ଇକୋ ଟଏଲେଟ ନିର୍ମାଣ ପରେ ତାଲା ଖୋଲୁନି

ପଟ୍ଟାମୁଣ୍ଡାଇ,୫ ।୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ସ୍ବଚ୍ଛ ଭାରତ ମିଶନରେ ସାମିଲ କରିବା ଲକ୍ଷ୍ୟରେ ସହରାଞ୍ଚଳରେ ୨୦ଟି ଇକୋ ଟଏଲେଟ ନିର୍ମାଣ କରାଯାଇଛି। ଏଥିଲାଗି ୧…

ଆବାସ ଯୋଜନାରେ ଅନିୟମିତତା: ବ୍ଲକ ଘେରାଉ

ଏରସମା/କୁଜଙ୍ଗ/ବିରିଡି/ବାଲିଆ/ରଘୁନାଥପୁର/ନାଉଗାଁ, ୪ା୨(ସ୍ବ.ପ୍ର./ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନୟମିତତା ହୋଇଥିବା ଅଭିଯୋଗ କରି ଶବିବାର ଭାଜପା ପକ୍ଷରୁ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ବ୍ଲକରେ ଘେରାଉ କରାଯାଇ ବିଡିଓଙ୍କୁ ଦାବି ପତ୍ର…

ବାଇକ୍‌ ଆରୋହୀଙ୍କୁ ୬ କି.ମି. ଘୋଷାରି ନେଲା ଟ୍ରକ୍‌

ସୋନପୁର,୫।୨(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଲଛିପୁର ଥାନା ଅଞ୍ଚଳରେ ଶନିବାର ଛାତି ଥରାଇଲା ଭଳି ଦୁର୍ଘଟଣା ଘଟିଛି। ଅର୍ଜୁନପୁର-ବୁର୍ଡା ରାସ୍ତାର ପଣ୍ଡକିଟାଲ ଛକ ନିକଟରେ ଏହି ଘଟଣା ଘଟିଛି। ଟ୍ରକ୍‌…

ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶାରଫଙ୍କ ପରଲୋକ…

ଦୁବାଇ,୫।୨ : ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶାରଫଙ୍କ ପରଲୋକ ଘଟିଛି। ଦୁବାଇର ଏକ ହସ୍ପିଟାଲରେ ସେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ…

ଯାତ୍ରା ସମରରେ ସାଇ ସମ୍ରାଟ, ସ୍ବର୍ଣ୍ଣ ମନ୍ଦିର

ଭୁବନେଶ୍ୱର,୫।୨(ବ୍ୟୁରୋ): ଖଣ୍ଡଗିରି କୁମ୍ଭମେଳା ଅବସରରେ ଚାଲିଥିବା ଯାତ୍ରା ମହାସମର ଧୀରେ ଧୀରେ ଜମୁଛି। ରେକର୍ଡ ଡ଼୍ୟାନ୍ସ ସହ ଖଳନାୟକର ଛାତି ଥରା ସଂଳାପ ରାତିର ନିରବତା ଭାଙ୍ଗୁଛି। ଯାତ୍ରାଶ୍ରୀ…

ଏଏପି ଲଢ଼ିବ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ: କଂଗ୍ରେସର ବଢ଼ିଲା ଚିନ୍ତା, ଗୁଜରାଟ ଭଳି ସ୍ଥିତି ହେବା ନେଇ ମନରେ ଛନକା…

ନୂଆଦିଲ୍ଲୀ,୫।୨ : ଆମ ଆଦମୀ ପାର୍ଟି ଏକ ବଡ ଘୋଷଣା କରିଛି। ଚଳିତ ବର୍ଷ ଶେଷରେ ହେବାକୁ ଥିବା ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି…

ଡ୍ରେନ୍‌ ପୋତିଲେ ବିଲ୍‌ଡର, ଘଣ୍ଟ ଘୋଡ଼ାଇଲା ବିଏମ୍‌ସି

ଭୁବନେଶ୍ୱର, ୫।୨ (ବ୍ୟୁରୋ): ଜବରଦଖଲ ସମୟରେ ବିଏମ୍‌ସି କାମ ବନ୍ଦ କରୁନାହିଁ କି କାର୍ଯ୍ୟାନୁଷ୍ଠାନ ନେଉନାହିଁ। କିନ୍ତୁ ଜବରଦଖଲକୁ ଉଚ୍ଛେଦ ପାଇଁ ଅଧିକାରୀମାନେ ଲୋକଙ୍କ ଟଙ୍କାକୁ ପାଣିଭଳି ବୁହାଇ…

୨ମାସ ବିତିଲା, ଘୋଷଣା ହୋଇନି ଅନୁଦାନ

ଖୋର୍ଦ୍ଧା ଅଫିସ,୫।୨: ରାଜ୍ୟର ଐତିହାସିକ ସ୍ଥଳ, ମନ୍ଦିର, ଶକ୍ତିପୀଠ ଆଦିର ଉନ୍ନତି ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ.…

ଏସୀୟ ଜୁଜୁଟ୍‌ସୁ: ଚୟନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ଅନୁପମା

ଭୁବନେଶ୍ୱର,୫ା୨(ସ୍ପୋଟର୍‌ସ ବ୍ୟୁରୋ): ଏସୀୟ ଜୁଜୁଟ୍‌ସୁ ପ୍ରତିଯୋଗିତା ପାଇଁ ଭାରତୀୟ ଦଳର ମନୋନୟନ ଶିବିରରେ ଅଂଶଗ୍ରହଣ କରିବେ ଓଡ଼ିଶାର ଅନୁପମା ସ୍ବାଇଁ। ରବିବାର ଦିଲ୍ଲୀର ପ୍ରୋ ଫାଇଟ୍‌ କ୍ଲବରେ…

ସକ୍ରିୟ ମାମଲା ୦.୦୧ ପ୍ରତିଶତ…

ନୂଆଦିଲ୍ଲୀ, ୫।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…