ସାତଫେରା ନେଲେ ଆଥିଆ-ରାହୁଲ

ମୁମ୍ବାଇ,୨୩।୧: ଦୀର୍ଘଦିନର ସମ୍ପର୍କ ପରେ ବଲିଉଡ ଅଭିନେତ୍ରୀ ଆଥିଆ ଶେଟ୍ଟୀ ଏବଂ କ୍ରିକେଟର୍‌ କେ.ଏଲ ରାହୁଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସୁନୀଲ ଶେଟ୍ଟୀଙ୍କ ଖଣ୍ଡାଲା ଫାର୍ମହାଉସରେ…

କାଞ୍ଝାଓ୍ବାଲା ମାମଲା: ବଢ଼ିଲା ଅଭିଯୁକ୍ତଙ୍କ ୧୪ଦିନିଆ ନ୍ୟାୟିକ ହେପାଜତ ମିଆଦ

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀର କାଞ୍ଝାଓ୍ବାଲା ମାମଲାରେ ୫ଜଣ ଅଭିଯୁକ୍ତଙ୍କ ନ୍ୟାୟିକ ହେପାଜତ ବଢ଼ିଛି। ସୋମବାର ଦିଲ୍ଲୀର ରୋହିଣୀ କୋର୍ଟ ସମସ୍ତ ଅଭିଯୁକ୍ତଙ୍କ ୧୪ଦିନିଆ ନ୍ୟାୟିକ ହେପାଜତ ମିଆଦକୁ ବୃଦ୍ଧି…

ସାଇକେଲ ମରାମତି ଦୋକାନରେ ନିଆଁ: ୫୦ହଜାରରୁ ଊର୍ଦ୍ଧ୍ୱ ଜିନିଷ ପତ୍ର ନଷ୍ଟ

କୋରୁକୋଣ୍ଡା,୨୩।୧(ଡି.ଏନ.ଏ): ମାଲକାନାଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ମଉଳି ମା’ ଛକଠାରେ ଥିବା ଏକ ସାଇକେଲ ମରାମତି ଦୋକାନରେ ନିଆଁ ଲାଗି ପ୍ରାୟ ୫୦ହଜାର ଟଙ୍କାରୁ ଊର୍ଦ୍ଧ୍ୱ…

ଭାଇରାଲ ହେଉଛି ଅଭିନେତ୍ରୀଙ୍କ ହଳଦୀ ସମାରୋହ ଫଟୋ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଆଥିଆ ଶେଟ୍ଟୀ ଏବଂ କେ.ଏଲ ରାହୁଲ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ତେବେ ବିବାହର ଗୋଟିଏ ଦିନ ପୂର୍ବରୁ ସୁନୀଲ ଶେଟ୍ଟୀଙ୍କ…

ରାଶିଫଳ: ମଙ୍ଗଳବାର, ଜାନୁୟାରୀ ୨୪ ତାରିଖ – Daily Horoscope

ମେଷ ଆଜି ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ ମନର ଦୁଃଖକୁ ମନେ ପକାଇପାରିବେ ନାହିଁ। ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ।…

ସୁଟକେସ୍‌ରୁ ଯୁବକଙ୍କ ମୃତଦେହ ଜବତ ମାମଲା: ସ୍ତ୍ରୀଙ୍କ ସମେତ ୩ ଗିରଫ

ଖୋର୍ଦ୍ଧା ଅଫିସ,୨୩।୧: ହରିପୁର ଜଙ୍ଗଲରୁ ରବିବାର ଏକ ସୁଟକେସରୁ ରଣପୁର ଥାନା ଲାଖପଡ଼ା ଗ୍ରାମର ମନୋରଞ୍ଜନ ମହାପାତ୍ରଙ୍କ ମୃତଦେହକୁ ପୋଲିସ ଜବତ କରିଥିଲା। ଏହି ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ…

ହୁହୁ ହୋଇ ଜଳିଗଲା ଖଣ୍ଡାଧାର

ଭୁବନେଶ୍ୱର,୨୩।୧(ବ୍ୟୁରୋ): ଭୁବନେଶ୍ୱର ବରମୁଣ୍ଡା ଷ୍ଟାଣ୍ଟରେ ଛିଡା ହୋଇଥିବା ଖଣ୍ଡାଧାର ବସ୍‌ ସୋମବାର ଜଳିଯାଇଛି । ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ କରିଛନ୍ତି। ସୂଚନା…

କଲେଜ ଗର୍ଲରୁ ଫ୍ରିଡମ ଫାଇଟର ହେଲେ ସାରା

ମୁମ୍ବାଇ: ବଲିଉଡରେ ଏବେ ଜଣେ ଆଗଧାଡିର ନାୟିକା ହେଲେ ସାରା ଅଲି ଖାଁ । ସେ ତାଙ୍କ ଅଭିନୟର ଯାଦୁରେ ଦର୍ଶକଙ୍କୁ ବାନ୍ଧି ରଖିବାରେ ସକ୍ଷମ ହୋଇଛନ୍ତି…

ବମ୍ବେ ହାଇକୋର୍ଟରେ ଜାମିନ ଆବେଦନ କଲେ ଶିଜାନ: ୩୦ରେ ଶୁଣାଣି

ମୁମ୍ବାଇ,୨୩।୧: ଟେଲିି ଅଭିନେତ୍ରୀ ତୁନିଶା ଶର୍ମା ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ଶିଜାନ ଖାନ ଜାମିନ ପାଇଁ ସୋମବାର ବମ୍ବେ ହାଇକୋର୍ଟରେ ଆବେଦନ କରିଛନ୍ତି। ଯାହା ଜାନୁୟାରୀ…

‘ତୁ ଝୁଠି ମେ ମକ୍କାର’ର ଟ୍ରେଲର ଆଉଟ, ହଟ ବିକିନି, କିସିଂ ସିନ୍‌ର ଜବରଦସ୍ତ ତଡକା

ମୁମ୍ବାଇ; ପ୍ରେମରେ ପଡିବା ସହଜ କଥା, ହେଲେ ପ୍ରେମରୁ ବାହାରି ଆସିବା ଗୋଟିଏ କାମ ହୋଇପାରେ ଆଉ ଏହା କେବେ କେବେ ଫିଚର ଫିଲ୍ମର ବିଷୟ ବି…