନିର୍ମାଣ କାର୍ଯ୍ୟରେ ଶ୍ରମିକମାନଙ୍କୁ ନିୟୋଜିତ କରା ନ ଯାଇ ମେଶିନ…

ଗାଡ଼ି ଧକ୍କାରେ ୨ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କଲେ ଗ୍ରାମବାସୀ

କୋଟଗଡ଼,୧୯ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ସିରୁବାଲିଠାରେ ଆରକେଡି ଗାଡ଼ି ଦୁର୍ଘଟଣାରେ ରବିବାର ଦୁଇଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକ ଦ୍ୱୟ ହେଲେ ବଡ଼ଗାଁର ରାକେଶ ମଲିକ ଓ ରାଇକିଆ…

୨୦୨୪ ପୂର୍ବରୁ ବିଜେଡିରେ ଶାନ୍ତି ଫେରାଇବାକୁ ଭାସ୍କରଙ୍କ ଉଦ୍ୟମ

ରାୟଗଡ଼ା,୧୯ା୧୨(ସ୍ବ.ପ୍ର.):ରାୟଗଡ଼ା ଜିଲା ରାଜନୀତି ପୁଣି ସରଗରମ ହୋଇଛି। ଶନିବାର ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଭାସ୍କର ରାଓଙ୍କ ତତ୍ତ୍ୱାବଧାନରେ ଦଳ ପକ୍ଷରୁ…

ଥାଇଲାଣ୍ଡ ଯୁଦ୍ଧପୋତ ସମୁଦ୍ରରେ ବୁଡ଼ିଲା, ୩୧ ନିଖୋଜ-୭୫ ଉଦ୍ଧାର…

ବ୍ୟାଙ୍କକ,୧୯।୧୨ : ଥାଇଲାଣ୍ଡ ନୌସେନାର ଏକ ଯୁଦ୍ଧପୋତ ସମୁଦ୍ରରେ ବୁଡ଼ି ଯାଇଛି। ଏଥିରେ ୧୦୦ ରୁ ଅଧିକ ଲୋକ ଥିଲେ। ସେମାନଙ୍କ ମଧ୍ୟରୁ ୭୫ ଜଣଙ୍କୁ ଉଦ୍ଧାର…

ଭୂସୀମା ଉପରେ ନଜର ରଖିବା ପାଇଁ ନୌସେନାର ସହାୟତା ନେଉଛି ସ୍ଥଳସେନା…

ନୂଆଦିଲ୍ଲୀ,୧୯।୧୨ : ଚାଇନା ସହିତ ଲାଗି ରହିଥିବା ସୀମା ବିବାଦକୁ ନେଇ ଭାରତ ଏବେ ନିରନ୍ତର ନଜର ରଖିବା ପ୍ରଣାଳୀରେ ବୃଦ୍ଧି କରୁଛି। ଏଥିପାଇଁ ସେନା ମଧ୍ୟ…

ଦେଶରେ ୭.୨୦ ପ୍ରତିଶତ ଲୋକଙ୍କ ପାଖରେ ପାସପୋର୍ଟ, ଶୀଘ୍ର ଛୁଇଁବ ୧୦ କୋଟି…

ନୂଆଦିଲ୍ଲୀ,୧୯।୧୨ : ଦେଶର ୭.୨୦ ପ୍ରତିଶତ ନାଗରିକଙ୍କ ପାଖରେ ପାସପୋର୍ଟ ଅଛି। ଡିସେମ୍ବର ମଧ୍ୟଭାଗ ସୁଦ୍ଧା ୯.୬ କୋଟି ଲୋକଙ୍କ ପାସପୋର୍ଟ ତିଆରି ହୋଇସାରିଛି। ଏହି ପାସପୋର୍ଟଗୁଡ଼ିକ…

ପେଟେଣ୍ଟ ଅନୁମୋଦନ ସମୟ ସୀମା କମ କରିବାକୁ ଯୋଜନା କରୁଛନ୍ତି ସରକାର: ଅର୍ଥମନ୍ତ୍ରୀ…

ନୂଆଦିଲ୍ଲୀ,୧୯।୧୨ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ ପେଟେଣ୍ଟ ପାଇଁ ଦାଖଲ ହୋଇଥିବା ଆବେଦନଗୁଡିକର ଅନୁମୋଦନ ସମୟକୁ ଆହୁରି ହ୍ରାସ କରିବାକୁ କେନ୍ଦ୍ର ସରକାର ଉଦ୍ୟମ…

ସପ୍ତାହକ ପରେ ପୁଣି ଫେରିଲା ଶୀତ

ଦାରିଙ୍ଗବାଡି,୧୯।୧୨(ଡି.ଏନ.ଏ)- ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ପୁଣି ଶୀତ ଫେରିଛି। ସୋମବାର ସକାଳ ୮ଟା ସୁଦ୍ଧା ସର୍ବନିମ୍ମ ତାପମାତ୍ରା ୯ ଡିଗ୍ରୀ ରହିଥିବା…

ଛାତ୍ରଙ୍କୁ ଛାଡିଦେଲେ ଅପହରଣକାରୀ

ନୟାଗଡ ଅଫିସ୍‌/ଓଡଗାଁ, ୧୯।୧୨(ସ୍ବ.ପ୍ର.): କୁରାଳ ସୁବୁଦ୍ଧିସାହିର ୭ମ ଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର ନିଖୋଜ ଘଟଣାର ନୂଆମୋଡ। ଅମ୍ରିତଙ୍କୁ ପଡୋଶୀ ପଣ୍ଡିତ ସାହିର ଏକ ତାଲା ପକା…