କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୧।୧: ତିନିଥର ଚାମ୍ପିୟନ ଓ ଦୁଇଥର ରନରଅପ୍‌ ଅଷ୍ଟ୍ରେଲିଆ ପ୍ରଭାବୀ ପ୍ରଦର୍ଶନ ବଜାୟ ରଖି ଚଳିତ ହକି ବିଶ୍ୱକପ୍‌ର କ୍ୱାର୍ଟର ଫାଇନାଲରେ…

ଉତ୍ତରପ୍ରଦେଶ, ହିମାଚଳରେ ଭୂକମ୍ପ

ଲକ୍ଷ୍ନୌ,୨୧।୧: ଉତ୍ତରପ୍ରଦେଶର ସହାରନପୁରରେ ଭୂକମ୍ପ ଝଟକା। ଶନିବାର ସକାଳ ପ୍ରାୟ ୭.୪୩ ମିନିଟ୍‌ରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୨.୯ ଥିବା…

ରିଲାଏନ୍ସ ଜିଓର ୩ୟ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୧।୧: ଦେଶର ପ୍ରମୁଖ ଦୂରସଞ୍ଚାର କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ଆର୍ଥିକ…

ଜେଏସ୍‌ଏଲ୍‌ ପକ୍ଷରୁ ମୁମ୍ବାଇ ମେଟ୍ରୋ ପ୍ରକଳ୍ପକୁ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଯୋଗାଣ

ନୂଆଦିଲ୍ଲୀ,୨୧।୧: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ପକ୍ଷରୁ ମୁମ୍ବାଇ ମେଟ୍ରୋ ରେଳ ପ୍ରକଳ୍ପକୁ ଆବଶ୍ୟକ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଯୋଗାଣ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭାରତ ସରକାରଙ୍କ…

ଦନ୍ତା ହାତୀ ଆକ୍ରମଣରେ ଚାଲିଗଲା ୨ ଜୀବନ

ପରଜଙ୍ଗ,୨୧।୧(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ପରଜଙ୍ଗ ଅଞ୍ଚଳରେ ଶନିବାର ଏକ ଅଘଟଣ ଘଟିଛି। ପୃଥକ ଦୁଇଟି ସ୍ଥାନରେ ହାତୀ ଆକ୍ରମଣରେ ୨ ଜଣଙ୍କ…

ଅବ୍ୟବସ୍ଥାରେ ଜୁନାଗଡ଼ ଏସ୍‌ବିଆଇ ମୁଖ୍ୟ ଶାଖା

ଭବାନୀପାଟଣା,୨୧।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ ସହର କଲମପୁର ଛକରେ ଥିବା ଏସ୍‌ବିଆଇ ମୁଖ୍ୟ ଶାଖା ଏବେ ଅବ୍ୟବସ୍ଥାରେ ଚାଲିଥିବା ଦେଖିବାକୁ ମିଳିଛି। ଫଳରେ ଏହି ବ୍ୟାଙ୍କ ଉପରେ…

ଆଜିଠାରୁ ସ୍ମାର୍ଟ ବଜାରରେ ‘ଫୁଲ୍‌ ପୈସା ବସୁଲ୍‌ ସେଲ୍‌’

ନୂଆଦିଲ୍ଲୀ,୨୧।୧: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ସହଯୋଗୀ କମ୍ପାନୀ ରିଲାଏନ୍ସ ସ୍ମାର୍ଟ ବଜାରରେ ଶନିବାରଠାରୁ ‘ଫୁଲ୍‌ ପୈସା ବସୁଲ୍‌ ସେଲ୍‌’ ସମ୍ପର୍କରେ ଘୋଷଣା…

ଫକ୍ସୱାଗନ୍‌ର ନୂଆ ସେଲ୍‌ସ ଆଣ୍ଡ ସର୍ଭିସ୍‌ ଟଚ୍‌ ପଏଣ୍ଟ

ଭୁବନେଶ୍ୱର,୨୧।୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଫକ୍ସୱାଗନ୍‌ ପାସେଞ୍ଜର କାର୍‌ସ ଇଣ୍ଡିଆର ସ୍ବୀକୃତିପ୍ରାପ୍ତ ଡିଲର ଓଏସ୍‌ଏଲ୍‌ ଆନୁକୂଲ୍ୟରେ ସ୍ଥାନୀୟ ପାହାଳଠାରେ ନୂତନ ସେଲ୍‌ସ ଟଚ୍‌ ପଏଣ୍ଟ ଏବଂ…

କୁହଲ୍‌ ଷ୍ଟାଇଲିଶ୍‌ ଫ୍ୟାନ୍‌ ଉନ୍ମୋଚିତ

ନୂଆଦିଲ୍ଲୀ,୨୧।୧: ଦେଶର ପ୍ରମୁଖ ଘରୋଇ କମ୍ପାନୀ କେଣ୍ଟ ଆର୍‌ଓ ସିଷ୍ଟମ୍ସ ଲିମିଟେଡ୍‌ର ନୂତନ ଉତ୍ପାଦ କୁହଲ୍‌ ଷ୍ଟାଇଲିଶ ଫ୍ୟାନ୍‌ର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏପରିକି ବିଏଲ୍‌ଡିସି ସିଲିଂ…

ବିଓବି ସମ୍ବଲପୁର କ୍ଷେତ୍ର ପକ୍ଷରୁ ସ୍ବଚ୍ଛତା ପକ୍ଷ

ଭୁବନେଶ୍ୱର,୨୧।୧: ବ୍ୟାଙ୍କ ଅଫ୍‌ ବରୋଦା(ବିଓବି)ର ସମ୍ବଲପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ସ୍ବଚ୍ଛତା ପକ୍ଷ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ପ୍ରକାର…