ଦେଶରେ ୨୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨।୧୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭୫ ନୂଆ କରୋନା ମାମଲା…

ଆର୍‌ପିର ପ୍ରକୃତ ଅର୍ଥ ବୁଝାଇଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ଗତ କିଛି ମାସ ହେବ କ୍ରମାଗତ ଭାବେ ଟ୍ରୋଲ୍‌ର ଶିକାର ହେଉଛି। ତାଙ୍କ ନାମ କ୍ରିକେଟର ରିଷଭ ପନ୍ତଙ୍କ ସହ ଯୋଡା…

ଜାନୁୟାରୀରେ ଚାଷୀଙ୍କ ଖାତାକୁ ଯିବ ୧୩ତମ କିସ୍ତି

ନୂଆଦିଲ୍ଲୀ,୨।୧୨: ବର୍ଷ ଆରମ୍ଭରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ନୂତନ ବର୍ଷର ଉପହାର ଦେବାକୁ ପ୍ରସ୍ତୁତ ହେଉଛନ୍ତି। ଜାନୁୟାରୀ ପ୍ରଥମ ସପ୍ତାହରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୧୩ତମ…

ୟୁଏନ୍‌ରେ ସ୍ଥାପନ ହେବ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି

ଓ୍ବାଶିଂଟନ,୨ା୧୨: ଡିସେମ୍ବର ୧୪ରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ଏବଂ ଜାତିସଂଘର ସେକ୍ରେଟାରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ୍‌ ମହାତ୍ମା ଗାନ୍ଧୀଙ୍କ ଏକ ପ୍ରତିମୂର୍ତ୍ତିର ଉଦ୍‌ଘାଟନ କରିବେ।…

କ୍ଷମା ମାଗିଲେ ପରେଶ ରାଓ୍ବଲ

ନୂଆଦିଲ୍ଲୀ,୨।୧୨: ବଲିଉଡ ଅଭିନେତା ତଥା ଭାଜପା ନେତା ପରେଶ ରାୱଲ ଗୁଜରାଟ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପାଇଁ ପ୍ରଚାର କରୁଛନ୍ତି। ପ୍ରଚାର ସମୟରେ ସେ ବଙ୍ଗୀୟମାନଙ୍କ…

ମକ୍କାରେ ପହଞ୍ଚିଲେ ଶାହରୁଖ

ସାଉଦି ଆରବରେ ତାଙ୍କର ଆଗାମୀ ଫିଲ୍ମ ‘ଡଙ୍କି’ର ଶୁଟିଂ ଶେଷ କରିବା ପରେ ବଲିଉଡର ବାଦଶାହା ଶାହରୁଖ ଖାନ ମକ୍କାରେ ନଜର ଆସିଛନ୍ତି। ଏହି ସମୟରେ ସେ…

ତରୁଣ, ପ୍ରବୀଣ କଡ଼ା ମୁକାବିଲା

ବରଗଡ଼ ଅଫିସ୍‌,(ପ୍ରେମାନନ୍ଦ ଖମାରୀ)୨।୧୨: ପଦ୍ମପୁର ଉପନିର୍ବାଚନ ୩ ପ୍ରମୁଖ ଦଳ ବିଜେଡ଼ି, ଭାଜପା, କଂଗ୍ରେସ ପାଇଁ ଗୁରୁତ୍ୱ ବହନ କରୁଛି। ଉକ୍ତ ନିର୍ବାଚନ ମଣ୍ଡଳୀରେ ପୁରୁଖା ଓ…

ଅସୁରକ୍ଷିତ ଗୋଧଁସ ଜଳପ୍ରପାତ

ନୂଆପଡ଼ା ଅଫିସ,୨।୧୨: ବର୍ତ୍ତମାନ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଯାଇଛି। ପର୍ଯ୍ୟଟକମାନେ ଏହାର ମଜା ନେଉଛନ୍ତି। ନୂଆପଡ଼ା ଜିଲାରେ ଥିବା ୩ଟି ଜଳପ୍ରପାତରେ ପର୍ଯ୍ୟଟକଙ୍କ ଭିଡ ହେଉଥିଲେ ମଧ୍ୟ…

ରାଜରାସ୍ତାରେ ଧାନବସ୍ତା ପକାଇ ଆନ୍ଦୋଳନରେ ବସିଲେ ଚାଷୀ

ସରଣ୍ଡା,୨ା୧୨(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ ଋତୁର ଧାନ ବିକ୍ରି ଲାଗି ପ୍ରଥମରୁ ଚାଷୀଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଆରମ୍ଭରୁ ଟୋକନ ସମସ୍ୟା ଦେଖାଦେଇଛି। ଏପରି ସ୍ଥଳେ ଚାଷୀ…

ଦୁଇ ମାସରେ ଗଲାଣି ୩ ହାତୀଙ୍କ ଜୀବନ, ରୋକିବାରେ ବନ ବିଭାଗ ବିଫଳ

ମାଧପୁର,୨ା୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ରେଞ୍ଜ କିଆକଟା ସେକ୍ସନର ଘୋଡ଼ାଗାଡ଼ି ବିଟ୍‌ ଘୋଡ଼ାଗାଡ଼ି ଖେଶ୍ରା ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି।…