‘ଭାରତ ଡ୍ରୋନ୍‌ ଟେକ୍ନୋଲୋଜିର କେନ୍ଦ୍ର ହେବ’

ନୂଆଦିଲ୍ଲୀ,୭।୧୨: ଭାରତ ଡ୍ରୋନ୍‌ ଟେକ୍ନୋଲୋଜିର ଏକ ବୃହତ୍‌ କେନ୍ଦ୍ରରେ ପରିଣତ ହେବ ଏବଂ ଆସନ୍ତା ବର୍ଷ ଶେଷ ସୁଦ୍ଧା ଭାରତକୁ ଅତି କମ୍‌ରେ ୧ ଲକ୍ଷ ଡ୍ରୋନ୍‌…

ନୟାନ୍ତ କଲାଣି ନିଷିଦ୍ଧ ନିଶା

ଢେଙ୍କାନାଳ ଅଫିସ, ୭।୧୨: ଢେଙ୍କାନାଳ ଜିଲାରେ ବେଆଇନ ନିଶା କାରବାର ଉପରେ ଅଙ୍କୁଶ ଲାଗି ପାରୁନାହିଁ। ପୋଲିସ, ଅବକାରୀ ବିଭାଗର ଉଦ୍ୟମ ସତ୍ତ୍ୱେ ମାଫିଆମାନେ ମଧ୍ୟସ୍ଥଙ୍କ ଜରିଆରେ…

ଏହି କାରଣରୁ ଏବେ ଓଟିଟିରେ ରିଲିଜ୍‌ ହେବନି ଫିଲ୍ମ ‘ଉଁଚାଇ’

ମୁମ୍ବାଇ: ଭେଟେରାନ ଅଭିନେତା ଅମିତାଭ ବଚ୍ଚନଙ୍କ ଫିଲ୍ମ ‘ଉଁଚାଇ’ ଭଲ ପ୍ରଦର୍ଶନ କରିଛି। ଫିଲ୍ମଟି ବକ୍ସ ଅଫିସରେ ଆଶାଠାରୁ ଅଧିକ ପ୍ରଦର୍ଶନ କରିଛି। ତେବେ ପ୍ରଶଂସକମାନେ ଆଶା…

ସ୍ବାର୍ଥରକ୍ଷା ପାଇଁ ସୁରକ୍ଷା

ଅନୁଗୋଳ ଅଫିସ, ୭।୧୨: ଅନେକ ସମୟରେ ରୋଗୀଙ୍କ ସମ୍ପର୍କୀୟଙ୍କୁ ମାଡ଼ ମରାଯାଉଛି। ମୋବାଇଲ ଛଡ଼ାଇ ଭାଙ୍ଗି ଦିଆଯାଉଛି। ଆକ୍ରୋଶ ମନୋଭାବ ରଖି ହଇରାଣ କରାଯାଉଛି। ଦଲାଲଙ୍କ ପ୍ରବେଶ…

ମନୋରମ ବେଳାଭୂମି ଯମୁନାଶୂଳ

ଲଙ୍ଗଳେଶ୍ୱର, ୭।୧୨: ଶୀତର ଆଗମନ ସାଙ୍ଗକୁ ଆରମ୍ଭ ହୋଇଯାଇଛି ପର୍ଯ୍ୟଟନ ଋତୁ। କୋଭିଡ କଟକଣା ପାଇଁ ଗତ ଦୁଇବର୍ଷ ଧରି ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ବନ୍ଦ ରହିଥିଲା।…

ସ୍କୁଲ ବାରଣ୍ଡାରେ ପାଠପଢ଼ା

ଯୋଡ଼ା,୭।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅଧୀନ କାଳିଆବେଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ର ବିପଦସଙ୍କୁଳ ଅବସ୍ଥାରେ ବାରଣ୍ଡାରେ ପାଠ ପଢ଼ୁଛନ୍ତି। ସ୍କୁଲ ଛାତ ଫାଟି ଅଁା କରିଛି।…

ମୟୂରଭଞ୍ଜ କଳା,ସଂସ୍କୃତି ପ୍ରେରଣା ଦିଏ

ବାରିପଦା ଅଫିସ, ୭।୧୨:  ମୟୂରଭଞ୍ଜ ସାଂସ୍କୃତିକ ବିକାଶ ଅନୁଷ୍ଠାନ ଓ ଜିଲା ପ୍ରଶାସନର ମିଳିତ ସହଯୋଗରେ ଦ୍ୱିତୀୟ ଶିଶୁ କଳା ମହୋତ୍ସବ ବାରିପଦା ଶହୀଦ ସ୍ମୃତିଭବନ ପରିସରରେ…

ଯୁକ୍ତ ୩ ପରୀକ୍ଷାଫଳକୁ ନେଇ ଅସନ୍ତୋଷ

ଫୁଲବାଣୀ ଅଫିସ, ୭।୧୨: ଗୋଟିଏ ପଟେ ଫୁଲବାଣୀ ସ୍ବୟଂ ଶାସିତ ମହାବିଦ୍ୟାଳୟରୁ ସ୍ବୟଂ ଶାସିତ ମାନ୍ୟତା ଉଠି ଯାଇଛି ା ଅନ୍ୟପଟେ ପିଲାଙ୍କ ସିଲାବସ ସମାପ୍ତ ନ…

ପଞ୍ଜୀକୃତ ସବୁ ଚାଷୀଙ୍କ ଧାନ କିଣାଯାଉ

ଛତ୍ରପୁର,୭।୧୨(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ସମସ୍ତ ପଞ୍ଜୀକୃତ ଚାଷୀ ଓ ଭାଗଚାଷୀଙ୍କଠାରୁ ଧାନ କିଣିବା ଲାଗି ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଦାବି ହୋଇଛି ା ମହାସଭାର ସମ୍ପାଦକ…

ବେଆଇନ କୋଠା ମାଲିକଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୭।୧୨:ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ବିନା ପ୍ଲାନ ଆପ୍ରୁଭାଲରେ ସହର ମଧ୍ୟରେ ଶତାଧିକ କୋଠା ଗଢିଉଠିଛି। ଏଥିମଧ୍ୟରେ ସପିଂ ମଲ, ଆପାର୍ଟମେଣ୍ଟ୍‌, ହୋଟେଲ ଭଳି ବଡ଼…