ପୁଣି ଠିକାଦାରଙ୍କୁ ଜେରା, ଡିଜିଟାଲ ଦସ୍ତାବିଜ୍‌ ଦାଖଲ ନିର୍ଦ୍ଦେଶ

ଭୁବନେଶ୍ୱର, ୯।୧୨ (ବ୍ୟୁରୋ):ବହୁଚର୍ଚ୍ଚିତ ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କୁ ମଙ୍ଗଳବାରଠାରୁ ୭ ଦିନିଆ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମାରାଥନ୍‌ ଜେରା କରୁଛି। ତେବେ ଜେରାବେଳେ ବହୁ…

ଖୋଲିଲା ରାଜମହଲ ବହୁତଳ କାର୍‌ ପାର୍କିଂ

ଭୁବନେଶ୍ୱର,୯।୧୨(ବ୍ୟୁରୋ):ରାଜମହଲ ନିକଟ ୟୁନିଟ-୨ସ୍ଥିତ ନୂତନ ବହୁତଳ କାର୍‌ ପାର୍କିଂକୁ ପରୀକ୍ଷାମୂଳକ ଭାବେ ଖୋଲାଯାଇଛି। ଗୁରୁବାର ସନ୍ଧ୍ୟାରେ ଏଠାରେ ଗାଡ଼ି ରଖିବାକୁ ସାଧାରଣ ଲୋକଙ୍କୁ ସୁଯୋଗ ମିଳିଛି। ନଭେମ୍ବର…

ବାଲି ଉଠାଣ ପାଇଁ ନଦୀପଠାରୁ ଗଛ କାଟିଦେଲେ

ପାଣିକୋଇଲି,୯ା୧୨(ଡି.ଏନ.ଏ.):ନଦୀରୁ ବାଲି ଉଠାଇବା ପାଇଁ ରାତାରାତି ମେଶିନ ସାହାଯ୍ୟରେ ଶତାଧିକ ଗଛ କାଟି, ପିଣ୍ଡି ଭାଙ୍ଗି ରାସ୍ତା ନିର୍ମାଣ କରାଯାଇଛି। ଏନେଇ ଯାଜପୁର ଜିଲା ପାଣିକୋଇଲି ଥାନାରେ…

କାଦୁଅରେ ଫସିଲେ ୨ ହାତୀ

ବାରିପଦା ଅଫିସ/ କୁଳିଅଣା,୯ା୧୨(ଡି.ଏନ.ଏ.):ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ କାଠରୁମା ଦେହୁରୀସାହିର ଏକ ପରିତ୍ୟକ୍ତ ଡଗ୍‌ୱେଲ ଭିତରେ ଖସି ପଡ଼ିଥିବା ୨ହାତୀ ଉଦ୍ଧାର ପାଇଛନ୍ତି। ଗ୍ରାମବାସୀ, ବନବିଭାଗ ଓ…

ଚିଲିକାରୁ ୧୦୫ ହେକ୍ଟର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ବାଲୁଗଁା,୯ା୧୨(ଡି.ଏନ୍‌.ଏ.):ଚିଲିକାକୁ ଘେରି ମୁକ୍ତ କରିବା ପାଇଁ ହାଇକୋର୍ଟ ଖୋର୍ଦ୍ଧା, ଗଞ୍ଜାମ ଓ ପୁରୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଗୁରୁବାର ଖୋର୍ଦ୍ଧା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ…

ପୋଷଣ ଅଭିଯାନକୁ ଫଳପ୍ରଦ କର: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର,୯ା୧୨(ବ୍ୟୁରୋ): ରାଜ୍ୟରେ ପୋଷଣ ଅଭିଯାନକୁ ପୂର୍ଣ୍ଣ ଫଳପ୍ରଦ କରିବା ପାଇଁ ପ୍ରଶାସନିକ ପ୍ରଚେଷ୍ଠା ଆରମ୍ଭ ହୋଇଛି। ଏଥିପାଇଁ ଲକ୍ଷ୍ୟଭେଦୀ ଏବଂ ସଂଯୋଜିତ କାର୍ଯ୍ୟକ୍ରମ ସ୍ଥିର କରିବାକୁ ମୁଖ୍ୟ…

ଆଜି ପିଟିସିରେ ପାସିଂ ଆଉଟ ପରେଡ୍‌

ଅନୁଗୋଳ ଅଫିସ, ୯ା୧୨:ଅନୁଗୋଳ ପୋଲିସ ଟ୍ରେନିଂ କଲେଜ(ପିଟିସି)ରେ ୬୦ ତମ ଏସ୍‌ଆଇ ବ୍ୟାଚ୍‌ର ଦୀକ୍ଷାନ୍ତ ସମାରୋହ ଶୁକ୍ରବାର ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ…

ଭାଜପାର ଐତିହାସିକ ବିଜୟ ପରେ ବଢିଲା ମୋଦିଙ୍କ ଲୋକପ୍ରିୟତା

ନୂଆଦିଲ୍ଲୀ,୯ ।୧୨: ଗୁଜରାଟ ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ମିଳିଥିବା ଐତିହାସିକ ବିଜୟ ପରେ ଅନ୍ତର୍ଜାତୀୟ ଗଣମାଧ୍ୟମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱକୁ ଜନସାଧାରଣଙ୍କ ଗ୍ରହଣୀୟତାର ସଙ୍କେତ…

ଶ୍ରୀକ୍ଷେତ୍ରରେ ଶ୍ରୀଉତ୍ସବ

ପୁରୀ ଅଫିସ, ୯ା୧୨:ପବିତ୍ର ମାର୍ଗଶିର ମାସ ଶେଷ ଗୁରୁବାର ପୁରୀରେ ଶ୍ରୀଉତ୍ସବ ପାଳିତ ହୋଇଛି। ଲକ୍ଷ୍ମୀପୁରାଣର ବିଶ୍ୱବ୍ୟାପୀ ପ୍ରଚାର ଓ ପ୍ରସାର କରିବା ଉଦ୍ଦେଶ୍ୟରେ ଶ୍ରୀମନ୍ଦିର ପଶ୍ଚିମଦ୍ୱାରସ୍ଥିତ…

ସୁରଟରେ ଓଡ଼ିଆ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା

ଭଞ୍ଜନଗର,୯।୧୨(ଡି.ଏନ.ଏ):ଗୁଜରାଟର ସୁରଟରେ ଜଣେ ଓଡ଼ିଆ ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟିଚିପି ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ଗୁରୁବାର ସେଠାରେ ଉତ୍ତେଜନା ଦେଖାଦେବା ସହ ପ୍ରବାସୀ ଓଡ଼ିଆମାନେ…