ମୁମ୍ବାଇ: ମହାରାଷ୍ଟ୍ରର ପାଲଘର ଜିଲା ଦାହାନୁ ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୋମବାର ବିଳମ୍ବିତ ରାତିରେ ମୁମ୍ବାଇ-ଅହମ୍ମଦାବାଦ ରାଜପଥରେ ଏକ କାର୍ -ବସ୍ ମୁହାଁମୁହିଁ ଧକ୍କା…
ଓ୍ବାଶିଂଟନ୍,୩୧।୧: ବିଶ୍ୱ ଏବଂ ଭାରତୀୟ ଅର୍ଥନୀତି ସମ୍ପର୍କରେ ମଙ୍ଗଳବାର ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛି। ଆଇଏମଏଫ ଅନୁଯାୟୀ,୨୦୨୩ରେ ବିଶ୍ୱର ଅଭିବୃଦ୍ଧି ପୂର୍ବ ତୁଳନାରେ…
ୱାଶିଂଟନ,୩୧ ।୧: ଆମେରିକାରେ ବରଫ ଝଡ଼ ଫଳରେ ବିମାନ ସେବା ଖୁବ୍ ପ୍ରଭାବିତ ହୋଇଛି । ଏଥିପାଇଁ ୧୦୦୦ରୁ ଅଧିକ ବିମାନ ଉଡାଣ ଉପରେ ଖରାପ ପ୍ରଭାବ…
ଓ୍ବାଶିଂଟନ୍/କିଭ୍,୩୧।୧: ଗତ ୧୧ ମାସ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ରୁଷିଆ ସହ ମୁକାବିଲା ପାଇଁ ୟୁକ୍ରେନ କ୍ରମାଗତ ଭାବରେ ପାଶ୍ଚାତ୍ୟ…
ମୁମ୍ବାଇ: ବଲିଉଡରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ଇଲିଆନା ଡିକ୍ରୁଜ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଅଭିନେତ୍ରୀ ହସ୍ପିଟାଲରୁ ସାଲାଇନ ବେଳେ କିଛି ଫଟୋ…
ନ୍ୟୁୟର୍କ,୩୧।୧: ଆମେରିକାରେ ଗୁଳିକାଣ୍ଡ ଘଟଣା ଥମିବାର ନାଁ ନେଉନାହିଁ। ଏଠାରେ ବିଭିନ୍ନ ସହରରୁ ଏଭଳି ଘଟଣା କ୍ରମାଗତ ଘଟୁଛି। ଏଥର ଫ୍ଲୋରିଡା ସହରରେ କିଛି ଦୁର୍ବୃତ୍ତ ଚଳନ୍ତା…
ରାଉରକେଲା ଅଫିସ,୩୧।୧: ରାଉରକେଲା ସରକାରୀ ମେଡିକାଲ (ଆର୍ଜିଏଚ୍)ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ୪ଶହ ଶଯ୍ୟା ବିଶିଷ୍ଟ ଏହି ଡାକ୍ତରଖାନାରେ ପ୍ରତିଦିନ ୫ଶହରୁ ଊର୍ଦ୍ଧ୍ୱ ରୋଗୀଙ୍କ ଚିକିତ୍ସା କରାଯାଉଛି।…
କୁଚିଣ୍ଡା,୩୧ା୧(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ ଅନ୍ତର୍ଗତ ଟାଇଁସର ପଞ୍ଚାୟତର ଟାଇଁସର ତ୍ରିଲୋଚନ ପଦ୍ମାବତୀ ହାଇସ୍କୁଲ ୫ଟି ଯୋଜନାରେ ଚାଲିଥିବା ରୂପାନ୍ତରିକରଣରେ ଅନିୟମିତତା ଅଭିଯୋଗ ହୋଇଛି। ଯୋଜନାର…
ସମ୍ବଲପୁର,୩୧ା୧୧(ବ୍ୟୁରୋ): ଦୀର୍ଘ ୫ବର୍ଷ ମିଆଦି ସରିବା ପରେ ପୁଣି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ଭାବ୍ୟ ତାଲିକା ପ୍ରକାଶ ପାଇଥିଲା। ହେଲେ ଏଥିରେ ଜିଲାର ପ୍ରାୟ ୨ହଜାର ଅଯୋଗ୍ୟ…
ସୋନପୁର,୩୧।୧(ନି.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବାକୁ ଗୁରୁତ୍ୱ ଦେଉଥିବା ବେଳେ ସୁବର୍ଣ୍ଣପୁର ଜିଲାରେ ଏବେ ଡାକ୍ତର ସଙ୍କଟ ଦେଖାଦେଇଛି। ପ୍ରତିବର୍ଷ ରାଜ୍ୟର ବିଭିନ୍ନ ଭେଷଜ…