ମନ୍ତ୍ର ଧ୍ୱନିରେ ଗୁଞ୍ଜରିତ ଖଣ୍ଡଗିରି, ଜମୁଛି ବେପାର

ଭୁବନେଶ୍ୱର, ୩୦।୧ (ବ୍ୟୁରୋ):ପବିତ୍ର କୁମ୍ଭମେଳାର ଦ୍ୱିତୀୟ ଦିନରେ ମନ୍ତ୍ରଧ୍ୱନି, ପାରାୟଣ, ପ୍ରବଚନ ଓ ଭଜନ କୀର୍ତ୍ତନରେ ଖଣ୍ଡଗିରି ପାହାଡ଼ ପ୍ରକମ୍ପିତ ହେଉଛି। ସକାଳରୁ ରାତି ଯାଏ ଭକ୍ତମାନେ…

ବିବିସି ଡକ୍ୟୁମେଣ୍ଟାରି ବ୍ୟାନ୍‌ ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚାଲେଞ୍ଜ

ନୂଆଦିଲ୍ଲୀ,୩୦।୧(ପି.ଟି.) : ୨୦୦୨ ଗୁଜରାଟ ଦଙ୍ଗା ଉପରେ ବିବିସି ପ୍ରସ୍ତୁତ କରିଥିବା ଡକ୍ୟୁମେଣ୍ଟାରିକୁ କେନ୍ଦ୍ର ସରକାର ବେଆଇନ ଘୋଷଣା କରିବା ନିଷ୍ପତ୍ତିକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟରେ ଜନସ୍ବାର୍ଥ…

ଶାସକ, ବିରୋଧୀ କେତେ ପ୍ରସ୍ତୁତ

ନୂଆଦିଲ୍ଲୀ,୩୦ା୧: ଜାନୁୟାରୀ ୩୧ରେ ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମ୍ବୋଧନ ଏବଂ ଅର୍ଥନୈତିକ ସର୍ଭେ ଉପସ୍ଥାପନ ସହ ବଜେଟ ଅଧିବେଶନ ଆରମ୍ଭ ହେବ। ଫେବୃୟାରୀ…

ଅଭିନେତ୍ରୀ ଲକ୍ଷ୍ମୀପ୍ରିୟା ମିଶ୍ରଙ୍କ ପରଲୋକ

ପୁରୀ ଅଫିସ ୩୦ା୧:ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରପ୍ରାପ୍ତ ବରିଷ୍ଠ ମଞ୍ଚ ଅଭିନେତ୍ରୀ ଲକ୍ଷ୍ମୀପ୍ରିୟା ମିଶ୍ରଙ୍କର ରବିବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୬ବର୍ଷ ବୟସ ହୋଇଥିଲା।…

ନାଟୋରେ ଖୁବଶୀଘ୍ର ସାମିଲ ହୋଇପାରେ ଫିନଲ୍ୟାଣ୍ଡ, ତୁର୍କି ରାଷ୍ଟ୍ରପତି ଏର୍ଦୋଗନ ଦେଲେ ସଙ୍କେତ

ଅଙ୍କାରା,୩୦ ।୧: ସ୍ୱିଡେନ ଓ ଫିନଲ୍ୟାଣ୍ଡ ନାଟୋରେ ସାମିଲ ହେବାକୁ ଆବେଦନ କରିବା ପରେ ତୁର୍କିର ରାଷ୍ଟ୍ରପତି ରେସେପ ତୈୟପ ଏର୍ଦୋଗନଙ୍କ ଏକ ବଡ ବୟାନ ସାମ୍ନାକୁ…

ସରିଲା ରଙ୍ଗାରଙ୍ଗ ଡଟ୍‌ଫେଷ୍ଟ

ଭୁବନେଶ୍ୱର, ୩୦।୧ (ବ୍ୟୁରୋ):ହକି ବିଶ୍ୱକପ୍‌ ସହ ରବିବାର ଶେଷ ହୋଇଛି ଡଟ୍‌ ଫେଷ୍ଟର ଦ୍ୱିତୀୟ ସଂସ୍କରଣ। ଇଡ୍‌କୋ ପ୍ରଦର୍ଶନୀ ପଡିଆରେ ଚାଲିଥିବା ଏହି ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ଅଂଶ…

ଶିଶିର ସରସ ମେଳାରେ ୨୪ କୋଟିରୁ ଉର୍ଦ୍ଧ୍ୱ ବେପାର

ଭୁବନେଶ୍ୱର,୩୦।୧(ବ୍ୟୁରୋ):ବରମୁଣ୍ଡାସ୍ଥିତ ବିଜୁପଟ୍ଟନାୟକ ଖେଳ ପଡ଼ିଆରେ ଚାଲିଥିବା ଶିଶିର ସରସ ମେଳା ରବିବାର ଶେଷ ହୋଇଛି। ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା…

ସତ୍ତା ହରାଇଲା ମୁକ୍ତାକାଶ ଭାସ୍କର୍ଯ୍ୟ ସଂଗ୍ରହାଳୟ

ଭୁବନେଶ୍ୱର, ୨୯।୧ (ବ୍ୟୁରୋ):ଭୁବନେଶ୍ୱରକୁ ଏକ ନିଆରା ସହର ଭାବେ ଗଢି ତୋଳିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ…

ପୋଲିସ ହାତରେ ହତ୍ୟା କରାଇ ପାଗଳ କହୁଛନ୍ତି

ଭୁବନେଶ୍ୱର,୩୦।୧(ବ୍ୟୁରୋ):ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରୀ ତଥା ଝାରସୁଗୁଡା ବିଧାୟକ ନବ କିଶୋର ଦାସଙ୍କୁ ଜଣେ ପୋଲିସ କର୍ମଚାରୀ ସର୍ଭିସ ବନ୍ଧୁକରେ ଗୁଳି କରି ସର୍ବସମ୍ମୁଖରେ ହତ୍ୟା କରିଛନ୍ତି।…

ହିଂସା ଗ୍ରହଣୀୟ ନୁହେଁ

ଭୁବନେଶ୍ୱର,୩୦।୧(ବ୍ୟୁରୋ):ଯେକୌଣସି ହିଂସା ଗ୍ରହଣୀୟ ନୁହେଁ। ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରେ ହୋଇଥିବା ଗୁଳିମାଡ଼ ଘଟଣାକୁ ମୁଁ ନିନ୍ଦା କରୁଛି। ଏହାଦ୍ୱାରା ରାଜ୍ୟରେ ଆଇନଶୃଙ୍ଖଳା ବୋଲି କିଛି ନାହିଁ,…