ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କଲେ ଦିବ୍ୟାଙ୍ଗ ଛାତ୍ରୀଛାତ୍ର

ପାଟଣା,୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କୁ…

ବର୍ଷକରେ ନିର୍ମାଣ ହେବ ୧୪ ଶହ ମନ୍ଦିର

ଅମରାବତୀ,୩।୧୨: ଆନ୍ଧ୍ରପ୍ରଦେଶରେ ୧,୪୦୦ ନୂଆ ମନ୍ଦିର ନିର୍ମାଣ ହେବ। ଗ୍ରାମାଞ୍ଚଳରେ ମୁଖ୍ୟତଃ ଏହି ମନ୍ଦିର ନିର୍ମାଣ କରିବା ନେଇ ପ୍ରସ୍ତାବ ରହିଛି। ଏନେଇ ତିରୁମାଲା ତିରୁପତି ଦେବସ୍ଥାନମ୍‌(ଟିଟିଡି)…

ସକ୍ରିୟ ମାମଲା ୫ ହଜାର ତଳେ…

ନୂଆଦିଲ୍ଲୀ, ୩।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ…

କରନ ଜୋହରଙ୍କ ବାୟୋପିକ୍‌ରେ ମୁଖ୍ୟ ଚରିତ୍ରରେ ଅଭିନୟ କରିବେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ର ଶେଷ୍ଠ ନିର୍ଦ୍ଦେଶକମାନଙ୍କ ମଧ୍ୟରେ କରନ ଜୋହର ହେଉଛନ୍ତି ଅନ୍ୟତମ। କାରଣ ମାତ୍ର ୨୬ବର୍ଷ ବୟସରେ ସେ ଅଲ୍‌ ଟାଇମ୍‌ ବ୍ଲକ୍‌ବଷ୍ଟର ଫିଲ୍ମ ‘କୁଛ କୁଛ…

ସୌରାଷ୍ଟ୍ରକୁ ବିଜୟ ହଜାରେ ଟ୍ରଫି

ଅହମ୍ମଦାବାଦ,୩।୧୨:ଉଇକେଟ କିପର ଶେଲଡନ୍‌ ଜ୍ୟାକସନଙ୍କ ଅପରାଜିତ ଶତକ ବଳରେ ମହାରାଷ୍ଟ୍ରକୁ ୫ ଉଇକେଟରେ ପରାସ୍ତ କରି ବିଜୟ ହଜାରେ ଟ୍ରଫି ହାସଲ କରିଛି ସୌରାଷ୍ଟ୍ର। ପ୍ରଥମେ ବ୍ୟାଟିଂ…

‘ନ୍ୟୁୟର୍କ ଫିଲ୍ମ କ୍ରିଟିକ୍ସ ସର୍କଲ ଆଓ୍ବାର୍ଡ’: ରାଜାମୌଲି ଶ୍ରେଷ୍ଠ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୩।୧୨: ସୁପରହିଟ ଫିଲ୍ମ ଆରଆରଆର ପାଇଁ ନିର୍ଦ୍ଦେଶକ ଏସ୍‌ଏସ୍‌ ରାଜାମୌଲିଙ୍କୁ ପୁରସ୍କାର ମିଳିଛି। ଆମେରିକାରେ ନ୍ୟୁୟର୍କ ଫିଲ୍ମ କ୍ରିଟିକ୍ସ ସର୍କଲ ଆଓ୍ବାର୍ଡ(ଏନ୍‌ଓ୍ବାଇଏଫ୍‌ସିସି)ରେ ରାଜାମୌଳିଙ୍କୁ ଶ୍ରେଷ୍ଠ ନିର୍ଦ୍ଦେଶକ ସମ୍ମାନରେ…

ଦ୍ୱିତୀୟ ସ୍ଥାନରେ ଓଏଫ୍‌ସି

ଭୁବନେଶ୍ୱର,୩।୧୨(ସ୍ପୋଟର୍‌ସ ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ନିଜର ବିଜୟ ଧାରା ବଜାୟ ରଖିଛି। ଶୁକ୍ରବାର ଦଳ ନର୍ଥଇଷ୍ଟ ୟୁନାଇଟେଡ୍‌ ଏଫ୍‌ସିକୁ ୨-୧ରେ ହରାଇବା ସହିତ…

ଭୁବନେଶ୍ୱରରୁ ଆରମ୍ଭ ହେବ ହକି ବିଶ୍ୱକପ୍‌ ଟ୍ରଫି ଟୁର୍‌୩୩

ଭୁବନେଶ୍ୱର, ୩।୧୨: ଭୁବନେଶ୍ୱର ଓ ରାଉରକେଲାରେ ହେବାକୁଥିବା ଆଗାମୀ ହକି ବିଶ୍ୱକପ୍‌କୁ ସ୍ମରଣୀୟ କରିବା ପାଇଁ ଅନ୍ତର୍ଜାତୀୟ ହକି ଫେଡେରେଶନ, ହକି ଇଣ୍ଡିଆ ଓ ଓଡ଼ିଶା ସରକାର…

ସରକାରୀ ଗୋଚର ଜମିରେ ବେଆଇନ ଗୃହ ଉଚ୍ଛେଦ

ମହାକାଳପଡ଼ା,୩।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବିଜୟନଗର ଗ୍ରାମ ଶାସନପଡ଼ାରେ ସରକାରୀ ଗୋଚର ଜମିରେ ବେଆଇନ ଭାବେ ନିର୍ମାଣ ହୋଇଥିବା ଗୃହକୁ ଉଚ୍ଛେଦ କରିବା ନେଇ…

ସମିତି ସଭ୍ୟାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମାର୍ଶାଘାଇ,୩।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଦୁମୁକା ପଞ୍ଚାୟତ ସମିତି ସଭ୍ୟା ଗୀତା ପ୍ରଧାନଙ୍କ ଝୁଲନ୍ତା ମୃତଦେହ ପୋଲିସ ଶନିବାର ଜବତ କରିଛି। ଆତ୍ମହତ୍ୟାର ପ୍ରକୃତ କାରଣ…