କଟକ ଅଫିସ,୧୦ା୨: ସାର୍ବଜନୀନ ବାତଜ୍ୱର ଔଷଧ ସେବନ କାର୍ଯ୍ୟକ୍ରମ ନିମନ୍ତେ ଏକ ବୈଠକ ଜିଲା ସ୍ବାସ୍ଥ୍ୟ ବିଭାଗ ସଭାଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା କୀଟବାହିତ…
ବଲିଉଡ ଅଭିନେତା ସିଦ୍ଧାର୍ଥ ମଲହୋତ୍ରା ନିକଟରେ ଅଭିନେତ୍ରୀ କିଆରା ଆଡଭାନୀଙ୍କୁ ବିବାହ କରିଥିଲେ। ବିବାହ ପରେ ରାଜସ୍ଥାନର ଜୈସଲମିରରୁ ଦିଲ୍ଲୀ ଫେରିଥିଲେ। ବିମାନବନ୍ଦରରେ ସିଦ୍ଧାର୍ଥଙ୍କ ଘଣ୍ଟା ସମସ୍ତଙ୍କ…
କଣ୍ଟାପଡ଼ା,୧୦ା୨(ଡି.ଏନ୍.ଏ.): କଣ୍ଟାପଡ଼ା ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଏକ ମୂଲ୍ୟବାନ କଞ୍ଚା ଚାକୁଣ୍ଡା ଗଛ କାଟିବାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ହେଲେ ଏ ନେଇ ବିଭାଗୀୟ ଉଚ୍ଚ…
ବାରଙ୍ଗ,୧୦ା୨(ଡି.ଏନ୍.ଏ.): ମେଣ୍ଢାଶାଳ ଅଞ୍ଚଳରେ ବିଶୃଙ୍ଖଳା ତଥା ଡେରାସ ସରକାରୀ କୃଷି ଫାର୍ମରେ କାର୍ଯ୍ୟରତ ୬ଶହ କୃଷି ଶ୍ରମିକ ଓ କର୍ତ୍ତୃପକ୍ଷଙ୍କ ମଧ୍ୟରେ ବାରମ୍ବାର ବିଶୃଙ୍ଖଳିତ ପରିସ୍ଥିତିକୁ ଦୃଷ୍ଟିରେ…
ଭୁବନେଶ୍ୱର,୧୦ା୨ (ବ୍ୟୁରୋ): ଧାର ଟଙ୍କାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ଗୁରୁବାର ରାତିରେ ଅପହରଣ କରାଯିବା ଏବଂ ପରେ ଶହୀଦନଗର ଥାନା ପରିସରରେ ତାଙ୍କର ମୃତ୍ୟୁ ଘଟିବା…
କଳିଙ୍ଗନଗର,୧୦ା୨(ଡି.ଏନ.ଏ.):ଓଡ଼ିଶା ବିଦ୍ୟୁତ୍ ଶକ୍ତି ସଞ୍ଚାରଣ ନିଗମ(ଓପିଟିସିଏଲ)ର ଉଚ୍ଚ ଶକ୍ତିସମ୍ପନ୍ନ ୧୩୨ କେଭି ବିଦ୍ୟୁତ୍ ଖୁଣ୍ଟ ନିକଟରେ ଚଳିତଥର ବ୍ୟାସସରୋବର ମହୋତ୍ସବ ଆୟୋଜିତ ହେବାକୁ ନେଇ ଅନେକ ସମାଲୋଚନା…
ଯାଜପୁର ଅଫିସ,୧୦ା୨:ବିଜୁ ପଟ୍ଟନାୟକ ନ୍ୟାଶନାଲ ଷ୍ଟିଲ ଇନ୍ଷ୍ଟିଚ୍ୟୁଟ (ବିପିଏନଏସଆଇ)କୁ ଆନ୍ତର୍ଜାତୀକସ୍ତରର ମାନ୍ୟତା ମିଳିବା ଲକ୍ଷ୍ୟ ରଖାଯାଇଛି। ଏହି କ୍ରମରେ ୧ା୩ା୨୦୨୧ରେ ଉକ୍ତ ଅନୁଷ୍ଠାନକୁ ପୁରୀରୁ ଯାଜପୁର ଜିଲା…
ଭୁବନେଶ୍ୱର,୧୦।୨(ବ୍ୟୁରୋ):ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୩ ଲାଗି ଶୁକ୍ରବାରଠାରୁ ଅନ୍ଲାଇନ୍ ଆବେଦନ ଆରମ୍ଭ ହେବ। ଏହା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। ତେବେ ଓଜେଇଇ ପରୀକ୍ଷା…
ପଟ୍ଟାମୁଣ୍ଡାଇ,୧୦ା୨(ସ୍ବ.ପ୍ର.):ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍ଜିଟି) ବ୍ରାହ୍ମଣୀ ନଦୀ ଶର୍ଯ୍ୟାରୁ ବାଲି ମାଟି ଉଠାଣକୁ ନିଷିଦ୍ଧାଞ୍ଚଳ ଘୋଷଣା କରିଥିଲେ। ହେଲେ ଉକ୍ତ ସ୍ଥାନରୁ ଏବେ ଦୈନିକ ଶତାଧିକ ହାଇୱା…
ପୁରୁଣା ଭୁବନେଶ୍ୱର,୧୦।୨(ଡି.ଏନ୍.ଏ.): ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଶହ ଶହ ଏକର ଜମି ଏବେ ଚଞ୍ଚକତା ପୂର୍ବକ କିଣାବିକା ଜାରି ରହିଛି। ଶ୍ରୀଲିଙ୍ଗରାଜଙ୍କ ନୂଆ ଗାଁ ମୌଜାସ୍ଥିତ କୁଡ଼ୁଆ…