ୟୁଟ୍ୟୁବର ଅନିମେଷଙ୍କ ନାଁରେ ମାମଲା

ପୁରୀ ଅଫିସ, ୫ା୧୨:ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳ ତଥା ନୋ ଫ୍ଲାଇଙ୍ଗ୍‌ ଜୋନ୍‌ରେ ଜଣେ ବଙ୍ଗୀୟ ୟୁଟ୍ୟୁବର ଡ୍ରୋନ ଉଡ଼ାଇ ଶ୍ରୀମନ୍ଦିରର ବିଭିନ୍ନ ଭିଡିଓ ଭାଇରାଲ କରିବା ସହ ଟଙ୍କା…

ବିବାହ ବନ୍ଧନରେ ବାନ୍ଧିହେଲେ ୨ ମହିଳା ମାଓବାଦୀ

ଫୁଲବାଣୀ ଅଫିସ, ୫ା୧୨:ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଦୁଇ ମହିଳା ମାଓବାଦୀ। କନ୍ଧମାଳ ଜିଲା ପୋଲିସ ରିଜର୍ଭ କାର୍ଯ୍ୟାଳୟରେ ଥିବା ରାଧାକୃଷ୍ଣ ମନ୍ଦିରରେ ସେମାନଙ୍କ ବିବାହ ସମ୍ପନ୍ନ…

ଶ୍ରେଷ୍ଠ ୧୦ କମ୍ପାନୀ ମଧ୍ୟରେ ରିଲାଏନ୍ସ ଏକ ନମ୍ବର

ନୂଆଦିଲ୍ଲୀ,୫।୧୨: ଭାରତୀୟ ଷ୍ଟକ୍‌ ମାର୍କେଟରେ ପଞ୍ଜୀକୃତ ନିବେଶକ କମ୍ପାନୀଗଡ଼ିକର କାରବାର ଫଳାଫଳ ଓ ଶେୟାର ବଜାରର ବଜାର ପୁଞ୍ଜିକୁ ନେଇ ଦେଶର ଶ୍ରେଷ୍ଠ ୧୦ କମ୍ପାନୀର ତାଲିକା…

‘ପିଏମ୍‌ଏଫ୍‌ବିଓ୍ବାଇ କାର୍ଯ୍ୟକାରୀ କରିବ ଏଚ୍‌ଡିଏଫ୍‌ସି ଏଗ୍ରୋ’

ନୂଆଦିଲ୍ଲୀ,୫।୧୨: ଓଡ଼ିଶାର କୃଷକମାନଙ୍କ ପାଇଁ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍‌ଏଫ୍‌ବିଓ୍ବାଇ)କୁ ଏଚ୍‌ଡିଏଫ୍‌ସି ଏଗ୍ରୋ ଜେନେରାଲ ଇନ୍‌ସ୍ୟୁରାନ୍ସ କମ୍ପାନୀ କାର୍ଯ୍ୟକାରୀ କରିବ ବୋଲି ଜଣାପଡ଼ିଛି। ବିଶେଷକରି…

ନଭେମ୍ବରରେ ସ୍କୋଡାର ୪୪୩୩ କାର୍‌ ବିକ୍ରି

ନୂଆଦିଲ୍ଲୀ,୫।୧୨: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ‘ସ୍କୋଡା ଅଟୋ ଇଣ୍ଡିଆ’ ପକ୍ଷରୁ ୨୦୨୨ ନଭେମ୍ବର ମାସର ଗାଡି ସମ୍ପର୍କିତ ସୂଚନା ପ୍ରଦାନ କରାଯାଇଛି। ଏପରିକି ଚଳିତ ବର୍ଷ…

ନିଃଶୁଳ୍କ ସେବା ନ ପାଇ ନିରାଶ

ଅନୁଗୋଳ ଅଫିସ, ୫ା୧୨:ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ମିଳିବ ନିଃଶୁଳ୍କ ସେବା। ଉତ୍ତମ ଚିକିତ୍ସା ପାଇ ଉପକୃତ ହେବେ ଗରିବ ରୋଗୀ। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏ ନେଇ ବ୍ୟାପକ…

ଓଡ଼ିଶାକୁ ୧୨ ପଦକ

ଭୁବନେଶ୍ୱର,୫ା୧୨(ସ୍ପୋଟର୍‌ସ ବ୍ୟୁରୋ): ଦିଲ୍ଲୀର ତାଲକୋଟରା ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ଜାତୀୟ ସବ ଜୁନିୟର କରାଟେ ପ୍ରତିଯୋଗିତାରେ ଓଡ଼ିଶା ୧୨ ପଦକ ହାସଲ କରିଛି। ଓଡ଼ିଶା ପ୍ରତିଯୋଗୀ ୨…

ଅଦାଲତ କୋଠା, ଚିହ୍ନଟ ଜାଗା ଦେଖିଲେ ହାଇକୋର୍ଟ ବିଚାରପତି

ଶେରଗଡ଼/ହିଞ୍ଜିଳିକାଟୁ/ଆସିକା/ କବିସୂର୍ଯ୍ୟନଗର ୫ା୧୨(ଡି.ଏନ୍‌.ଏ.):ଶେରଗଡ଼ଠାରେ ଜେଏମ୍‌ଏଫ୍‌ସି କୋର୍ଟ ଅଛି। ଏହା ବର୍ତ୍ତମାନ ବ୍ଲକର ଏକ କୋଠାରେ ଚାଲିଛି। କୋର୍ଟର ସ୍ଥାୟୀ କୋଠା ନୂତନ ଭାବେ କାମ ସରିଛି। ଏହା…

ଜାତୀୟ ସାମ୍ବୋରେ ଓଡ଼ିଶାକୁ ୫ ପଦକ

ଭୁବନେଶ୍ୱର, ୫।୧୨ (କ୍ରୀଡ଼ା ପ୍ରତିନିଧି): ଜମ୍ମୁସ୍ଥିତ ଭଗବତୀ ନଗର ସ୍ପୋଟର୍‌ସ କମ୍ପ୍ଲେକ୍ସରେ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଅନୁଷ୍ଠିତ ଜାତୀୟ ସାମ୍ବୋ (ମାର୍ଶାଲ ଆର୍ଟର ଏକ…

ଏଆଇଏଡିଏମ୍‌କେରେ ଫାଟ ବଢ଼ୁଛି

ଚେନ୍ନାଇ,୫।୧୨ : ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜେ. ଜୟଲଲିଥାଙ୍କର ଷଷ୍ଠ ଶ୍ରାଦ୍ଧବାର୍ଷିକୀ ସୋମବାର ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଆଇଏଡିଏମ୍‌କେରେ ଗୋଷ୍ଠୀ ବିବାଦ ବଢ଼ୁଥିବା ପୁନର୍ବାର ପଦାରେ ପଡ଼ିଛି।…