ଦିଲ୍ଲୀ ଉପରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ସୁପ୍ରମକୋର୍ଟଙ୍କ ନୋଟିସ: ମେୟର ନିର୍ବାଚନ ନେଇ ଜବାବ ତଲବ…

ନୂଆଦିଲ୍ଲୀ,୮।୨ : ସୁପ୍ରିମକୋର୍ଟ ଦିଲ୍ଲୀର ଉପରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ନୋଟିସ ଜାରି କରଛନ୍ତି। ନୋଟିସରେ ମେୟର ନିର୍ବାଚନ ସମ୍ପର୍କରେ ଜବାବ ତଲବ କରାଯାଇଛି। ଆମ ଆଦମୀ ପାର୍ଟିର ମେୟର…

ଗଛରେ ବାନ୍ଧି ପିଟିଲେ, ପରିସ୍ରା ପିଆଇଲେ: ଯୁବତୀଙ୍କୁ ଦେଖା କରିବାକୁ ଯାଇ ଧରାପଡ଼ିଥିଲେ ଯୁବକ

ଯୋଧପୁର, ୮।୨: ରାଜସ୍ଥାନ ଜାଲୋର ଜିଲାରେ ଜଣେ ଯୁବକଙ୍କୁ ଗଛରେ ବାନ୍ଧି ପିଟିବା ସହ ତାଙ୍କୁ ଜବରଦସ୍ତ ପରିସ୍ରା ପିଆଯାଇଥିବା ଘଟଣା ସାମ୍ନାକୁ ଆସିଛି। ଯୁବକ ଜଣକ…

ସର୍ବଭାରତୀୟ ସଫ୍ଟବଲ ପ୍ରତିଯୋଗିତା

ପୁରୀ ଅଫିସ,୮।୨: ତାଳବଣିଆସ୍ଥିତ ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ଚାଲିଥିବା ୪୪ତମ ସର୍ବଭାରତୀୟ ସଫ୍ଟବଲ ପ୍ରତିଯୋଗିତାର ମଙ୍ଗଳବାର ତୃତୀୟଦିନ ଉଭୟ ମହିଳା ଓ ପୁରୁଷ ବିଭାଗ ମଧ୍ୟରେ ସୁପର ଲିଗ୍‌…

ଓଡ଼ିଶା ଦଳ ଘୋଷିତ

ଭୁବନେଶ୍ୱର,୮।୨(ସ୍ପୋଟର୍‌ସ ବ୍ୟୁରୋ): ଦୃଷ୍ଟିବାଧିତଙ୍କ ପାଇଁ ଖେଳାଯାଉଥିବା ଜାତୀୟ ନାଗେଶ ଟ୍ରଫି ୨୦୨୨-୨୩ ପାଇଁ ମଙ୍ଗଳବାର ୧୬ ଜଣିଆ ଓଡ଼ିଶା ଦଳ ଘୋଷଣା କରାଯାଇଛି। ଅନ୍ତର୍ଜାତୀୟ କ୍ରିକେଟର ସୁଖରାମ…

ପୁରସ୍କାର ଦୌଡ଼ରେ ସିରାଜ, ଶୁବମନ

ଦୁବାଇ, ୮।୨ (ପି.ଟି.): ଜାନୁୟାରୀ ମାସରେ ଚମତ୍କାର ପ୍ରଦର୍ଶନ ପାଇଁ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ଦୌଡ଼ରେ ଭାରତ ପେସ୍‌ ବୋଲର ମହମ୍ମଦ ସିରାଜ…

ମହଙ୍ଗା ହେଲା ଇଏମଆଇ: ରେପୋ ରେଟ ୦.୨୫ ପ୍ରତିଶତ ବୃଦ୍ଧି କଲା ରିଜର୍ଭବ୍ୟାଙ୍କ…

ନୂଆଦିଲ୍ଲୀ,୮।୨ : ସାଧାରଣ ଲୋକ ପୁଣି ଥରେ ମହଙ୍ଗା ମାଡ଼ର ସମ୍ମୁଖୀନ ହେଉଛନ୍ତି। ଏବେ ଘର କିମ୍ବା କାର୍‌ ଋଣ କରି ଏହାର କିସ୍ତି ଦେବା ମହଙ୍ଗା…

ଜିଲାପାଳଙ୍କ ଅଫିସ ଆଗରେ ସାହାରା ଜମାକାରୀଙ୍କ ସତ୍ୟାଗ୍ରହ

ଛତ୍ରପୁର,୮।୨(ଡି.ଏନ.ଏ.): ସାହାରା ଓ ଅନ୍ୟାନ୍ୟ କମ୍ପାନୀ ଦ୍ବାରା କ୍ଷତିଗ୍ରସ୍ତ ଜମାକାରୀଙ୍କ ଜମାଧନର ରାଶି ତୁରନ୍ତ ଫେରସ୍ତ ଦାବିରେ ବୁଧବାର ଗଞ୍ଜାମ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଗଣ ସତ୍ୟାଗ୍ରହ…

ବିବାହ ବନ୍ଧନରେ କିଆରା -ସିଦ୍ଧାର୍ଥ

ଜୟପୁର: ବଲିଉଡ୍‌ ଅଭିନେତ୍ରୀ କିଆରା ଆଡଭାନୀ ଓ ସିଦ୍ଧାର୍ଥ ମାଲହୋତ୍ରା ମଙ୍ଗଳବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ରାଜସ୍ଥାନସ୍ଥିତ ଜୈସାଲମିରର ସୂର୍ଯ୍ୟଘାଟ ରିସୋର୍ଟରେ ଏହି ଭିଆଇପି ଓ୍ବେଡିଂ…

ଆସନ୍ତା ୨୩ରେ ଓଡ଼ିଶା ଆସିବେ ଅମିତ ଶାହା

ଭୁବନେଶ୍ୱର,୮।୨(ବ୍ୟୁରୋ): ଆସନ୍ତା ଫେବୃୟାରୀ ୨୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ଅବସରରେ ଅମିତ ଶାହା ଢେଙ୍କାନାଳର ବୁଥ୍‌ ସ୍ତରୀୟ ଯୋଗ…

୪୦ରୁ ଅଧିକ ଦେଶକୁ ଚାଇନା ପଠାଇଛି ଗୁପ୍ତଚର ବେଲୁନ, ଭାରତରେ ହୋଇଛି ଗୁପ୍ତଚରୀ…

ନୂଆଦିଲ୍ଲୀ,୮।୨ : ଚାଇନା ଗୁପ୍ତଚର ବେଲୁନ ବିଷୟରେ ଏକ ବଡ଼ ପର୍ଦ୍ଦାଫାଶ ହୋଇଛି। ଆମେରିକାର ଅଧିକାରୀମାନେ ଦାବି କରିଛନ୍ତି ଯେ ଚାଇନା କେବଳ ଆମେରିକା ଏବଂ ଭାରତରେ…